ବଙ୍ଗୋପସାଗରରେ ଭୂକମ୍ପ ଝଟକା, ଥରିଲା ବିଶାଖାପାଟଣା
ବିଶାଖାପାଟଣା : ଆଜି ସକାଳେ ବଙ୍ଗୋପସାଗରରେ ଭୂକମ୍ପ ଝଟକା । ଯାହାର ତୀବ୍ରତା ୪.୫ ଥିବା ଜଣାପଡିଛି । ଭୂମିକମ୍ପର ପ୍ରଭାବ ବିଶାଖାପାଟଣା ସହର ଏବଂ ଆଖପାଖ ଅଞ୍ଚଳରେ ସବୁଠାରୁ ଅଧିକ ଅନୁଭୂତ ହୋଇଥିଲା। ସହରର ଅନେକ ସ୍ଥାନରେ ଅନୁଭୂତ ହୋଇଛି । … Read More
