ମୟୂରଭଞ୍ଜ ଓ କେନ୍ଦୁଝରକୁ ଅତି ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ … Read More

୩ ଦିନିଆ ଓଡ଼ିଶା ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ତିନି ଦିନିଆ ଓଡ଼ିଶା ଗସ୍ତ ସାରି ଫେରିଯାଇଛନ୍ତି। ତାଙ୍କ ଗସ୍ତ କାଳରେ ସେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏକ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଭୁବନେଶ୍ୱର ଯାତ୍ରା କରିବା ପୂର୍ବରୁ ରାଷ୍ଟ୍ରପତି ଗଞ୍ଜାମ … Read More

ଫେକ୍ ଆୟକର ନୋଟିସକୁ ନେଇ ସତର୍କ କରାଇଲା କମିଶନରେଟ୍ ପୋଲିସ

ଭୁବନେଶ୍ୱର: ଅନଲାଇନ୍ ଠକେଇର ବଢ଼ୁଥିବା ମାମଲା ମଧ୍ୟରେ ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ ହ୍ୱାଟ୍ସଆପ୍ ମାଧ୍ୟମରେ ନକଲି ଆୟକର ନୋଟିସ୍ ସେୟାର କରୁଥିବା ସାଇବର ଠକମାନଙ୍କ ବିରୁଦ୍ଧରେ ଲୋକଙ୍କୁ ସତର୍କ କରାଇଛି। ଏଥିସହିତ ଏକ ସାର୍ବଜନୀନ ପରାମର୍ଶ ଜାରି କରିଛି। ଆୟକର ରିଟର୍ଣ୍ଣ … Read More

ଖସିଲା ହସ୍ପିଟାଲର ସିଲିଂ, ଅଳ୍ପକେ ବର୍ତ୍ତିଲେ ପ୍ରସୂତି ଏବଂ ନବଜାତକ

ଉଦଳା: ମୟୂରଭଞ୍ଜ ଉଦଳା ମେଡିକାଲ ପ୍ରସୂତି ବିଭାଗରୁ ସାମ୍ନାକୁ ଆସିଛି ଏକ ଚିନ୍ତାଜନକ ଘଟଣା । ମହିଳା ସଞ୍ଜୁଲତା ପାତ୍ର ନବଜାତକକୁ ଧରି ବସିଥିବା ବେଳେ ହଠାତ ତାଙ୍କ ପିଠି ଉପରେ ସିଲିଂର କିଛି ଅଂଶ ଖସି ପଡିଥିଲା । ସୌଭାଗ୍ୟବଶତଃ … Read More

ଛାତ୍ରାବାସରେ ନବମ ଶ୍ରେଣୀର ୨୭ ଛାତ୍ରଙ୍କୁ ନିସ୍ତୁକ ମାଡ ମାରିଲେ ଜଣେ ଦଶମ ଛାତ୍ର

ରାୟଗଡା : ମଙ୍ଗଳ ବିଭାଗ ଦ୍ବାରା ପରିଚାଳିତ ହଷ୍ଟେଲରେ ବର୍ବରତା ହୋଇଛି ସୀମା ପାର ।  ରାତି ଅଧରେ ହଷ୍ଟେଲ୍‌ ପରିସରରେ ହୋଇଛି ପ୍ରଜାକୋର୍ଟ । ଏଭଳି ଘଟଣା ରାୟଗଡା ଜିଲ୍ଲା ରିଭଲକୋଣା ଏସଏସଡି ସରକାରୀ ଉଚ୍ଚ ବିଦ୍ୟାଳୟରେ ଘଟିଛି । ଶିକ୍ଷକଙ୍କୁ … Read More

ଟ୍ରମ୍ପଙ୍କୁ ଝଟକା ! ମଧ୍ୟସ୍ଥତାରୁ ବାଦ୍ ଦେଲା ପାକିସ୍ତାନ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସଂଘର୍ଷ ପରେ ପାଞ୍ଚ ମାସରୁ ଅଧିକ ସମୟ ବିତିଗଲାଣି। କିନ୍ତୁ ଏପର୍ଯ୍ୟନ୍ତ କୌଣସି ସମାଧାନ ହୋଇପାରିନାହିଁ। ଗତ ମାସରେ ଆମେରିକା ଏବଂ ଇରାନ ମଧ୍ୟରେ ବହୁସ୍ତରୀୟ ଆଲୋଚନା ପରେ ପରିସ୍ଥିତି … Read More

ପଦଯାତ୍ରା ବେଳେ କେଜ୍ରିୱାଲଙ୍କୁ ଅଟକାଇଲା ପୋଲିସ, ଧାରଣାରେ ବସିଲେ ଆପ୍ ନେତା

ନୂଆଦିଲ୍ଲୀ : ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ ଅଟକାଇଲା ପୋଲିସ । ଇ-୨୦ ଅଭିଯୋଗ ନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ପଦଯାତ୍ରା କରୁଥିବାବେଳେ ପୋଲିସ ତାଙ୍କୁ ଫିରୋଜଶାହା ରୋଡରେ ଅଟକାଇଛି । ପୋଲିସର … Read More

ଗୁଜରାଟରେ ଚାନ୍ଦିପୁରା ଭାଇରସ୍ ଆତଙ୍କ, ୨୨ ଶିଶୁ ମୃତ

ଗୁଜରାଟ: ଗୁଜରାଟରେ ଚାନ୍ଦିପୁରା ଭାଇରସ୍ ଆତଙ୍କ ।  ଏହି ଆତଙ୍କ ଯୋଗୁଁ ୨୨ ଜଣ ଶିଶୁଙ୍କର ମୃତ୍ୟୁ ଘଟିଛି । ​ଗୁଜରାଟରେ ମାରାତ୍ମକ ଚାନ୍ଦିପୁରା ଭାଇରସର ଗମ୍ଭୀର ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି କରିଛି । ସାଧାରଣ ଜ୍ବର ଭଳି ଦେଖାଯାଉଥିବା ଏହି ରୋଗ … Read More

ରୁଷ୍ ବେଳାଭୂମିରେ ଡ୍ରୋନ୍ ଆକ୍ରମଣ, ୭ ମୃତ

ରୁଷ: ରୁଷର ବ୍ଲାକ୍ ସିର ଉପକୂଳରେ ଥିବା ଲୋକପ୍ରିୟ ପର୍ଯ୍ୟଟନସ୍ଥଳ ଗେଲେଣ୍ଡଜିକ୍ ନିକଟସ୍ଥ ଏକ ବେଳାଭୂମିରେ ରବିବାର ଦିନ ଡ୍ରୋନ୍ ଆକ୍ରମଣ ହୋଇଛି । ଯେଉଁଥିରେ ଅତି କମରେ ୭ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୩ ଜଣ ପିଲା … Read More

ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ନୃଶଂସ ହତ୍ୟା, ମୁଖାପିନ୍ଧା ଯୁବକ କଲା ୩୪ ଥର ଛୁରାମାଡ଼

ହରୟାଣା : ହରିୟାଣା ଫରିଦାବାଦରେ ସ୍କୁଲ ଶିକ୍ଷୟିତ୍ରୀଙ୍କୁ ମୁଖାପିନ୍ଧା ଯୁବକ ୩୪ ଥର ଛୁରାମାଡ଼ କରି ହତ୍ୟା କରିଛି । ସ୍କୁଲ ଭିତରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରୀ ଭୁସି ହତ୍ୟା ଘଟଣାରେ ପୋଲିସ ୨୧ ବର୍ଷୀୟ ଅଭିଯୁକ୍ତ ଅମିତକୁ ଗିରଫ କରିଛି । … Read More