କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣା: ଅନେକ ଯାତ୍ରୀ ମୃତାହତ ଆଶଙ୍କା; ଉଦ୍ଧାର କାର୍ଯ୍ୟ ଆରମ୍ଭ, ହେଲ୍ପଲାଇନ୍ ନମ୍ବର ଜାରି
ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗା ରେଳ ଷ୍ଟେସନ ନିକଟରେ ଆଜି ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍ ଟ୍ରେନ୍ (୧୨୮୪୧-ଅପ୍) ଦୁର୍ଘଟଣାରେ ଅନେକ ଯାତ୍ରୀ ମୃତାହତ ହୋଇଥିବା ସୂଚନା ରହିଛି। ଏହି ଦୁର୍ଘଟଣାରେ ଶତାଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ଗୁରୁତର … Read More