ମହାରାଷ୍ଟ୍ରରେ ମର୍ମନ୍ତୁଦ ଦୁର୍ଘଟଣା: କାର୍‌ ଏବଂ ବସ୍‌ ମୁହାଁମୁହିଁ ଧକ୍କା, ୬ ମୃତ

ମହାରାଷ୍ଟ୍ର ଚନ୍ଦ୍ରପୁର ଜିଲ୍ଲା କାନ୍ପା ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଯାତ୍ରୀବାହୀ ବସ୍‌ ଏବଂ କାର ଧକ୍କା ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କର ମୃତ୍ୟ ହୋଇଛି। କାର୍ଟି ନାଗପୁରରୁ ନାଗଭିଡ଼ ଅଭିମୁଖେ ଯାଉଥିବା ବେଳେ ରବିବାର … Read More

ଚୀନ୍‌ର ସିଚୁଆନ୍‌ ପ୍ରଦେଶରେ ଭୀଷଣ ଭୂସ୍ଖଳନ, ୧୯ ମୃତ

ଚୀନର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ ସିଚୁଆନ୍ ପ୍ରଦେଶରେ ଏକ ବଡ଼ ଧରଣର ଭୂସ୍ଖଳନ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୯ ଜଣଙ୍କର ମୃତ୍ୟୁ ଘଟିଛି। ସ୍ଥାନୀୟ ଗଣମାଧ୍ୟମ ଅନୁସାରେ, ଜୁନ୍ ୩ ସକାଳେ ଲେଶାନ୍‌ ସହର ନିକଟ ଜିଙ୍କୋହେରେ ଥିବା ଭାନିକି ଷ୍ଟେସନ … Read More

ରେଳ ଦୁର୍ଘଟଣା ନେଇ ଜିଆରପି ଥାନାରେ ମାମଲା ରୁଜ୍ଜୁ

ବାଲେଶ୍ବର:  ବାଲେଶ୍ବର ବାହାନଗା ରେଳ ଦୁର୍ଘଟଣା ଘଟଣାରେ  ଜିଆରପି ଥାନାରେ ମାମଲା ରୁଜୁ। ଜୁନ ୩ ତାରିଖ କେସ ନମ୍ବର ୬୨ ଆଧାରରେ ମାମାଲା ରୁଜୁ କରିଛି ଜିଆରପି ପୋଲିସ। ଆଇପିସିର ଧାରା ୩୩୭,୩୩୮,୩୦୪(A), ୩୪ ସମେତ ରେଲୱେ ଆକ୍ଟ ୧୫୩/୧୫୪/୧୭୫ରେ … Read More

ଏସସିବିରେ ଚିକିତ୍ସାରତ ଆହତଙ୍କୁ ଭେଟିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

କଟକ: ବାଲେଶ୍ଵର ଟ୍ରେନ ଦୁର୍ଘଟଣାରେ ଚିକିତ୍ସାରତ ଆହତଙ୍କୁ ଏସସିବିରେ ଭେଟିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ। ସଠିକ ସମୟରେ ଚିକିତ୍ସା ଓ ଆହତମାନଙ୍କ ସହ ଆଲୋଚନା ପରେ ଏସସିବି ମେଡିକାଲର ସମସ୍ତ ଷ୍ଟାଫଙ୍କୁ ଧନ୍ୟବାଦ ଜଣାଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ। ଏତେ … Read More

ଦୁର୍ଘଟଣାସ୍ଥଳ ବୁଲିଲେ ରେଲୱେ ସେଫ୍ଟି କମିଶନର

ଶୁକ୍ରବାର ରାତିରେ ବାଲେଶ୍ୱରର ବାହାନଗା ନିକଟରେ ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ଘଟିଥିବା ବେଳେ ଆଜି ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ରେଲୱେ ସେଫ୍ଟି କମିଶନର ଶୈଳେସ କୁମାର ପାଠକ। ଷ୍ଟେସନ ସିଗନାଲ ରୁମ୍ ସହ କଣ୍ଟ୍ରୋଲ ରୁମ୍ ବୁଲି ଦେଖିବା ସହ … Read More

ବରଗଡ଼ ସମରଧରା ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ

ବରଗଡ଼: ବରଗଡ଼ ସମରଧରା ନିକଟସ୍ଥ ACC ରେଲୱେ ଟ୍ରାକରୁ ମାଲବାହୀ ଟ୍ରେନ ଲାଇନଚ୍ୟୁତ । ମେଡାପାଲି ନିକଟରେ ଲାଇନଚ୍ୟୁତ ହୋଇଛି ଟ୍ରେନ । ବରଗଡ଼ ଜିଲା ଡୁଙ୍ଗୁରୀ ଚୁନପଥର ଖଣିରୁ ବରଗଡ଼ ଯାଉଥିବା ଚୂନ ପଥର ମାଲବାହି ଟ୍ରେନ ଦୁର୍ଘଟଣାର ସମ୍ମୁଖୀନ ହୋଇଛି … Read More

ବାଇକ-ବୋଲେରୋ ମୁହାଁମୁହିଁ, ଜଣେ ମୃତ, ୨ ଗୁରୁତର

ଯାଜପୁର:  ବାଇକ-ବୋଲେରୋ ମୁହାଁମୁହିଁ ଧକ୍କା । ଜଣେ ମୃତ, ୨ ଗୁରୁତର । ଯାଜପୁର ଥାନା ଯୋଡିକୂଅ ଛକ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ପଶ୍ଚିମବଙ୍ଗ ମେଦିନପୁର ଅଞ୍ଚଳର ଏସ୍‌. କେ. ମୋତି । ଗୁରୁତର ଦୁଇ ଯୁବକ ହେଲେ … Read More

ନିଖୋଜ ଲୋକଙ୍କ କଥା କହି ଭାବପ୍ରବଣ ହୋଇଗଲେ ଅଶ୍ୱିନୀ ବୈଷ୍ଣବ

ଓଡ଼ିଶାର ବାଲେଶ୍ୱର ଜିଲ୍ଲାରେ ହୋଇଥିବା ଭୟଙ୍କର ରେଳ ଦୁର୍ଘଟଣାକୁ ନେଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭାବୁକ ହୋଇଛନ୍ତି। ରେଳମନ୍ତ୍ରୀ ଦୁର୍ଘଟଣା ପ୍ରଭାବିତ ଟ୍ରାକ୍‌ର ପୁନରୁଦ୍ଧାର ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେବାବେଳେ ଭାବପ୍ରବଣ ହୋଇଯାଇଥିଲେ। ତାଙ୍କ ଗଳା ରୁନ୍ଧି ହୋଇଯାଇଥିଲା। ଏହି … Read More

ମୃତକଙ୍କ ଶବ ସହିତ ସମ୍ପର୍କୀୟଙ୍କ ପରିବହନ ପାଇଁ ରାଜଧାନୀରେ ମାଗଣାରେ ୫୮ଟି ଆମ୍ବୁଲାନ୍ସ ସେବା

ଭୁବନେଶ୍ବର: ବାହାନଗା ରେଳ ଦୁର୍ଘଟଣାରେ ମୃତକଙ୍କର ଶବ ସହିତ ସମ୍ପର୍କୀୟଙ୍କ ପରିବହନ ପାଇଁ ବିଏମସି ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ରାଜଧାନୀରେ ୫୮ଟି ଆମ୍ବୁଲାନ୍ସ ନିୟୋଜିତ ହୋଇଛି। ଏଥିରେ ବିନା ମୂଲ୍ୟରେ ଏବଂ ଅନ୍ତିମ ଗନ୍ତବ୍ୟ ସ୍ଥଳ ପର୍ଯ୍ୟନ୍ତ ମୃତକଙ୍କର ଶବ … Read More

ମୁର୍ଦ୍ଦାଘରେ ପୁଅର ହାତ ହଲୁଥିବା ଦେଖିଲା ବାପା, ବଞ୍ଚିଗଲା ବିଶ୍ୱଜିତ୍‌ଙ୍କ ଜୀବନ

ଓଡ଼ିଶା ଟ୍ରେନ୍ ଦୁର୍ଘଟଣାକୁ ନେଇ ଅନେକ ଯନ୍ତ୍ରଣାଦାୟକ କାହାଣୀ ସାମ୍ନାକୁ ଆସୁଛି। କାହାର ସମ୍ପୂର୍ଣ୍ଣ ପରିବାର ଧ୍ୱଂସ ହୋଇଯାଇଛି ତ କାହାର ମୁଣ୍ଡ ଉପରୁ ମାତାପିତାଙ୍କ ଛାୟା ଉଠିଯାଇଛି। ଅନେକ ନିରୀହ ଅନାଥ ହୋଇଯାଇଛନ୍ତି। ଦୁର୍ଘଟଣାରେ ଏମିତି ବି କିଛି ଲୋକ … Read More