ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍‌ ଜବତ, ଅଭିଯୁକ୍ତ ଚମ୍ପଟ

ବ୍ରହ୍ମପୁର : ନିର୍ମାଣାଧୀନ କୋଠାରୁ ମିଳିଲା ବୋମା ଭର୍ତ୍ତି ବ୍ୟାଗ୍ । ବ୍ୟାଗରେ ଭରି ରହିଥିଲା ୩୦ରୁ ଅଧିକ ବୋମା । ଫୁଟିଥିଲେ ଲୋକେ ମୃତାହତ ହେବା ନିଶ୍ଚିତ ଥିଲା। ମାତ୍ର ବଡ଼ ଅଘଟଣ ଘଟିବା ପୂର୍ବରୁ ସମସ୍ତ ବୋମାକୁ ନିଷ୍କ୍ରିୟ … Read More

ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ

ଲୁଧିଆନା : ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ। ପଶ୍ଚିମ ଲୁଧିଆନାର ଆମ୍‌ ଆଦମୀ ପାର୍ଟି ବିଧାୟକ ବିଧାୟକ ଗୁରୁପ୍ରୀତ ଗୋଗିଙ୍କୁ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା … Read More

‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’

କଟକ: ରାଗିଂ ଅଭିଯୋଗ ମାମଲାରେ ଛାତ୍ରଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ । ଅନାଥାଶ୍ରମରେ ସପ୍ତାହେ ଯାଏଁ ସ୍ବେଚ୍ଛାସେବୀ ଭାବେ ପାଠ ପଢାଇବାକୁ ନିର୍ଦ୍ଦେଶ । ଏଭଳି ଐତିହାସିକ ରାୟ ଶୁଣାଇଛନ୍ତି ଓଡ଼ିଶା ହାଇକୋର୍ଟ । ଭୁବନେଶ୍ୱରର ଏକ ଘରୋଇ ଆଇନ ଶିକ୍ଷାନୁଷ୍ଠାନରେ ସିନିୟରମାନେ … Read More

ଆସାମରେ ପଶିଲା HMPV, ୧୦ ମାସର ଶିଶୁ ସଂକ୍ରମିତ

ଗୌହାଟୀ : ଚାଇନାରେ ଆତଙ୍କ ଖେଳାଇଥିବା ଏଚଏମପିଭି ଆସାମରେ ପ୍ରବେଶ କରିଛି। ରାଜ୍ୟର ଜଣେ ୧୦ ମାସର ଶିଶୁ ଏହି ଭାଇରସରେ ସଂକ୍ରମଣ ହୋଇଛନ୍ତି। ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା। ୧୦ ମାସର ଶିଶୁ … Read More

୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!

ଭୁବନେଶ୍ବର : ରାଜ୍ୟରେ ଶୀତର ଲହରୀ ଲାଗି ରହିଛି। ସାମାନ୍ୟ ବ୍ରେକ୍‌ ପରେ ପୁଣି ଶୀତ ବଢ଼ିବାର ସମ୍ଭାବନା ରହିଛି। ଏଥିସହ ଘନ କୁହୁଡି ମଧ୍ୟ ରାଜ୍ୟବାସୀଙ୍କୁ କଲବଲ କରିବ। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ … Read More

‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’

ସୁଭଦ୍ରା ଯୋଜନାରେ ଆବେଦନ ବେଳେ ଭୁଲରେ ହେଉ କି ଅନ୍ୟ କେଉଁ କାରଣରୁ ହେଉ, OPT OUT ହୋଇଥିବା ହିତାଧିକାରୀମାନଙ୍କ ପାଇଁ ନୂଆ ବ୍ୟବସ୍ଥା। OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ … Read More

ବିଶାଳ ଦାସ ଓ ତାଙ୍କ ସମର୍ଥକଙ୍କୁ ନୋଟିସ୍‌ ଦେଇ ଛାଡ଼ିଦେଲା ଛତିଶଗଡ଼ ପୁଲିସ

ଝାରସୁଗୁଡ଼ା: ଛତିଶଗଡ଼ର ମହାସମୁନ୍ଦ ଜିଲ୍ଲା ସରାଇପାଲି, ଭଅଁରପୁର ଓ ସଙ୍କରା ଥାନାରେ ଗତକାଲି ଠାରୁ ଅଟକ ଥିବା ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ପୁଅ ବିଶାଳ ଦାସ ଓ ତାଙ୍କ ସମର୍ଥକମାନଙ୍କୁ ପୁଲିସ ଆଜି ଅପରାହ୍‌ଣରେ ଛାଡ଼ିଦେଇଛି। ସେଠାକାର ପୁଲିସ … Read More

ପ୍ରବାସୀ ଭାରତୀୟ ସମ୍ମେଳନୀର ବିଭିନ୍ନ ଷ୍ଟଲ ବୁଲିଲେ ମହାମହିମ

ଭୁବନେଶ୍ବର : ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀର ଆଜି ଶେଷ ଦିନ । ଉଦଯାପନୀ ଉତ୍ସବରେ ସାମିଲ ହେଲେ ହୋଇ ସମ୍ମିଳନୀକୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ଏହାପୂର୍ବରୁ ପ୍ରବାସୀ ଭାରତୀୟ ସମ୍ମେଳନୀର ବିଭିନ୍ନ ଷ୍ଟଲ ବୁଲିଥିଲେ ମହାମହିମ … Read More

ବିକଶିତ ଭାରତ ନିର୍ମାଣରେ ପ୍ରବାସୀ ଭାରତୀୟଙ୍କ ସହଯୋଗ ଜରୁରୀ: ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦୁଇଦିନିଆ ଓଡ଼ିଶା ଗସ୍ତ ଶେଷ କରିଛନ୍ତି। ଗତକାଲି ଠାରୁ ଆରମ୍ଭ ହୋଇଥିବା ଏହି ଗସ୍ତ ଶେଷ କରିବା ପରେ ସେ ଆଜି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ନୂଆଦିଲ୍ଲୀ ଫେରି ଯାଇଛନ୍ତି। ଏହା ପୂର୍ବରୁ … Read More

ମୁଁ ଜଣେ ମଣିଷ, ଭଗବାନ ନୁହେଁ: ମୋଦୀ

ପୋଡକାଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜେରୋଧା ସହ ପ୍ରତିଷ୍ଠାତା ନିଖିଲ କମାତଙ୍କ People by WTF seriesରେ ପ୍ରଥମଥର ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଖିବାକୁ ମିଳିଛି। ୨ ଘଣ୍ଟାରୁ ଅଧିକ ସମୟ ଧରି ମୋଦି ପୋଡକାଷ୍ଟରେ ବସି ଅନେକ … Read More