ପୋଖରୀରେ ବୁଡ଼ି ଦୁଇ ନାବାଳିକାଙ୍କ ମୃତ୍ୟୁ
ରାୟଗଡ଼ା: ପୋଖରୀରେ ବୁଡ଼ି ଦୁଇ ନାବାଳିକାଙ୍କ ମୃତ୍ୟୁ । ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଶାନ୍ତିନଗରରେ ଅଭାବନୀୟ ଘଟଣା । ମୃତ ଦୁଇ ନାବାଳିକା ହେଲେ ପୂଜାରୀଗୁଡ଼ା ପଞ୍ଚାୟତ ବଡ଼ନାୟକଗୁଡ଼ା ଗାଁର ୧୨ ବର୍ଷୀୟ ନିଲୁ କାଡ୍ରାକା ୧୨ ବର୍ଷୀୟ କାମି ତିଆକା … Read More
