ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ ଖୋଲିଲା, ୧୬ ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ
ସମ୍ବଲପୁର : ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍ । ପୂର୍ବରୁ ୧୨ ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି … Read More
