୧୦ ଡିଗ୍ରୀ ତଳେ ୯ ସହର; ସବୁଠୁ ଥଣ୍ଡା ଜି.ଉଦୟଗିରି
ଭୁବନେଶ୍ବର: ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରି। ବିଭିନ୍ନ ସହରମାନଙ୍କରେ ଘନ କୁହୁଡି ସାଙ୍ଗକୁ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଖସୁଛି ରାତି ତାପମାତ୍ରା । ଏବେ ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ୧୦ ଡିଗ୍ରୀ … Read More
ଭୁବନେଶ୍ବର: ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରି। ବିଭିନ୍ନ ସହରମାନଙ୍କରେ ଘନ କୁହୁଡି ସାଙ୍ଗକୁ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଖସୁଛି ରାତି ତାପମାତ୍ରା । ଏବେ ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ୧୦ ଡିଗ୍ରୀ … Read More
ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା। ଏନ୍କାଉଣ୍ଟରରେ ଟଳିଲେ ୪ ମାଓବାଦୀ। ମାଲକାନଗିରି ସୀମାନ୍ତ ଝତିଶଗଡ଼ର ଅବୁଝମାଡ଼ରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଛତିଶଗଡ଼ର ଦନ୍ତେବାଡ଼ା ଓ ନାରାୟଣପୁର ଜିଲ୍ଲା ସୀମାରେ ଥିବା ଅବୁଝମାଡ଼ ଜଙ୍ଗଲରେ ଶନିବାର ବିଳମ୍ବିତ … Read More
ପୁରୀ: ଶ୍ରୀମନ୍ଦିର କେମିତି ଉଡିଲା ଡ୍ରୋନ୍ ? କ’ଣ କରୁଥିଲେ ସୁରକ୍ଷା କର୍ମୀ? ଶ୍ରୀମନ୍ଦିର ନୋ ଫ୍ଲାଇଙ୍ଗ ଜୋନରେ କିପରି ଡ୍ରୋନ୍ ଉଡିଲା ସେନେଇ ଏବେ ତନାଘନା ଚାଲିଥିବା ବେଳେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ … Read More
ଅନୁଗୁଳ: ଅନୁଗୁଳରେ ଭାଇ ଭଉଣୀଙ୍କୁ ଗୁଳିମାଡ଼ ଘଟଣାରେ ଅଭିଯୁକ୍ତ ଗିରଫ । ଜଙ୍ଗଲରୁ ଅଭିଯୁକ୍ତ ପ୍ରଶାନ୍ତ ମିର୍ଧାକୁ କାବୁ କଲା ସ୍ବତନ୍ତ୍ର ସ୍କ୍ୱାର୍ଡ । ଦୁଇ ବର୍ଷ ତଳର ଏକ ଗଣ୍ଡଗୋଳକୁ କେନ୍ଦ୍ର କରି ପ୍ରଫୁଲ୍ଲ ମିର୍ଧାଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲା … Read More
କାର୍-ହାଇୱା ଧକ୍କାରେ ୨ ବିଜେପି କର୍ମୀଙ୍କ ମୃତ୍ୟୁ। ସମ୍ବଲପୁର-ବରଗଡ଼ ଜାତୀୟ ରାଜପଥ କଣ୍ଟାପାଲି ଓଭରବ୍ରିଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ବିଜେପି ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକଙ୍କ ସହ ଜଣେ ପୂର୍ବତନ ସରପଞ୍ଚ ମୁରଲୀଧର … Read More
ଚୀନରେ ମାଡୁଥିବା HMPVକୁ ନେଇ ଭାରତ ସତର୍କ। ଯଦିଓ ଆମ ଦେଶରେ ଏଯାଏ କୌଣସି କେସ୍ ବାହାରିନି ତଥାପି ସରକାର ସ୍ଥିତି ଉପରେ ନଜର ରଖିଛନ୍ତି। ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ମନିଟରିଂ ଗ୍ରୁପ୍ ବୈଠକ ବସିଥିଲା। ବୈଠକ ପରେ … Read More
ଭୁବନେଶ୍ବର: ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୫ ଉଦଯାପନି ସମାରୋହ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ଯର ସମସ୍ତ କୃଷକ ଭାଇ ଓ ଭଉଣୀମାନଙ୍କୁ ଶୁଭକାମନା ଜଣାଇଛନ୍ତି। ଏହି ଅବସରରେ ସେ ‘ଜମିକୁ ଜଳ, ଚାଷୀଙ୍କୁ ବଳ’, ତେଣୁ ରାଜ୍ୟରେ … Read More
ଭୁବନେଶ୍ଵର: ବ୍ୟସ୍ତ ବହୁଳ ଜୀବନ ଭିତରେ ସହରିଆଙ୍କ ଶରୀରକୁ ଟିକିଏ ଫୁର୍ତ୍ତି ଓ ମନକୁ ଟିକେ ପ୍ରଫୁଲ୍ଲିତ ରଖିବା ପାଇଁ ଚଳିତ ବର୍ଷର ପ୍ରଥମ ତଥା ୧୮ତମ ପଥ ଉତ୍ସବ ଆରମ୍ଭ ହୋଇଛି । ବିଏମ୍ସି ପକ୍ଷରୁ ଆଜି ରାହାଗିରି ବା … Read More
ପୁରୀ: ଏଣିକି ବ୍ୟବସାୟୀମାନେ ପୁରୀ ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ଖଜା ବିକ୍ରି କରିପାରିବେ ନାହିଁ। ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ଖଜା ବିକିଲେ ସଂପୃକ୍ତ ବ୍ୟବସାୟୀମାନେ କାର୍ଯ୍ୟାନୁଷ୍ଠାନର ଶିକାର ହେବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏହି ସୂଚନା ଦେଇଛନ୍ତି। … Read More
ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ପ୍ରସ୍ତୁତି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନ କରି ଜଣାଇଛନ୍ତି। ସମସ୍ତ କାର୍ଯ୍ୟକ୍ରମକୁ ତୃଟିଶୂନ୍ୟ ଭାବରେ ଓ ଆକର୍ଷଣୀୟ … Read More