ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତିଙ୍କ ସଂଖ୍ୟା
ନୂଆଦିଲ୍ଳୀ: ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା । ସୁପ୍ରିମକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବୃଦ୍ଧି ପାଇଁ ଆଣାଯାଇଥିବା ସୁପ୍ରିମକୋର୍ଟ (ବିଚାରପତି ସଂଖ୍ୟା) ସଂଶୋଧନ ବିଲ୍ ୨୦୨୬କୁ ସୋମବାର ଲୋକସଭାରେ ବାଚନିକା ଭୋଟରେ ପାରିତ ହୋଇଛି। ବିଲଟିକୁ ଆଇନ ଓ ନ୍ୟାୟମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ … Read More
