ନାତିକୁ ନେବା ପାଇଁ ଚାହୁଁଥିଲେ ଅତୁଲଙ୍କ ମା’, ଚର୍ଚ୍ଚାରେ କୋର୍ଟଙ୍କ ‘ଅପରିଚିତ’ ବୟାନ
ପତ୍ନୀଙ୍କ ନିର୍ଯାତନା ସହି ନ ପାରି ଜୀବନ ହାରିଥିବା ଏଆଇ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ୪ ବର୍ଷର ପୁଅ ଏବେ କେଉଁଠି, ତା’ର ତଥ୍ୟ ମିଳିଛି। ଅତୁଲଙ୍କ ପତ୍ନୀ ନିକିତା ସିଙ୍ଘାନିଆ ନିଜର ଓକିଲଙ୍କ ମାଧ୍ୟମରେ ସୁପ୍ରିମକୋର୍ଟଙ୍କୁ ୪ ବର୍ଷର ପୁଅର ଠିକଣା … Read More
