ପଣ୍ଡା ଅଳଙ୍କାର ଲୁଟ ଓ ଗୁଳିକାଣ୍ଡ ଘଟଣା, ଦୁଇ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ୨ ଲକ୍ଷ ଲେଖାଏଁ ସହାୟତା ରାଶି

ଯାଜପୁର : ଯାଜପୁର ରୋଡ଼ ପାଣିକୋଇଲି ସୁନା ଦୋକାନରୁ ଲୁଟ୍ ଘଟଣା । ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ STF ଟିମ୍ । ଗିରଫ ଦୁଇ ଲୁଟେରାଙ୍କ ମୋବାଇଲ ଯାଞ୍ଚ କରୁଛି କ୍ରାଇମବ୍ରାଞ୍ଚ ଟିମ୍ । ଘଟଣାରେ ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ … Read More

କୋଷ୍ଟଗାର୍ଡ ହେଲିକପ୍ଟର କ୍ରାଶ୍‌, ୩ ମୃତ

ବଡ଼ ଦୁର୍ଘଟଣା। ଗୁଜରାଟ ପୋରବନ୍ଦରରେ ଭାରତୀୟ ତଟରକ୍ଷୀ ବାହିନୀ ତଥା କୋଷ୍ଟଗାର୍ଡର ଏକ ହେଲିକପ୍ଟର ଦୁର୍ଘଟାଗ୍ରସ୍ତ ହୋଇଛି। ଏଥିରେ ମୋଟ ତିନି ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ପାଇଲଟ ଓ ଦୁଇ ଜଣ କୋ-ପଇଲଟ ସାମିଲ ଅଛନ୍ତି। କୁହାଯାଉଛି ଯେ, … Read More

ନିଲମ୍ବିତ ହେଲେ ଶ୍ରୀମନ୍ଦିର ସେବାୟତ ବିଶ୍ବନାଥ ଖୁଣ୍ଟିଆ

ପୁରୀ: ନିଲମ୍ବିତ ହେଲେ ଶ୍ରୀମନ୍ଦିର ସେବାୟତ ବିଶ୍ବନାଥ ଖୁଣ୍ଟିଆ । ଶ୍ରୀମନ୍ଦିର ପରିସରରେ ବିଶୃଙ୍ଖଳା ସହ ଅନ୍ୟ ସେବାୟତଙ୍କୁ ମାର୍‌ପିଟ୍ ଘଟଣାରେ ଆଜି କାର୍ଯ୍ୟନୁଷ୍ଠାନ ଗ୍ରହଣ କରି କିଛି ଏପରି ନିଷ୍ପତ୍ତି ନେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । … Read More

ଖାଇକୁ ଖସିଲା ବୋଲେରୋ, ୪ ମୃତ

ଖାଇକୁ ଖସିଲା ବୋଲେରୋ। ଘଟଣାସ୍ଥଳରେ ହିଁ ଆଖିବୁଜିଲେ ୪ ଜଣ। ଜମ୍ମୁ-କଶ୍ମୀରର କିସ୍ତିବାଡା ସ୍ଥିତ ପଦ୍ଦାରରେ ଘଟିଛି ଏଭଳି କିଛି ଦୁର୍ଘଟଣା। ବୋଲେରୋରେ ମୋଟ ୬ ଜଣ ଥିଲେ। ସୂଚନା ମୁତାବକ, ବୋଲେରୋରେ ଯାତ୍ରା କରୁଥିବା ଲୋକମାନେ ପଦ୍ଦାରରୁ ମାସୁ ଗାଁ … Read More

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ମକ୍ ଡ୍ରିଲ୍, ନିୟୋଜିତ ହେବେ ୮୦ ପ୍ଲାଟୁନ ଓ ୧୦ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ

ଭୁବନେଶ୍ୱର : ପ୍ରବାସୀ ଭାରତୀୟ ଦିବସ ପାଇଁ କାଉଣ୍ଟ ଡାଉନ ଆରମ୍ଭ । ଭୁବନେଶ୍ବର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ସୁରକ୍ଷା ପାଇଁ ମକ୍ ଡ୍ରିଲ୍ କରାଯାଇଛି । ପ୍ରବାସୀ ଭାରତୀୟ ଦିବସ ବେଳେ ସୁରକ୍ଷାକୁ ନେଇ ମକ୍ ଡ୍ରିଲ୍ … Read More

ଅଦିନିଆ ବର୍ଷା କ୍ଷତି: ଚାଷୀଙ୍କୁ ଦିଆଯିବ ୨୯୧ କୋଟି

ଭୁବନେଶ୍ବର: ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାରରୁ ଊର୍ଦ୍ଧ୍ୱ ଚାଷୀଙ୍କର କ୍ଷତି ହୋଇଛି । ଏଡି କ୍ଷତି ପାଇଁ ସେମାନଙ୍କୁ ମୋଟ ୨୯୧ କୋଟି ଯଙ୍କା ପ୍ରଦାନ କରାଯିବ । ଆଜି ପାଣି ପଞ୍ଚାୟତ ପକ୍ଷ କାର୍ଯ୍ୟକ୍ରମରେ କିଛି ଏମିତି … Read More

ଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି: ମୁଖ୍ୟମନ୍ତ୍ରୀ

ଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି। ବିରୋଧୀଙ୍କୁ ନିଶାନା କରି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗତକାଲି ସଂଧ୍ୟାରେ ଯାଜପୁର ଧର୍ମଶାଳା ମହୋତ୍ସବରେ ଯୋଗଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ। ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ସେ କହିଥିଲେ, … Read More

ପ୍ରବାସୀ ଭାରତୀୟ ଦିବସ: ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ ଆସିବାକୁ ନେଇ ଜୋରଦାର ପ୍ରସ୍ତୁତି

ଭୁବନେଶ୍ବର: ଆସନ୍ତା ୮ରୁ ଭୁବନେଶ୍ୱର ଜନତା ମୈଦାନରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଏହା ତିନି ଦିନ ଅର୍ଥାତ୍ ଜାନୁଆରୀ ୧୦ ଯାଏଁ ଚାଲିବ । ବୈଦେଶିକ ମନ୍ତ୍ରଣାଳୟ ସହଯୋଗରେ ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି କରୁଛନ୍ତି … Read More

କୁମ୍ଭମେଳାକୁ ବୋମାରେ ଉଡ଼ାଇବାକୁ ଧମକ, ବନ୍ଧା ହେଲେ ଯୁବକ

ଆଉ ଦିନ କେଇଟା ପରେ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ କୁମ୍ଭମେଳା। ତେବେ ଏବେ ଠାରୁ ହିଁ ଏଠାରେ ଶ୍ରଦ୍ଧାଳୁ ଓ ବିଭିନ୍ନ କୋଣ ଅନୁକୋଣରୁ ବାବାମାନେ ଆସି ଡେରା ପକାଇ ସାରିଲେଣି। କୁମ୍ଭମେଳାକୁ ନେଇ ପ୍ରୟାଗରାଜରେ ବ୍ୟାପକ ପ୍ରସ୍ତୁତି ଚାଲିଛି। … Read More

ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବ୍ୟବସ୍ଥାରେ ତ୍ରୁଟି, ମନ୍ଦିରକୁ ପ୍ରବେଶ କରିବା ସମୟରେ ଖସିପଡ଼ିଥିଲା ଡ୍ରୋନ୍

ଝାରସୁଗୁଡା : ସାମ୍ନାକୁ ଆସିଛି ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବ୍ୟବସ୍ଥାରେ ବଡ଼ଧରଣର ତ୍ରୁଟି । ଗତ ୨ ତାରିଖରେ ଝାରସୁଗୁଡା ଝାଡ଼େଶ୍ବର ମନ୍ଦିରକୁ ପ୍ରବେଶ କରିବା ସମୟରେ ଏକ ଅଚିହ୍ନା ଡ୍ରୋନ୍ ତାଙ୍କ ପାଖରେ ଖସିପଡ଼ିଥିଲା । କଡ଼ା ସୁରକ୍ଷା ବଳୟ ଭିତରେ ଡ୍ରୋନ୍ … Read More