ବହୁଚର୍ଚ୍ଚିତ ଅନୁଗୋଳ ଗଣଦୁଷ୍କର୍ମ ମାମଲା: ୪ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ଭୁବନେଶ୍ଵର: ଅନୁଗୋଳ ଜିଲ୍ଲାରେ ଜଣେ ଯୁବତୀ ଓ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ବହୁଚର୍ଚ୍ଚିତ ମାମଲାରେ ଆଜି ଅନୁଗୋଳ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ (ଫାଷ୍ଟ ଟ୍ରାକ୍ ସ୍ପେଶାଲ କୋର୍ଟ) ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରି ୪ ଜଣ ଅଭିଯୁକ୍ତଙ୍କୁ କଠୋର … Read More

ରାଜ୍ୟରେ ପ୍ରତିଷ୍ଠା ହେବ ‘ଗ୍ଲୋବାଲ ଡେଭେଲପମେଣ୍ଟ ସେଣ୍ଟର’ ଓ ‘AI ପାର୍କ’: ଯୁବକ-ଯୁବତୀଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ଵର: ଓଡ଼ିଶାରେ ଟେକ୍ ବିପ୍ଳବ। ରାଜ୍ୟରେ HCL tech ପ୍ରତିଷ୍ଠା କରିବ ‘ଗ୍ଲୋବାଲ ଡେଭେଲପମେଣ୍ଟ ସେଣ୍ଟର ‘AI Park’। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ HCLTech ଓ ‘ସର୍ଭମ AI’ ସହ ସ୍ୱାକ୍ଷରିତ ହେଲା ଦୁଇଟି MoU। ୭୩୦ କୋଟି ପୁଞ୍ଜିନିବେଶ ହେବ। ସର୍ଭମ … Read More

ଶିମିଳିପାଳ ଅଭୟାରଣ୍ୟରୁ ୪ ଶିକାରୀଙ୍କୁ ବାନ୍ଧିଲା ବନବିଭାଗ

ବାରିପଦା: ଶିମିଳିପାଳ ଅଭୟାରଣ୍ୟରୁ ୪ ଶିକାରୀଙ୍କୁ ଗିରଫ କଲା ବନ ବିଭାଗ । ଶିକାରୀମାନଙ୍କୁ ଏଆଇ ଟ୍ରେଲଗାର୍ଡ କ୍ୟାମେରାରେ କଏଦ କରାଯାଇଥିଲା । ସେମାନଙ୍କ ନିକଟରୁ ୨ ଟି ହାତ ତିଆରି ବନ୍ଧୁକ, ଗନ୍ ପାଉଡର, ୨ ଟି ହେଡ ଟର୍ଚ୍ଚ … Read More

ଭୁବନେଶ୍ୱରରେ ୭୩୦ କୋଟି ବ୍ୟୟରେ ‘ଏଆଇ ହବ୍’ କରିବ HCLTech

ଭୁବନେଶ୍ୱର: ଓଡ଼ିଶାର ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି) କ୍ଷେତ୍ରରେ ଏକ ନୂଆ ଏବଂ ସୁବର୍ଣ୍ଣ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରାଜ୍ୟରେ ପୁଞ୍ଜିନିବେଶ ଏବଂ ବ୍ୟାପକ ନିଯୁକ୍ତି ସୃଷ୍ଟି ଦିଗରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ବହୁରାଷ୍ଟ୍ରୀୟ ଆଇଟି … Read More

ମକା ଟ୍ରକରୁ ୭ କ୍ବିଣ୍ଟାଲ ଗଞ୍ଜେଇ ଜବତ : ୨ ଗିରଫ, ଫୁଲବାଣୀରୁ ବିହାରକୁ ହେଉଥିଲା ଚାଲାଣ

ବଲାଙ୍ଗୀର: ଫୁଲବାଣୀରୁ ବିହାର ଗଞ୍ଜେଇ ଚାରାଚାଲାଣ ବେଳେ ମାଡି ବସିଲା ଅବକାରୀ ଟିମ୍ । ଆଜି ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଏକ ମକା ଭର୍ତ୍ତି ଟ୍ରକରୁ ୭ କ୍ବିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି । ଏହା … Read More

ମୋଦିଙ୍କୁ ଚିଠି ଲେଖିଲେ ଅନ୍ନା ହଜାରେ, ଲାଠିଚାର୍ଜକୁ ଭୁଲ୍ ବୋଲି କହିଲେ

ନୂଆଦିଲ୍ଲୀ : PM ମୋଦିଙ୍କୁ ଚିଠି ଲେଖିଲେ ଅନ୍ନା ହଜାରେ । ଛାତ୍ର ଆନ୍ଦୋଳନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ । ‘ଲାଠିଚାର୍ଜ ଭୁଲ୍, ଶିକ୍ଷାମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ଆନ୍ନା । ଦିଲ୍ଲୀରେ ଚାଲିଥିବା … Read More

୫ ଦିନ ଯାଏଁ ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା, ୯୯ରୁ ଅଧିକ ରାସ୍ତା ବନ୍ଦ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡ ଏବଂ ହିମାଚଳରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗ ଏସବୁ ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ଦେଖି ଜିଲ୍ଲା ପ୍ରଶାସନକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛି । ରାଜ୍ୟରେ … Read More

ଜନ୍ତର ମନ୍ତର ଅଞ୍ଚଳରେ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ, ଜାରି ରହିଛି ଛାତ୍ରଙ୍କ ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଛାତ୍ରଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଜନ୍ତର ମନ୍ତରର ୧.୫ କିଲୋମିଟର ପରିଧି ମଧ୍ୟରେ ମଧ୍ୟରାତ୍ରି ପର୍ଯ୍ୟନ୍ତ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ଜନ୍ତର … Read More

ପ୍ରଶ୍ନପତ୍ର ଲିକ୍ ମାମଲାରେ ଫାଷ୍ଟଟ୍ରାକ୍ କୋର୍ଟରେ ଦଣ୍ଡ, ପ୍ରଧାନମନ୍ତ୍ରୀ ଗ୍ରହଣ କଲେ କଡ଼ା ଆଭିମୁଖ୍ୟ

ନୂଆଦିଲ୍ଲୀ : ପ୍ରଶ୍ନ ପତ୍ର ଲିକ୍ ମାମଲାରେ ପ୍ରଧାନମନ୍ତ୍ରୀ ମୋଦି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ତାଙ୍କ ସରକାରୀ ହ୍ୟାଣ୍ଡେଲ ପୋଷ୍ଟରେ ସିଧାସଳଖ ଭାବେ ପେପର୍ ଲିକ୍ ପ୍ରସଙ୍ଗକୁ ସମ୍ବୋଧିତ କରିଥିଲେ । ପେପର୍ ଲିକ୍ ତଦନ୍ତ ପାଇଁ ଫାଷ୍ଟ-ଟ୍ରାକ୍ କୋର୍ଟ … Read More

ଆସାମ ବନ୍ୟାରେ ମୃତ୍ୟୁସଂଖ୍ୟା ୪୧କୁ ବୃଦ୍ଧି, ୧୦୦ରୁ ଅଧିକ ଲୋକ ନିଖୋଜ

ଆସାମ  : ଆସାମରେ ବନ୍ୟା ବିଭୀଷିକା ଭୟଙ୍କର । ମୃତ୍ୟୁସଂଖ୍ୟା ୪୧କୁ ବୃଦ୍ଧି। ରାଜ୍ୟର ୨୫ଟି ଜିଲ୍ଲାରେ ୭ ଲକ୍ଷ ୨୭ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି । ହଜାର ହଜାର ଗାଁ ଏବେବି ପାଣି ଘେରରେ ରହିଛି । ମୁଖ୍ୟମନ୍ତ୍ରୀ … Read More