ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର

ଭୁବନେଶ୍ୱର : ଛାତ୍ର ସଂସଦ ନିର୍ବାଚନ ପାଇଁ ପୋଲିସର ବଡ଼ ପ୍ରସ୍ତୁତି ।  SP-DCPଙ୍କ ସହ DGPଙ୍କ ସମୀକ୍ଷା ।  କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର । ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟକୁ … Read More

ବନ୍ଧା ହେଲେ ବେତନଟୀ R&B ନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତି

ଭୁବନେଶ୍ୱର : ବନ୍ଧା ହେଲେ କୋଟିପତି ଯନ୍ତ୍ରୀ । ବେତନଟୀ R&B ନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତି ଗିରଫ । ଆୟ ବହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି ବାଲେଶ୍ୱର ଭିଜିଲାନ୍ସ ଡିଭିଜନ । ତାଙ୍କ ନାଁରେ ୨୩ରୁ ଅଧିକ ପ୍ଲଟ୍ … Read More

ଶିପସରୁବାଲିରେ ହେବ ଶ୍ରୀଜଗନ୍ନାଥ ଗ୍ରୀନଫିଲ୍ଡ ଆନ୍ତର୍ଜାତୀୟ ବିମାନ ବନ୍ଦର, ମିଳିଲା ସିଆରଜେଡ୍ କ୍ଲିୟରାନ୍ସ

ପୁରୀ : ବ୍ରହ୍ମଗିରି ରାସ୍ତାର ଶିପସରୁବାଲି ମୌଜାରେ ପ୍ରସ୍ତାବିତ ଶ୍ରୀଜଗନ୍ନାଥ ଗ୍ରୀନଫିଲ୍ଡ ଆନ୍ତର୍ଜାତୀୟ ବିମାନ ବନ୍ଦର ସ୍ୱପ୍ନ ଆଉ ପାଦେ ଆଗେଇଛି ।  ଏୟାରପୋର୍ଟ ପାଇଁ ରହିଥିବା ଜଙ୍ଗଲ ବିଭାଗର ସମସ୍ୟା ସମାଧାନ ହେବା ସହ ସିଆରଜେଡ୍ (crz ) କ୍ଲିୟରାନ୍ସ ମଧ୍ୟ … Read More

HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ ଉଦ୍‌ଘାଟନ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

କୋରାପୁଟ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଙ୍ଗଳବାର କୋରାପୁଟସ୍ଥିତ ସୁନାବେଡ଼ା ‘ହାଲ୍‌’ରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥସ ସିଂଙ୍କ ସହ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସ୍ୱଦେଶୀ ଜ୍ଞାନକୌଶଳରେ … Read More

ସମ୍ବଲପୁରରେ ୪ ଅଣ୍ଡରପାସ୍ ଓ ଫ୍ଲାଇଓଭର ଦାବି: କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ସମ୍ବଲପୁର: ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୫୫ ନମ୍ବର ଜାତୀୟ ରାଜପଥ (NH-55)ର ତୁରନ୍ତ ମରାମତି ଏବଂ ଖାଲସବୁର ସମାଧାନ ପାଇଁ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଛନ୍ତି। ସମ୍ବଲପୁର ସଂସଦୀୟ … Read More

କୁଖ୍ୟାତ ଅପରାଧୀ ଦେବାଶିଷ ନାୟକ ଘର ଉପରେ ବୁଲିଲା ବୁଲ୍‌ଡୋଜର

ଭୁବନେଶ୍ୱର: ଭୁବନେଶ୍ୱରର ପେଶାଦାର ଅପରାଧୀ ଦେବାଶିଷ ନାୟକ ଓରଫ୍ ‘ସାଲୁ’ର ବେଆଇନ ଘର ଉପରେ ବୁଲଡୋଜର ଚାଲିଛି। ସାଲୁର ଘର ଭାଙ୍ଗିଲା ଚନ୍ଦ୍ରଶେଖରପୁର ପୋଲିସ। ଭୁବନେଶ୍ୱର ମହାନଗର ନିଗମ (BMC) ଏବଂ ଚନ୍ଦ୍ରଶେଖରପୁର ଥାନା ପୋଲିସ ମିଳିତ ଭାବେ ଏହି ବଡ଼ … Read More

ଆସନ୍ତାକାଲିଠୁ ୩ ଦିନ ରାଜ୍ୟରେ ବର୍ଷା ସମ୍ଭାବନା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏନେଇ ମଙ୍ଗଳବାର ଦିନ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି। … Read More

SCB ମେଡିକାଲ ପରିସରରେ ପାଣିଟାଙ୍କିରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ: କଟକ ସ୍ଥିତ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ଥିବା ଏକ ପାଣି ଟାଙ୍କି ଉପରୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହି ଘଟଣାକୁ ନେଇ ଦୀର୍ଘ ସମୟ ଧରି ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଥିଲା। … Read More

ନିଶୁଳ୍କ ହବିଷିଆଳୀ ଯୋଜନା ପାଇଁ ଆରମ୍ଭ ହେଲା ଅନଲାଇନ୍ ଆବେଦନ

ପୁରୀ: ଆଜିଠାରୁ ନିଶୁଳ୍କ ହବିଷିଆଳୀ ଯୋଜନା ପାଇଁ ଅନଲାଇନ୍ ଆବେଦନ । edistrict.odisha.gov.in ପୋର୍ଟାଲ୍ ରେ ହେବ ଆବେଦନ । ଧାର୍ଯ୍ୟ ସଂଖ୍ୟା ପୂରଣ ହେବା ପର୍ଯ୍ୟନ୍ତ ଚାଲିବ ଅନଲାଇନ୍ ରେଜିଷ୍ଟ୍ରେସନ୍ । ଅକ୍ଟୋବର ୨୬ରୁ ନଭେମ୍ବର ୨୪ ପର୍ଯ୍ୟନ୍ତ କାର୍ତ୍ତିକ … Read More

ଝାରପଡ଼ାରେ ଦୁର୍ଗାପୂଜା ତୋରଣକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ୱର : ପାର୍ବଣ ପୂର୍ବରୁ ଅଶାନ୍ତ ରାଜଧାନୀ । ଭୁବନେଶ୍ୱରଝାରପଡ଼ା  ଅଞ୍ଚଳରେ ୨ ଗୋଷ୍ଠୀ ମୁହାଁମୁହିଁ । ଦୁର୍ଗାପୂଜା ତୋରଣକୁ କେନ୍ଦ୍ର କରି ଉତ୍ତେଜନା । ରାସ୍ତା ଉପରେ ତୋରଣ ନିର୍ମାଣକୁ ଗୋଟିଏ କମିଟିର ବିରୋଧ । ତୋରଣ ନିର୍ମାଣକୁ ପୋଲିସ ରୋକିବା … Read More