ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ଗୁଳିମାଡ଼

ଘଟଗାଁ: ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ଗୁଳିମାଡ଼। କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ସିଂଘବିଲା ନିକଟରେ ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ଗୁଳିମାଡ଼ ହୋଇଛି । ଗୁରୁତର ଯୁବକ ହେଲେ ପୂର୍ଣ୍ଣଚନ୍ଦ୍ର ଦାସ । ପୂର୍ଣ୍ଣଚନ୍ଦ୍ରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି … Read More

ଭୋପାଳ ସତପୁରା ଭବନରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୧୨ ହଜାର ସରକାରୀ ଫାଇଲ

ମଧ୍ୟପ୍ରଦେଶ ରାଜଧାନୀ ଭୋପାଳସ୍ଥିତ ସତପୁରା ସରକାରୀ ଭବନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଦୀର୍ଘ ୧୪ ଘଣ୍ଟା ଅକ୍ଲାନ୍ତ ପରିଶ୍ରମ କରିବା ପରେ ନିଆଁକୁ ଆୟତ୍ତ କରାଯାଇଛି । ତେବେ ଭୟଙ୍କର ନିଆଁକୁ ଏହାକୁ ନିୟନ୍ତ୍ରଣ କରିବାରେ ଅଗ୍ନିଶମ ବିଭାଗ ଫେଲ୍‌ … Read More

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପାଇଁ ବାଂଲାଦେଶ ପ୍ରଧାନମନ୍ତ୍ରୀ ପଠାଇଲେ ୬୦୦ କିଲୋ ଆମ୍ବ

କୋଲକାତା: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଉପହାର ସ୍ୱରୂପ ୬୦୦ କିଲୋଗ୍ରାମ ଆମ୍ବ ପଠାଇଛନ୍ତି। ବାଂଲାଦେଶ ରାଷ୍ଟ୍ରଦୂତ ଏହି ସୂଚନା ଦେଇଛନ୍ତି। ମିଳିଥିବା ସୂଚନା ମୁତାବକ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା “ହିମସାଗର” ଏବଂ “ଲଙ୍ଗଡା” … Read More

ବାହାନଗା ଟ୍ରେନ ଦୁର୍ଘଟଣା: ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜଣେ ପୀଡ଼ିତଙ୍କ ଜୀବନ

କଟକ: ବାଲେଶ୍ଵର ଜିଲ୍ଲା ବାହାନଗା ଟ୍ରେନ ଦୁର୍ଘଟଣାରେ  ଆହତ ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କର ଆଜି ମୃତ୍ୟୁ ଘଟିଛି। ମୃତକ ହେଲେ ବିଜୟ ପାଶଓ୍ବାନ। ତାଙ୍କ ଘର ବିହାରରେ ବୋଲି ଜଣାଯାଇଛି।ଦୁର୍ଘଟଣା ଦିନ ତାଙ୍କୁ ଗୁରୁତର … Read More

ଜମି ପାଇଁ ବଡ଼ଭାଇକୁ ହାଣିଲା ସାନଭାଇ

ପଟ୍ଟାମୁଣ୍ଡାଇ: ସକାଳୁ ସକାଳୁ ସାନଭାଇ ସନାତନ ବେହେରା ନିଜର ନୂଆ ଘର ତିଆରି କରିବା ଲାଗି ନିଅଁ ଖୋଳୁଥଲା। ହେଲେ ଏହାକୁ ବିରୋଧ କରିଥିଲା ବଡ଼ଭାଇ ଅନୁପମ ବେହେରା (୩୬)। ଏହାକୁ ନେଇ ଉଭୟଙ୍କ ଭିତରେ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ଏହାପରେ … Read More

ଯୁବକଙ୍କ ଉପରକୁ ଗୁଳିମାଡ଼ କଲେ ଦୁର୍ବୃତ୍ତ

ରାଉଲକେଲା: ଘର ଉପରକୁ ଗୁଳିମାଡ଼ । ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ଥାନା ଅଞ୍ଚଳର ଭିକି ସିଂଙ୍କ ଘର ଉପରକୁ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ । ଭିକି ସିଂଙ୍କ ଉପରକୁ ଦୁଇରୁ ତିନି ରାଉଣ୍ଡ ଗୁଳିମାଡ ହୋଇଛି । ଏଥିରେ କାହାର କୌଣସି କ୍ଷୟକ୍ଷତି … Read More

ଗଠନ ହେଲା କଲ୍ୟାଣ ବୋର୍ଡ : ଡ୍ରାଇଭର ଓ କର୍ମଚାରୀଙ୍କୁ ମିଳିବ ୪ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର: ଗତ ମାର୍ଚ୍ଚ ମାସରେ ଡ୍ରାଇଭରମାନେ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିଲେ | ଆଉ ଡ୍ରାଇଭରଙ୍କ ଆନ୍ଦୋଳନ ପାଇଁ ଅତ୍ୟାବଶ୍ୟକ ସମାଗ୍ରୀ ପରିବହନ ବ୍ୟବସ୍ଥା ପ୍ରଭାବିତ ହୋଇଥିଲା। ବିଶେଷ କରି ବାହାର ରାଜ୍ୟରୁ ଆସୁଥିବା ପନିପରିବା, ଫଳ ସହ … Read More

ଶ୍ରୀମନ୍ଦିର ପରିଚାଳନା କମିଟିରେ ୨୬୨ କୋଟି ଖର୍ଚ୍ଚ ବଜେଟ ପାରିତ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ସପ୍ତାହେ ଥିବା ବେଳେ ଆଜି ନୀଳାଦ୍ରୀ ଭକ୍ତନିବାସରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ବସିଥିବା ପରିଚାଳନା କମିଟି ବୈଠକରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ୍ ପାରିତ ହୋଇଛି। ଏଥିସହ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ … Read More

ଜଳୁଛି ଓଡ଼ିଶା, ସମ୍ବଲପୁରରେ ରେକର୍ଡ ୪୬.୧ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା

ପ୍ରଚଣ୍ଡ ଗ୍ରୀଷ୍ମକୋପ । ଜଳୁଛି ଓଡ଼ିଶା । ପଶ୍ଚିମରୁ ଉପକୂଳ ଅସହ୍ୟ ତାତି ଓ ଗୁଳୁଗୁଳି କଲବଲ କରୁଛି । ଡ଼ହ ଡହ ଖରାରେ ସିଝୁଛି ରାଜଧାନୀ ଭୁବନେଶ୍ୱର । ଅପରାହ୍‌ଣ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱରରେ ତାପମାତ୍ରା ୪୪ ଦଶମିକ … Read More

ଦିଲ୍ଲୀରେ ବାଇକ୍ ଟାକ୍ସି ଉପରେ କଟକଣା ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀରେ କ୍ୟାବ୍ ଆଗ୍ରିଗେଟରଙ୍କୁ ବଡ଼ ଝଟକା ଦେଇଛନ୍ତି ସୁପ୍ରିମ୍ କୋର୍ଟ । ବାଇକ ଟାକ୍ସି ସମ୍ପର୍କରେ ଦିଲ୍ଲୀ ସରକାରଙ୍କ ଗାଇଡଲାଇନ ନ ଆସିବା ପର୍ଯ୍ୟନ୍ତ ଦିଲ୍ଲୀରେ ଓଲା, ଉବର ଓ ରାପିଡୋ ଭଳି କମ୍ପାନି ଚଳାଉଥିବା ଦୁଇ ଚକିଆ ଟ୍ୟାକ୍ସି … Read More