ୟୁଜିସି ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ହେଲେ ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର କ୍ଷୀତି ଭୂଷଣ ଦାସ

ଭୁବନେଶ୍ବର: ଉଚ୍ଚଶିକ୍ଷାର ଗୁଣବତ୍ତା ସୁଦୃଢ଼ କରିବା ଏବଂ ନିଯୁକ୍ତି ପ୍ରକ୍ରିୟାରେ ସ୍ୱଚ୍ଛତା ଆଣିବା ପାଇଁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଓଡ଼ିଶାର ଜଣେ ବିଶିଷ୍ଟ ଶିକ୍ଷାବିତ୍ ତଥା ଝାଡ଼ଖଣ୍ଡ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର କ୍ଷୀତି ଭୂଷଣ ଦାସଙ୍କୁ ଏକ ଉଚ୍ଚସ୍ତରୀୟ … Read More

ଶେଷ ପର୍ଯ୍ୟାୟରେ ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି

ପୁରୀ : ଜୁନ ୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରୁ ଗଜବେଶରେ ଦର୍ଶନ ଦେବେ ଶ୍ରୀଜିଉ। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରିବାପାଇଁ ପ୍ରତିବର୍ଷ ଭଳି ଚଳିତବର୍ଷ ବି ଲକ୍ଷାଧିକ ସଂଖ୍ୟାରେ ଭକ୍ତ ଭିଡ଼ ଲାଗିବ। ଏହାପୂର୍ବରୁ ଦର୍ଶନ ବ୍ୟବସ୍ଥାକୁ … Read More

କଂଗ୍ରେସ କହିଲା ସ୍ମୃତି ଇରାନୀ ନିଖୋଜ, ମନ୍ତ୍ରୀ ଜବାବ ଦେଲେ- ‘ମୁଁ ଆମେଠିରେ ଅଛି, ରାହୁଲ ଗାନ୍ଧିଙ୍କୁ ଆମେରିକାରେ ଖୋଜ’

କଂଗ୍ରେସ ଓ ବିଜେପି ମଧ୍ୟରେ ଲାଗିଛି ସାଂଘାତିକ ଟ୍ୱିଟର ୱାର । କଂଗ୍ରେସ ପକ୍ଷରୁ ଗତକାଲି ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ସ୍ମୃତି ଇରାନୀ ନିଖୋଜ ଥିବା ନେଇ ପୋଷ୍ଟର ଟ୍ୱିଟ କରାଯାଇଥିଲା। ଏହି ଫଟୋ ଭାଇରାଲ ହେବା ପରେ … Read More

ଦଙ୍ଗାକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ଶାନ୍ତି ଫେରାଇଆଣିବାକୁ ନିଯୁକ୍ତ ହେଲେ ନୂଆ ଡିଜିପି

ଇମ୍ଫାଲ: ମଣିପୁରରେ ଅଶାନ୍ତ ସ୍ଥିତି ଲାଗି ରହିଛି। ବିଭିନ୍ନ ଅଞ୍ଚଳରେ ଲୁଟ୍‌ ଏବଂ ପୋଡ଼ାଜଳା ଯୋଗୁଁ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ତେବେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ଗସ୍ତ ମଧ୍ୟରେ ମଣିପୁରରେ ଏକ ପ୍ରମୁଖ ପ୍ରଶାସନିକ ପରିବର୍ତ୍ତନ ହୋଇଛି। ୧୯୯୩ ବ୍ୟାଚ୍ … Read More

ନିଶା ବିକିଲେ ରାଜଧାନୀରୁ ତଡ଼ିପାର ହେବେ ବେପାରୀ

ଭୁବନେଶ୍ବର: ନିଶା କାରବାର ବିରୋଧରେ କମିଶନରେଟ ପୋଲିସର ଜିରୋ ଟଲରାନ୍ସ। ରାଜଧାନୀରେ ରହିପାରିବେନି ନିଶା ବେପାରୀ। ନିଶା ବିକିଲେ ୬ ମାସ ପାଇଁ ହେବେ ତଡିପାର। ପ୍ରଥମ ଥର ନିଶା ବେପାରିକୁ କରାଗଲା ତଡିପାର। ପୂର୍ବରୁ ପେଶାଦାର ଅପରାଧୀଙ୍କୁ ତଡିପାର କରାଯାଉଥିଲା … Read More

ପାୱାର କଟ ନୁହେଁ ଯାନ୍ତ୍ରିକ ତ୍ରୁଟି ଯୋଗୁ କଟୁଛି ବିଜୁଳି: ଶକ୍ତିମନ୍ତ୍ରୀ

ଭୁବନେଶ୍ୱର: ପାୱାର କଟ ନୁହେଁ ଯାନ୍ତ୍ରିକ ତ୍ରୁଟି ଯୋଗୁ ବିଜୁଳି କାଟ ହେଉଛି। ପାୱାରକଟ ଶବ୍ଦ ବ୍ୟବହାର କରିବା ଭୁଲ। ପାୱାର କଟ ଅର୍ଥ ଆମ ପାଖରେ ଆବଶ୍ୟକତା ଠାରୁ କମ ପାୱାର ଅଛି। ଲୋକଙ୍କୁ ଦେଲା ବେଳେ କାଟିକି ଦେବାକୁ ପାୱାର … Read More

୮୩ ଟଙ୍କା କମିଲା ବ୍ୟବସାୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

ନୂଆଦିଲ୍ଲୀ : ଜୁନ ୧ରୁ ଦେଶରେ ବ୍ୟବସାୟିକ ସିଲିଣ୍ଡର ମୂଲ୍ୟ ୮୩ ଟଙ୍କା ହ୍ରାସ ପାଇଛି । ଏହାଫଳରେ କ୍ରମାଗତ ଭାବେ ବୃଦ୍ଧି ପାଉଥିବା ସିଲିଣ୍ଡର ଦରରୁ ସରକାର ଆଶ୍ୱସ୍ତି ଦେଇଛନ୍ତି। ତେବେ ଏହି ଆଶ୍ବସ୍ତି ସାଧାରଣ ଲୋକଙ୍କୁ ନୁହେଁ ବରଂ … Read More

ଭାରତୀୟ ବାୟୁସେନାର ଟ୍ରେନର୍‌ ବିମାନ ‘କିରଣ’ କ୍ରାସ୍‌

କର୍ଣ୍ଣାଟକରେ ଭାରତୀୟ ବାୟୁସେନାର ପ୍ରଶିକ୍ଷିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ସମୟରେ ବିମାନରେ ଜଣେ ମହିଳାଙ୍କ ସମେତ ଦୁଇଜଣ ପାଇଲଟ୍ ଉପସ୍ଥିତ ଥିଲେ। ସୂଚନା ଅନୁସାରେ, ଦୁର୍ଘଟଣାର ଶିକାର ହୋଇଥିବା ବିମାନ ବାୟୁସେନାର ‘କିରଣ ପ୍ରଶିକ୍ଷିକ ବିମାନ’ ବୋଲି କୁହାଯାଉଛି। ଘଟଣା … Read More

୩୦ ଜିଲ୍ଲାର ୩୦ ହଜାରରୁ ଅଧିକ ଅମଲାଙ୍କ ସମୂହ ଛୁଟି

ଅମଲା ସଂଘର ସମୂହ ଛୁଟି । ଲେବୁଲ ୯ ଦାବିରେ ଆଜିଠାରୁ ରାଜ୍ୟରେ ବିଭିନ୍ନ ବିଭାଗରେ କାର୍ଯ୍ୟରତ ଅମଲାମାନେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୂହ ଛୁଟିରେ ଯାଇଛନ୍ତି । ୩୦ଟି ଯାକ ଜିଲ୍ଲାର ୩୦ ହଜାରରୁ ଅଧିକ ଅମଲା ଏହି ସମୂହ … Read More

୧୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ତହସିଲ୍ ଅଫିସର କନିଷ୍ଠ ରାଜସ୍ବ ସହାୟକ

ଘଟଗାଁ: ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଘଟଗାଁ ତହସିଲ୍ ଅଫିସର କନିଷ୍ଠ ରାଜସ୍ବ ସହାୟକ(ଜେଆରଏ) ଦେବାଶିଷ ପଣ୍ଡା। ସୂଚନା ଅନୁଯାୟୀ, ବିଭାଜନ ପଟ୍ଟା (ଆରଓଆର) ପ୍ରଦାନ ପାଇଁ ଘଟଗାଁ ତହସିଲ୍ ଅଫିସର କନିଷ୍ଠ ରାଜସ୍ବ … Read More