ଶ୍ରୀମନ୍ଦିର ଭିତରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ପୁରୀ: ପୁରୀର ବିଶ୍ବପ୍ରସିଦ୍ଧ ଜଗନ୍ନାଥ ମନ୍ଦିର ଭିତରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବାର ଖବର ମିଳିଛି। ଅସୁସ୍ଥତା ଅନୁଭବ କରିବାରୁ ପ୍ରଥମେ ତାଙ୍କୁ ସିଂହଦ୍ଵାର ପ୍ରାଥମିକ ଚିକିତ୍ସା କେନ୍ଦ୍ର ଓ ପରେ ସଦର ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ … Read More

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଭଦ୍ରକ ମେଡ଼ିକାଲରେ ଆହତଙ୍କୁ ଭେଟିଲେ ଦୁଇ କେନ୍ଦ୍ରମନ୍ତ୍ରୀ

ଭଦ୍ରକ: ବାଲେଶ୍ବର ଜିଲ୍ଲା ବାହାନଗା ରେଳ ଷ୍ଟେସନ ନିକଟରେ ଗତ ୨ ତାରିଖ ଦିନ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଦୁର୍ଘଟଣାର ଶିକାର ହୋଇ ଚିକିତ୍ସିତ ହେଉଥିବା ଯାତ୍ରୀମାନଙ୍କୁ ରବିବାର ଭଦ୍ରକ ମେଡ଼ିକାଲକୁ ଆସି ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ଵିନୀ ବୈଷ୍ଣବ … Read More

ମୋଦିଙ୍କ ସହ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ, ସ୍ଥିତି ସମ୍ପର୍କରେ କଲେ ଅବଗତ

ମୋଦି-ନବୀନ ଆଲୋଚନା । ବାହାନଗା ଟ୍ରେନ୍‌ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ତ୍ତମାନର ସ୍ଥିତି ସମ୍ପର୍କରେ ସେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ବିଶେଷ କରି ଚିକିତ୍ସିତ … Read More

ଟ୍ରେନ୍‌ ଟ୍ରାଜେଡିକୁ ନେଇ ରିହାତି ଘୋଷଣା କଲା LIC, ଜାରି କଲା ହେଲ୍‌ପ ଲାଇନ୍‌ ନମ୍ବର

ଟ୍ରେନ୍‌ ଟ୍ରାଜେଡିକୁ ନେଇ ରିହାତି ଘୋଷଣା କଲା LIC । LIC, ପିଏମ ଜୀବନ ଜ୍ୟୋତି ପଲିସିଧାରୀଙ୍କ ପାଇଁ ରିହାତି ଘୋଷଣା କରାଯାଇଛି । ପଲିସିଧାରୀଙ୍କ ମୃତ୍ୟୁ ପ୍ରମାଣପତ୍ର ପ୍ରଦାନରେ କୋହଳ କଲା LIC । ରେଳ କର୍ତ୍ତୃପକ୍ଷ, ପୋଲିସ ପକ୍ଷରୁ … Read More

ବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଦିଆଯିବ ୫ ଲକ୍ଷ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବାହାନଗା ଟ୍ରେନ ଦୁର୍ଘଟଣାରେ ରାଜ୍ୟର ମୃତକ ଓ ଆହତଙ୍କ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି। ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ। ବାହାନଗା ଟ୍ରେନ୍ ଦୁର୍ଘଟଣାର ଶିକାର ହୋଇପ୍ରାଣ ହରାଇଥିବା ବ୍ୟକ୍ତିଙ୍କ … Read More

ଆଇସକ୍ରିମ ଖାଇ ୪୩ ଜଣ ଅସୁସ୍ଥ, ସୁନାବେଡା ମେଡିକାଲରେ ଭର୍ତ୍ତି

କୋରାପୁଟ: ଆଇସକ୍ରିମ ଖାଇ ୪୩ ଜଣ ଅସୁସ୍ଥ । ୩୨ ଜଣ ସୁନାବେଡା ମେଡିକାଲରେ ଭର୍ତ୍ତି ହୋଇଥିଲେ । ସେଥିମଧ୍ୟରୁ ୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।୨ଜଣକ ଚିକିତ୍ସା ଜାରି ରହିଛି ।୧୧ ଜଣ ଦାମନଯୋଡ଼ି ମେଡିକାଲରେ ଭର୍ତ୍ତି … Read More

ଦୁର୍ଘଟଣା ପରେ ବାହାନଗା ଷ୍ଟେସନ ASM ଫେରାର, ଜିଆରପି ଥାନାରେ ମାମଲା ରୁଜୁ

ବାଲେଶ୍ୱର ଜିଲ୍ଲା ବାହାନଗା ଷ୍ଟେସନରେ ଦୁର୍ଘଟଣା ପରେ ASM ଫେରାର। ASM ଏସବି ମହାନ୍ତି ଫେରାର। ଗତକାଲି ଏସବି ମହାନ୍ତି ଷ୍ଟେସନ ଦାୟିତ୍ୱରେ ଥିଲେ। ଗତକାଲି ସଂଧ୍ୟାରେ ବାହାନଗା ଷ୍ଟେସନରେ କରମଣ୍ଡଳ ଏକ୍ସପ୍ରେସ ସମେତ ୩ଟି ଟ୍ରେନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା … Read More

ମୃତ ଯାତ୍ରୀଙ୍କ ପରିଚୟ ସଂଗ୍ରହ ବଡ ଚ୍ୟାଲେଞ୍ଜ: ମୁଖ୍ୟ ଶାସନ ସଚିବ

ବାଲେଶ୍ବର: ବାଲେଶ୍ବର ଜିଲ୍ଲାର ବାହାନଗା ନିକଟରେ ଶୁକ୍ରବାର ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍‌ (୧୨୮୪୧) ଓ ବେଙ୍ଗାଲୁରୁ-ହାୱଡା ଏକ୍ସପ୍ରେସ୍‌ (୧୨୮୬୪) ଧକ୍କା ହୋଇ ଭୟାବହ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି | ଗତକାଲି ରାତି ସାଢ଼େ ୮ଟାରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ … Read More

୨୮୮କୁ ବୃଦ୍ଧି ପାଇଲା ମୃତ୍ୟୁ ସଂଖ୍ୟା

ବାଲେଶ୍ବର: ବାଲେଶ୍ବର ଜିଲ୍ଲାର ବାହାନଗା ନିକଟରେ ଶୁକ୍ରବାର ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍‌ (୧୨୮୪୧) ଓ ବେଙ୍ଗାଲୁରୁ-ହାୱଡା ଏକ୍ସପ୍ରେସ୍‌ (୧୨୮୬୪) ଧକ୍କା ହୋଇ ଭୟାବହ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି | ଗତକାଲି ରାତି ସାଢ଼େ ୮ଟାରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ … Read More

ବାହାନଗା ରେଳ ଦୁର୍ଘଟଣାକୁ ନେଇ ବିମାନ କମ୍ପାନୀଙ୍କୁ ତାଗିଦ, ମନ ଇଛା ଭଡା ବଢାଅ ନାହିଁ

ନୂଆଦିଲ୍ଲୀ: ବାହାନଗା ରେଳ ଦୁର୍ଘଟଣାକୁ ନେଇ ସମ୍ପୂର୍ଣ୍ଣ ଆକ୍ସନ ମୁଡ଼ରେ ଅଛନ୍ତି କେନ୍ଦ୍ର ସରକାର | ଆଜି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ଯେ ଭୁବନେଶ୍ୱର ବିମାନବନ୍ଦରରୁ ଅନ୍ୟ ରାଜ୍ୟକୁ ଯାଉଥିବା ବିମାନ ବା ଅନ୍ୟ … Read More