ଏଗ୍ରିଷ୍ଟେକ ଆଇଡି ପାଇଁ ଚାଷୀଙ୍କ ପାଖକୁ ଯିବେ ସରକାର : ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର : ଏଗ୍ରିଷ୍ଟେକ୍ ଆଇଡି ଦ୍ବନ୍ଦ୍ବ ଦୂର କଲେ ମନ୍ତ୍ରୀ । ଏଗ୍ରିଷ୍ଟେକ ଆଇଡି ବାଧ୍ୟତାମୂଳକ ନୁହେଁ ବୋଲି କହିଲେ ରାଜସ୍ବ ମନ୍ତ୍ରୀ । ଧାନ ପଞ୍ଜୀକରଣରେ କୌଣସି ଅସୁବିଧା ନାହିଁ । ଗତ ବର୍ଷ ଯେଉଁ ମାନେ ଧାନ ବିକ୍ରି କରିଛନ୍ତି … Read More
