ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍, ଲୁଟେରାଙ୍କୁ ଅଟକାଇବାକୁ ଯାଇ ମ୍ୟାନେଜର ଆହତ
ବାଲେଶ୍ଵର: ବାଲେଶ୍ଵର ସଦର ଥାନା ରସାଳପୁର ଛକରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ରୁ ଲୁଟ୍ । ଆଜି ଅପରାହ୍ନରେ ୪ ଜଣ ଲୁଟେରା ବ୍ୟାଙ୍କ୍ ଭିତରକୁ ବନ୍ଧୁକ ଧରି ପ୍ରଵେଶ କରିଥିଲେ । ବ୍ୟାଙ୍କ ଭିତରେ ଆତଙ୍କ ରଚିବା ସହ ବ୍ୟାଙ୍କରୁ … Read More
