ପାୱାର କଟ ନୁହେଁ ଯାନ୍ତ୍ରିକ ତ୍ରୁଟି ଯୋଗୁ କଟୁଛି ବିଜୁଳି: ଶକ୍ତିମନ୍ତ୍ରୀ
ଭୁବନେଶ୍ୱର: ପାୱାର କଟ ନୁହେଁ ଯାନ୍ତ୍ରିକ ତ୍ରୁଟି ଯୋଗୁ ବିଜୁଳି କାଟ ହେଉଛି। ପାୱାରକଟ ଶବ୍ଦ ବ୍ୟବହାର କରିବା ଭୁଲ। ପାୱାର କଟ ଅର୍ଥ ଆମ ପାଖରେ ଆବଶ୍ୟକତା ଠାରୁ କମ ପାୱାର ଅଛି। ଲୋକଙ୍କୁ ଦେଲା ବେଳେ କାଟିକି ଦେବାକୁ ପାୱାର … Read More