ପୌଷ ପୂର୍ଣ୍ଣିମା; ସୁନା ବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂରତୀ

ପୁରୀ: ଆଜି ପବିତ୍ର ପୌଷ୍ୟ ପୂର୍ଣ୍ଣିମା ତିଥି । ପୁଷ ପୂର୍ଣ୍ଣିମା ନାମରେ ମଧ୍ୟ ଏହା ପରିଚିତ ଅଟେ । ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କର ଶ୍ରୀମନ୍ଦିରରେ ଏହି ପୁଷ୍ୟାଭିଷେକ ନୀତିଟି ଦ୍ୱାଦଶ ଯାତ୍ରା ମାନଙ୍କ ମଧ୍ୟରେ ଅନ୍ୟତମ ଶ୍ରେଷ୍ଟ ଯାତ୍ରା ଅଟେ … Read More

ବାଂଲାଦେଶ ଡେପୁଟି ହାଇ କମିଶନରଙ୍କୁ ସମନ କଲା ଭାରତ

ଭାରତ ଓ ବାଂଲାଦେଶ ମଧ୍ୟରେ ଲଗାତର ସମ୍ପର୍କ ତିକ୍ତ ହେବାରେ ଲାଗିଛି। ବଢ଼ିବାରେ ଲାଗିଛି ସୀମା ବିବାଦ। ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ବହିଷ୍କାର କରିବା ପରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ତିକ୍ତ ଥିବା ଜଣାପଡିଛି। ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ … Read More

ଓଡ଼ିଶା ଆଗାମୀ ଦିନରେ ଆଇଟି ହବ୍ ହେବ: ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ/ଭୁବନେଶ୍ବର: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଏମ୍ଓୟୁ ହୋଇଛି । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବଡ଼ ସୂଚନା ପ୍ରଦାନ କରିଛନ୍ତି । ଓଡ଼ିଶା ଆଗାମୀ ଦିନରେ ଆଇଟି … Read More

ମାଞ୍ଜା ସୂତା ଲାଗି ଜଣେ ଆହତ, ବ୍ୟବହାର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ : କମିଶନରେଟ ପୋଲିସ

କଟକ : ମାଞ୍ଜା ସୂତା ଲାଗି ଜଣେ ଆହତ।  କଟକ ରାଜେନ୍ଦ୍ରନଗର ଅଞ୍ଚଳରେ ଜଣେ ଆହତ ହୋଇଛନ୍ତି । ତାଙ୍କ ବେକ ଓ ହାତରେ ଗୁଡି ସୂତା ଲାଗିଛି। ଗତ ୯ ତାରିଖରୁ ଆଜି ପର୍ଯ୍ୟନ୍ତ ଗୁଡି ସୂତା ଲାଗି ୫ଜଣ ଆହତ … Read More

କୁମ୍ଭମେଳାରେ ଷ୍ଟିଭ୍‌ ଜବସ୍‌ଙ୍କ ପତ୍ନୀ ଲରେନ୍‌ ପାଓ୍ୱେଲ ଓରଫ କମଳା

ଗଳାରେ ରୁଦ୍ରାକ୍ଷ ମାଳା। ଦେହରେ ଗେରୁଆ ବସ୍ତ୍ର। ଭକ୍ତି ରଙ୍ଗରେ ରଙ୍ଗେଇ ହେଲେ ଆପଲ୍‌ର ସହ ପ୍ରତିଷ୍ଠାତା ଦିବଙ୍ଗତ ଷ୍ଟିଭ୍‌ ଜବସ୍‌ଙ୍କ ପତ୍ନୀ ଲରେନ୍‌ ପାଓ୍ୱେଲ ଓରଫ କମଳା। ସେ ମହାକୁମ୍ଭା ମେଳାରେ ବୁଡ଼ ପକାଇବେ। ଏଥିପାଇଁ ପ୍ରୟାଗରାଜରେ ସେ ଶନିବାରଠୁ … Read More

ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜସ୍ଥାନର ଜୟପୁରରେ ହେଉଥିବା ଜାତୀୟ ତୀରନ୍ଦାଜର ଖେଳରେ ପାୟଲ ନାଗ ପାଇଛନ୍ତି ଗୋଲ୍ଡ ମେଡାଲ । ପାୟଲ ଜଣେ ଗରିବ ଶ୍ରେଣୀର ହୋଇଥିବା ବେଳେ, ନିଜ ପରିବାର ନିଜ ପେଟ ପାଟଣା ପାଇଁ ସେ ଦାଦନ ଖଟିବାକୁ ଯାଉଥିଲେ ।  … Read More

ଲୋକସେବା ଭବନରୁ ଠକକୁ ଗିରଫ କଲା ପୁଲିସ୍‌

ଭୁବନେଶ୍ବର: ରାଜ୍ୟର ସେକ୍ରାଟାରିଏଟ ଭିତରେ ରହି ଚୂନ ଲଗାଉଥିଲା ଦଲାଲ । ମିଛ ପରିଚୟ ପତ୍ର ସହ ନିଜକୁ ଓଡିଶା ସରକାରଙ୍କ କର୍ମଚାରୀ ଭାବେ ପରିଚିତ କରିଥିଲେ । ଚାକିରି କରାଦେବାକୁ କହି  ଲକ୍ଷାଧିକ ଟଙ୍କା ଠକୁଥିଲେ । ହେଲେ ସବୁଠୁ … Read More

ଯୋଡ଼ି ହେବ କଶ୍ମୀରରୁ ଲଦାଖ, ଉଦ୍‌ଘାଟିତ ହେଲା Z ମୋଡ୍‌ ଟନେଲ୍‌

ଉଦ୍‌ଘାଟିତ ହେଲା ବହୁ ପ୍ରତିକ୍ଷିତ ସୋନମାର୍ଗ ଟନେଲ ବା Z ମୋଡ୍‌ ଟନେଲ୍‌। ଏହି ଟନେଲ ଦ୍ୱାରା ଉପକୃତ ହେବେ ଲଦାଖବାସୀ। ଆଉ ଯାତାୟତରେ ହେବନି କୌଣସି ଅସୁବିଧା। ଲଦାଖକୁ ସବୁ ଋତୁରେ ଯିବା ଆସିବା କରିପାରିବେ ଲୋକେ। ଏହି ଟନେଲ୍‌ … Read More

ସଂଗ୍ରାମୀଙ୍କୁ ୨୦ ହଜାର ପେନସନ୍, ସଂଗ୍ରାମୀଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର

ଭୁବନେଶ୍ୱର : ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ୨୦ହଜାର ଟଙ୍କାର ପେନସନ । ସଂଗ୍ରାମୀମାନଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର  । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୨୫ … Read More

ଉତ୍କଳ ସଂଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର: ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଛାତ୍ରୀଙ୍କ ଘର କେନ୍ଦ୍ରାପଡ଼ାରେ ହୋଇଥିବା ବେଳେ ସେ ସଙ୍ଗୀତ ମହାବିଦ୍ୟାଳୟରେ +୨ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ । … Read More