ଆଉ କିଛି ଦିନ ପରେ ଆଳୁ ଦର କମିଯିବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ବର: ଅପେକ୍ଷା କରନ୍ତୁ, ଆଉ କିଛି ଦିନର ବ୍ୟବଧାନ ପରେ ଆଳୁ ଦର କମିଯିବ। ଏହା କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ  କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ପର୍ଯ୍ୟାପ୍ତ ଆଳୁ ନ ଆସିବାରୁ ରାଜ୍ୟରେ ଆଳୁ ଦର ବୃଦ୍ଧି … Read More

ଖୋଖୋ ବିଶ୍ବକପ୍: ଭାରତୀୟ ଖୋଖୋ ବିଶ୍ବକପ୍ ଦଳରେ ୩ ଓଡିଆ

ଭୁବନେଶ୍ୱର: ନୂଆଦିଲ୍ଲୀଠାରେ ଆଗାମୀ ୧୩ ତାରିଖଠାରୁ ୧୯ ତାରିଖ ପର୍ୟ୍ୟନ୍ତ ପ୍ରଥମ ଖୋଖୋ ବିଶ୍ବକପ୍ ଆୟୋଜିତ ହେବ। ଖୋଖୋ ଫେଡେରେସନ ଅଫ୍ ଇଣ୍ଡିଆ ପକ୍ଷରୁ ବିଶ୍ବକପ୍ ଲାଗି ଗୁରୁବାର ଦିନ ଉଭୟ ଭାରତୀୟ ମହିଳା ଓ ପୁରୁଷ ଦଳ ଘୋଷଣା କରାଯାଇଛି। … Read More

ସପ୍ତାହକୁ ୯୦ ଘଣ୍ଟା କାମ କର : ଏଲଏଣ୍ଡଟି ଅଧ୍ୟକ୍ଷଙ୍କ ବୟାନକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ: ଲାର୍ସନ୍ ଆଣ୍ଡ ଟୁବ୍ରୋର ଅଧ୍ୟକ୍ଷ ଏସ୍ ଏନ୍ ସୁବ୍ରମଣ୍ୟମ୍ ହଠାତ୍ ସୋସିଆଲ ମିଡିଆରେ ଚର୍ଚ୍ଚାକୁ ଆସିଯାଛନ୍ତି। ଇନଫୋସିସର ସହ ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତି ୭୦ ଘଣ୍ଟା କାମ କରିବାକୁ ଦେଇଥିବା ବୟାନ ପରେ ଏସଏନ ସୁବ୍ରମଣ୍ୟମ କହିଛନ୍ତି ଯେ ପ୍ରତିଦ୍ୱନ୍ଦ୍ୱିତାରେ … Read More

ତେଲଙ୍ଗାନାରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା, ୪ ଓଡ଼ିଆଙ୍କ ମୃତ୍ୟୁ

ମାଲକାନଗିରି : ଘନ କୁହୁଡ଼ି ହେଲା କାଳ । ତେଲଙ୍ଗାନାରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା । ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ମହିଳା ଅଛନ୍ତି ।  କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି  … Read More

୧୩ ହାର୍ଡକୋର ନକ୍ସଲଙ୍କ ଆତ୍ମସମର୍ପଣ

ମାଲକାନଗିରି: ଭାଙ୍ଗୁଛି ମାଓଗଡ଼। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଏସପିଙ୍କ ନିକଟରେ ୧୩ ଜଣ ହାର୍ଡକୋର ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଦୀର୍ଘ ବର୍ଷ ହେବ ମାଓ ସଙ୍ଗଠନର ଅନେକ ହିଂସାକାଣ୍ଡରେ ସାମିଲ ଥିଲେ। ମାଓ ଆଦର୍ଶରୁ ମାଓବାଦୀ ବିଚ୍ୟୁତ ହେବାରୁ ଆତ୍ମସମର୍ପଣ … Read More

ବିଜେପିର ପୂର୍ବତନ ବିଧାୟକଙ୍କ ଘରେ IT ରେଡ: ମିଳିଲା କୋଟି କୋଟି ଟଙ୍କା ସହ ୩ଟି କୁମ୍ଭୀର

ବିଜେପିର ପୂର୍ବତନ ବିଧାୟକ ହରିବଂଶ ସିଂହ ରାଥୋରଙ୍କ ଘରେ ରେଡ କରିଛି ଆୟକର ବିଭାଗ। ମଧ୍ୟପ୍ରଦେଶର ଏହି ପୂର୍ବତନ ବିଧାୟକଙ୍କ ଘରୁ ରେଡ ବେଳେ ନଗଦ କୋଟି କୋଟି ଟଙ୍କା, ସୁନା ଓ ଏକାଧିକ ବେନାମୀ ଦାମୀ କାର ମିଳିଛି। ତେବେ … Read More

ପୂର୍ବତନ ମନ୍ତ୍ରୀଙ୍କ ପୁଅ ବିଶାଳ ଦାସ ଥାନାରେ ଅଟକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସ ଥାନାରେ ଅଟକ। ଛତିଶଗଡ଼ ମହାସମୁଦ୍‌ ଜିଲ୍ଲା ସରେଇପାଲି ଥାନା ପୋଲିସ ବିଶାଳଙ୍କୁ ଅଟକ ରଖିଛି। ଗତକାଲି ବିଳମ୍ବିତ ରାତିରୁ ବିଶାଳ ଅଟକ ଥିବା ସୂଚନା ମିଳିଛି। ତେବେ ଏପରି ଗଣତନ୍ତ୍ର … Read More

ଭୁବନେଶ୍ୱରରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ୧୮ତମ ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହରେ ଯୋଗଦେବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ସ୍ୱାଗତ ପାଇଁ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ … Read More

ଆରଏସଏସକୁ ଭୁରି ଭୁରି ପ୍ରଶଂସା କଲେ ଶରଦ ପାୱାର

ନୂଆଦିଲ୍ଲୀ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ପରେ, ରାଜନୈତିକ ଦଳର ନେତାମାନଙ୍କ ବୟାନ ଏବେ ବି ଆସୁଛି। ରାଜ୍ୟରେ ଏହା ମଧ୍ୟ କଳ୍ପନାଜଳ୍ପନା ଚାଲିଛି ଯେ ଏନସିପିର ଉଭୟ ଗୋଷ୍ଠୀଙ୍କର ମିଶ୍ରଣ ହୋଇପାରେ। ଏସବୁ ମଧ୍ୟରେ, ଆଜି ଗୁରୁବାର, ଏନସିପି (ଶରଦ … Read More

ନିଜକୁ ନିଜେ ଗୁଳି କରି ଆତ୍ମହତ୍ୟା କଲେ CISF ଯବାନ

ରାଉରକେଲା: ଆଜି ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ (RSP)ରେ ଜଣେ CISF କନଷ୍ଟେବଳ ନିଜ ସର୍ଭିସ୍ ପିସ୍ତଲରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ମୃତ ବ୍ୟକ୍ତି କେରଳର ଅଭିନନ୍ଦନ ପିକେ ବୋଲି ଚିହ୍ନଟ କରାଯାଇଛି। ସେ CISF … Read More