OUAT ପିଜି ଓ ପିଏଚ୍ଡି ଛାତ୍ରଛାତ୍ରୀଙ୍କୁ ମିଳିବ ମାସିକ ଭତ୍ତା
ଭୁବନେଶ୍ୱର: ଓଡ଼ିଶା କୃଷି ଓ ଯାନ୍ତ୍ରିକ ବିଶ୍ୱବିଦ୍ୟାଳୟ (OUAT)ରେ ଉଚ୍ଚଶିକ୍ଷା ଗ୍ରହଣ କରୁଥିବା ପିଜି (Postgraduate) ଓ ପିଏଚ୍ଡି ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। କୃଷି ଉଚ୍ଚଶିକ୍ଷା ଓ ଗବେଷଣାକୁ ଅଧିକ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ରାଜ୍ୟ … Read More
