LAC ସ୍ଥିତି ସମ୍ବେଦନଶୀଳ କିନ୍ତୁ ସ୍ଥିର: ସ୍ଥଳ ସେନା ମୁଖ୍ୟ

ଏଲ୍‌ଏସିରେ ସ୍ଥିତି ସମ୍ବେଦନଶୀଳ କିନ୍ତୁ ସ୍ଥିର ରହିଛି। ଭାରତୀୟ ସେନା ପ୍ରତିଟି ସ୍ଥିତି ମୁକାବିଲା କରିବାକୁ ପ୍ରସ୍ତୁତ। ଭାରତ ଓ ଚୀନ୍‌ ସୀମା ବିବାଦକୁ ନେଇ ଆଜି ଏଭଳି କିଛି କହିଛନ୍ତି ସ୍ଥଳ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ। ସୀମା … Read More

ଆସନ୍ତାକାଲିଠାରୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର: ଜାନୁଆରୀ ୧୪ ତାରିଖଠାରୁ ବନ୍ଦ ରହିବ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ଗଣନା ପାଇଁ ଆସନ୍ତାକାଲିଠାରୁ ୨୨ ତାରିଖ ଅର୍ଥାତ ୯ ଦିନ ଧରି ଭିତରକନିକା ବନ୍ଦ ରହୁଥିବାରୁ ଦେଶ ବିଦେଶର ପର୍ଯ୍ୟଟକ ମାନେ ଭିତରକନିକା ବୁଲି … Read More

CAG ରିପୋର୍ଟ: ସଚ୍ଚୋଟତା ଉପରେ ସନ୍ଦେହ, ଆପ୍‌ ଉପରେ ବର୍ଷିଲେ ହାଇକୋର୍ଟ

ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଆସନ୍ତା ମାସରେ ପଡିବ ଭୋଟ୍‌। ଏହି ନିର୍ବାଚନୀ ଭିତରେ ଆମ୍‌ ଆଦମୀ ପାର୍ଟି ସରକାର ଉପରେ ବର୍ଷିଛନ୍ତି ଦଲ୍ଲୀ ହାଇକୋର୍ଟ। ସିଏଜି ରିପୋର୍ଟକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଆପର୍‌ ସଚ୍ଚୋଟତା ଉପରେ କୋର୍ଟ … Read More

ହଂସିତା-ଅନୀଲ ମାମଲା: କେସ୍ ଡାଏରି ଦାଖଲ ହୋଇପାରିଲାନି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ସମ୍ପର୍କୀୟ ଝିଅ-ଜୋଇଁଙ୍କର ପରିଚୟ ଦେଇ ଠକୁଥିବା ଅନୀଲ ମହାନ୍ତି ଓ ହଂସିତା ଅଭିଲିପ୍ସାଙ୍କ ମାମଲାରେ ନୂଆ ମୋଡ଼ ଆସିଛି। ମାମଲାରେ କେସ୍ ଡାଏରି ଦାଖଲ ହୋଇପାରି ନାହିଁ । କେସ୍ ଡାଏରିରେ ବିଳମ୍ବ ପାଇଁ ଜାମିନ … Read More

ପାରାଦ୍ବୀପରେ ପ୍ରତିଷ୍ଠା ହେବ ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର

ଭୁବନେଶ୍ବର: ପାରାଦ୍ବୀପ ବନ୍ଦର ନିକଟରେ ପ୍ରତିଷ୍ଠା ହେବ ଜାହାଜ ଭଙ୍ଗା କେନ୍ଦ୍ର। ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର ୪ ହଜାର କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ବାରା ଓଡ଼ିଶାର ସାମୁଦ୍ରିକ ଓ ଶିଳ୍ପ ପରିଦୃଶ୍ୟରେ ପରିବର୍ତ୍ତନ ଆସିବ। ବ୍ୟାପକ ନିଯୁକ୍ତି ସୁଯୋଗ ମଧ୍ୟ … Read More

ମହାକୁମ୍ଭରୁ ମାଲାମାଲ ହେବ ୟୁପି, ରାଜ୍ୟ ଆୟ କରିବ ୨ ଲକ୍ଷ କୋଟି!

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହୋଇଯାଇଛି ମହାକୁମ୍ଭ ମେଳା। ସଙ୍ଗମସ୍ଥଳରେ ବୁଡ଼ ପକାଇବା ପାଇଁ କୋଟି କୋଟି ଶ୍ରଦ୍ଧାଳୁ ଏକାଠି ହୋଇଛନ୍ତି। ପ୍ରଥମ ଦିନରେ ତ୍ରିବେଣୀ ସଙ୍ଗମରେ ପ୍ରାୟ ୫୦ ଲକ୍ଷ ଲୋକ ବୁଡ଼ ପକାଇଛନ୍ତି। ୨୬ ଫେବ୍ରୁଆରୀ ଯାଏ ଚାଲିବାକୁ ଥିବା … Read More

ପ୍ରେସର ବୋମା ବିସ୍ଫୋରଣ: ୨ ଯବାନ ଓ ଜଣେ ଶିଶୁକନ୍ୟା ଆହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲା ଅନ୍ତର୍ଗତ ଚିନ୍ତଲନାର ଥାନା ଅଞ୍ଚଳର ତିମାପୁର ଗାଁରେ ନକ୍ସଲଙ୍କ ଦ୍ବାରା ଖଞ୍ଜା ଯାଇଥିବା ପ୍ରେସର ବୋମାର ଶିକାର ଜଣେ ୧୦ ବର୍ଷର ଶିଶୁକନ୍ୟା ହୋଇଛନ୍ତି। ତିମାପୁର ଗ୍ରାମର ସୋଡି ମଲେ(୧୦) ଜଙ୍ଗଲ … Read More

ଆଖି ବୁଜିଲା ଶିମିଳିପାଳର କୁମକି ହାତୀ ‘ମହେନ୍ଦ୍ର’

ବାରିପଦା: ଆଖି ବୁଜିଲା ଶିମିଳିପାଳର କୁମକି ହାତୀ ‘ମହେନ୍ଦ୍ର’ । ୬୬ ବର୍ଷ ବୟସରେ ଚହଲାରେ ‘ମହେନ୍ଦ୍ର’ର ମୃତ୍ୟୁ ହୋଇଛି । ଦୀର୍ଘଦିନ ହେବ ଅସୁସ୍ଥ ଥିଲା ‘ମହେନ୍ଦ୍ର’ । ଅନେକ ଦିନ ଧରି ‘ମହେନ୍ଦ୍ର’ର ଚିକିତ୍ସା ଚାଲିଥିଲା । ଶେଷରେ … Read More

କୁମ୍ଭମେଳା ପାଇଁ ୭ଟି ସ୍ୱତନ୍ତ୍ର ଟ୍ରେନ ଘୋଷଣା କଲା ପୂର୍ବତଟ ରେଳପଥ

ଭୁବନେଶ୍ୱର: ପୂର୍ବତଟ ରେଳପଥ ପକ୍ଷରୁ କୁମ୍ଭମେଳା ପାଇଁ ୭ଟି ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ ବୋଲି ଘୋଷଣା କରାଯାଇଛି। ପୂର୍ବତଟ ରେଳପଥ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଭୁବନେଶ୍ୱର-ତୁନ୍ଦଲା-ଭୁବନେଶ୍ୱର କୁମ୍ଭମେଳା ସ୍ୱତନ୍ତ୍ର ଟ୍ରେନ ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦୁଝର ଜିଲା ଦେଇ … Read More

ଝାରସୁଗୁଡ଼ାରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍

ଝାରସୁଗୁଡ଼ା:ଝାରସୁଗୁଡ଼ାରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ । କିର୍ମିରା ଅନାସ୍ଥାକୁ ନେଇ ସୃଷ୍ଟି ହୋଇଥିବା ହାଇ ଭୋଲଟେଜ ଡ୍ରାମା ଓ ତତ ପରବର୍ତ୍ତୀ ସ୍ଥିତିକୁ ନେଇ ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ଏହି ଘଟଣାକୁ କେନ୍ଦ୍ର କରି ବିଜେଡିର ଏକ … Read More