କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ବିରୁଦ୍ଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ଓଡ଼ିଆ ଗାୟିକା

କଟକ: ବଲିଉଡ ତଥା ଓଲିଉଡ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଜଣେ ଓଡ଼ିଆ ଗାୟିକା ମହିଳା ଥାନାରେ ଏତଲା ଦେଇଥିବା ଜଣାଯାଇଛି। ପୀଡ଼ତା ପ୍ରଲୋଭନ ଦେଖାଇ ବିବାହ ପ୍ରତିଶ୍ରୁତି, ପ୍ରତାରଣା, ନିର୍ଯାତନା ଓ ଶୋଷଣ କରିବା ନେଇ ଅଭିଯୋଗ କରିଛନ୍ତି କଣ୍ଠଶିଳ୍ପୀ। … Read More

ଗର୍ଭବତୀଙ୍କୁ ତେଲେଙ୍ଗାନା ରାଜ୍ୟପାଳଙ୍କ ପରାମର୍ଶ, ଗର୍ଭବତୀ ମହିଳାମାନେ ସୁନ୍ଦରାକାଣ୍ଡ ଏବଂ ରାମାୟଣ ପଢନ୍ତୁ

ତେଲେଙ୍ଗାନା ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜନ୍ ଗର୍ଭବତୀ ମହିଳାମା ନଙ୍କୁ ମାନସିକ ଏବଂ ଶାରୀରିକ ସୁସ୍ଥ ସନ୍ତାନ ପାଇବା ପାଇଁ ସୁନ୍ଦରାକାଣ୍ଡ ଏବଂ ରାମାୟଣ ପଢିବା ଉଚିତ ବୋଲି କହିଛନ୍ତି  । ଆରଏସଏସ ସହ ଜଡିତ ଏକ ସଂଗଠନର ଗର୍ଭ ସଂସ୍କାର କାର୍ଯ୍ୟକ୍ରମର … Read More

ବିଜୁଳି କାଟ ସମସ୍ୟା ନେଇ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ବିଜୁଳି କାଟ ସମସ୍ୟା ନେଇ ଆଜି ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବିଜୁଳି କାଟ ସମସ୍ୟାକୁ ଦୂର କରିବା ପାଇଁ ତତକାଳ ପଦକ୍ଷେପ ନେବା ପାଇଁ ଶକ୍ତି ବିଭାଗ ଓ ବିଦ୍ୟୁତ ବିତରଣ କମ୍ପାନୀଙ୍କୁ ନିର୍ଦ୍ଦେଶକ ଦେଇଛନ୍ତି … Read More

ଚଳିତ ମାସରେ ଦେଶ ଛାଡ଼ି ଚାଲିଯିବାକୁ ଶେଷ ଭାରତୀୟ ସାମ୍ବାଦିକଙ୍କୁ କହିଲା ଚୀନ୍‌

ନୂଆଦିଲ୍ଲୀ: ଚୀନ୍‌ରେ ଥିବା ଶେଷ ଭାରତୀୟ ସାମ୍ବାଦିକ ‘ପିଟିଆଇ’ର ଜଣେ ରିପୋର୍ଟର୍‌ଙ୍କୁ ଚଳିତ ମାସ ଶେଷ ସୁଦ୍ଧା ଚୀନ୍‌ ଛାଡ଼ି ଚାଲିଯିବା ଲାଗି ବେଜିଙ୍ଗ୍‌ କର୍ତ୍ତୃପକ୍ଷମାନେ କହିଥିବା କଥା ଆଜି ‘ନିଉଜ୍‌ ଏଜେନ୍‌ସି’ ‘ବ୍ଲୁମ୍‌ବର୍ଗ’ ରିପୋର୍ଟ କରିଛି। ପୂର୍ବରୁ ‘ଭିସା’ ନବୀକରଣ … Read More

ପୁଅର ଠେଙ୍ଗା ମାଡ଼ରେ ବାପା ମୃତ, ମା ଆହତ; ଅଭିଯୁକ୍ତ ଥାନାରେ ଅଟକ

ଦେବଗଡ଼: ମଦ୍ୟପ ପୁଅର ଉନ୍ମତ୍ତ କାଣ୍ଡ। ପୁଅର ଠେଙ୍ଗା ମାଡ଼ରେ ବାପାର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି  ଦେବଗଡ଼ ଜିଲ୍ଲା ଲଇମୁରା ଥାନା ଅନ୍ତର୍ଗତ ଭାଲୁଗୁହା ଗ୍ରାମରେ। ମୃତକ ହେଲେ ଗୁରୁ ଚରଣ କିସାନ(୫୦)। ଅଭିଯୁକ୍ତ ପୁଅକୁ ଥାନାରେ ଅଟକ … Read More

ସମୁଦ୍ର ମଝିରେ କ୍ରୁଜ ଜାହାଜରେ ଲାଗିଲା ଭୟଙ୍କର ନିଆଁ

ମିଶର ଉପକୂଳ ନିକଟ ଲୋହିତ ସାଗରରେ ଯାଉଥିବା ଏକ କ୍ରୁଜ୍‌ ଜାହାଜରେ ଭୟଙ୍କର ନିଆଁ ଲାଗିଛି। ଏହି ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଖବରରୁ ଜଣାପଡ଼ିଛି ଯେ ଗତକାଲି ରବିବାର ଲୋହିତ ସାଗରରେ ଏକ କ୍ରୁଜ୍ … Read More

ସହକାରୀ ଇଂଜିନିୟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କଟକ: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁଙ୍କ ଘର ସମେତ ମୋଟ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ଉ ଚାଲିଛି। କଟକର ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ଓ୍ବାରେଣ୍ଟ … Read More

ଗୁରୁବାର ଲ୍ୟାଣ୍ଡ‍ଫଲ କରିବ ବାତ୍ୟା ବିପର୍ଯ୍ୟୟ

ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବିପର୍ଯ୍ୟୟ ‌ଆସନ୍ତା ଗୁରୁବାର ଲ୍ୟାଣ୍ଡଫଲ କରିବ। ବର୍ତ୍ତମାନ ଭୟଙ୍କର ବାତ୍ୟାର ରୂପ ନେଇଥିବା ବିପର୍ଯ୍ୟୟ ଲ୍ୟାଣ୍ଡଫଲ ବେଳେ ଅତି ଭୀଷଣ ବାତ୍ୟାରେ ପରିଣତ ହେବ। ଏଥିପାଇଁ ଭାରତୀୟ ପାଣିପାଗ ବିଭଗ ଗୁଜରାଟର ସୌରାଷ୍ଟ୍ର ଓ … Read More

ମୃତାହତଙ୍କ ପାଇଁ ଏକାଦଶାହ ପାଳୁଛନ୍ତି ବାହାନଗାବାସୀ

ବାଲେଶ୍ୱର / ସୋର: ବାହାନଗା ଟ୍ରେନ ଟ୍ରାଜେଡିକୁ ଆଜି ୧୧ ଦିନ । ମଣିଷପଣିଆର ନିଆରା ଉଦାହରଣ ଦେଖାଇଛନ୍ତି ବାହାନଗା ଗ୍ରାମବାସୀ। ରେଳ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ଏକାଦଶାହ ପାଳୁଛନ୍ତି ବାହାନଗାବାସୀ । ଆଜି ବିଶ୍ୱଶାନ୍ତି ଯଜ୍ଞ ସହ ଅଷ୍ଟପ୍ରହରୀ କରାଯିବ । … Read More

UPSC ସିଭିଲ ସର୍ଭିସେସ୍‌ ପ୍ରିଲିମ୍ସ ରେଜଲ୍ଟ ପ୍ରକାଶିତ

ୟୁନିଅନ୍ ପବ୍ଲିକ୍ ସର୍ଭିସ କମିଶନ (UPSC) ସିଭିଲ ସର୍ଭିସେସ୍ ପ୍ରାଥମିକ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଯେଉଁ ପ୍ରାର୍ଥୀମାନେ UPSC  ପରୀକ୍ଷା ଦେଇଥିଲେ, ସେମାନେ ଅଫିସିଆଲ୍ ୱେବସାଇଟ୍ upsc.gov.in ଏବଂ upsconline.nic.in ମାଧ୍ୟମରେ ଫଳାଫଳ ଚେକ୍ କରିପାରିବେ । ୨୮ ମଇ ୨୦୨୩ ରେ UPSC … Read More