ବିଶ୍ୱବ୍ୟାପୀ ରଥଯାତ୍ରାକୁ ନେଇ ଇସ୍କନର ସ୍ପଷ୍ଟୀକରଣ, ଜାରି ହେଲା ପ୍ରେସ୍ ବିବୃତ୍ତି

ଭୁବନେଶ୍ବର: ଶାସ୍ତ୍ର ସମ୍ମତ ଏବଂ ମହାପ୍ରଭୁଙ୍କ ପ୍ରକୃତ ଭାବଧାରାରେ ସୀମିତ । ବିଶ୍ୱବ୍ୟାପୀ ରଥଯାତ୍ରାକୁ ନେଇ ସ୍ପଷ୍ଟୀକରଣ ରଖିଲା ଇସ୍କନ । ବିଶ୍ୱର ବିଭିନ୍ନ ସ୍ଥାନରେ ଆୟୋଜିତ ହେଉଥିବା ରଥଯାତ୍ରା ଉତ୍ସବକୁ ନେଇ ସୃଷ୍ଟି ହୋଇଥିବା ପ୍ରଶ୍ନ ଓ ଚର୍ଚ୍ଚା ଉପରେ ଆଜି … Read More

ବନ୍ଧା ହେଲେ ନକଲି ସରକାରୀ ଅଧିକାରୀ

ଭୁବନେଶ୍ବର: ରାଜଧାନୀରେ ବନ୍ଧା ହେଲେ ନକଲି ସରକାରୀ ଅଧିକାରୀ । ସଚିବାଳୟର ଇନକ୍ବାରି ଅଫିସର ପରିଚୟ ଦେଇ କରୁଥିଲା ଠକେଇ । ସୁଟ୍ ବୁଟ୍ ପିନ୍ଧି ସରକାରୀ କ୍ଷମତାର ଭୟ ଦେଖାଇ ପୁରୀ, କୋଣାର୍କ ଓ ଖୋର୍ଦ୍ଧାର ବିଭିନ୍ନ ସ୍ଥାନରେ ରେଡ୍ କରୁଥିଲା … Read More

ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଅନୁଗୁଳ: ପ୍ରେମ ବ୍ୟାପାରକୁ ନେଇ ଆକ୍ରମଣ । ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ଅନୁଗୁଳ ଜିଲ୍ଲା ସଦର ଥାନା ଅଞ୍ଚଳରେ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ବନ୍ଧ ଉପର ସାହି ଗାଁର ହେମନ୍ତ ବେହେରା । ହେମନ୍ତ କୌଣସି … Read More

ମହାନଦୀକୁ ଡେଇଁଲେ ନାବାଳିକା, ମିଳୁନି ପତ୍ତା

ସମ୍ବଲପୁର: ସମ୍ବଲପୁର ସହରରେ ଏକ ଦୁଃଖଦ ଘଟଣା ଘଟିଛି । ମହାନଦୀକୁ ଡେଇଁ ନାବାଳିକା ନିଖୋଜ । ସମ୍ବଲପୁର ସହରର ଚାଉଁରପୁର ପୋଲ ଉପରୁ ମହାନଦୀକୁ ଡ଼େଇଁ ନାବାଳିକା ନିଖୋଜ ଅଛନ୍ତି । ଏବେବି ମିଳୁନି ପତ୍ତା । ନାବାଳିକା ଜଣକ ସହରର … Read More

ଶ୍ରୀମନ୍ଦିର ପ୍ରଶାସନର କଡ଼ା ନିୟମ, ରଥ ଉପରେ ମୋବାଇଲ ବ୍ୟବହାର ମନା

ପୁରୀ: ସୁବ୍ୟବସ୍ଥିତ ରଥଟଣା ପାଇଁ ଶ୍ରୀମନ୍ଦିର ପ୍ରଶାସନର କଡ଼ା ନିୟମ । ତିନି ରଥ ଉପରେ ରହିବେନି ଛଦ୍ମବେଶୀଧାରୀ ସେବାୟତ । କୌଣସି ସେବାୟତଙ୍କ ସହାୟତାରେ ରଥକୁ ଚଢ଼ିବେନି ଶ୍ରଦ୍ଧାଳୁ । ରଥ ଉପରେ ମୋବାଇଲ ଫୋନ୍ ବ୍ୟବହାର ସମ୍ପୂର୍ଣ୍ଣ ମନା । … Read More

ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ତଳସରା ଥାନା ଅନ୍ତର୍ଗତ ବାଣ୍ଡେଗା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଏବଂ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ଘଟଣାଟି ଶନିବାର ବିଳମ୍ବିତ ରାତିରେ ଘଟିଛି। ଛତିଶଗଡ଼ର ବାସିନ୍ଦା ଏହି ନାବାଳିକା ବାଣ୍ଡେଗାରେ ତାଙ୍କ … Read More

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ; ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା

ପୁରୀ:ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ । ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା ଘଟଗାଁ ଥାନା ହୁଣ୍ଡାପିଟା ଗ୍ରାମର ପ୍ରଦୀପ ମହାନ୍ତ ଆଉ ଘରକୁ ଫେରିପାରିଲେନି।  ଘଟଣା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଦିବଙ୍ଗତ ଆତ୍ମାର … Read More

ଉଦଳାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା: ଆଜଠାରୁ ଉଦଳାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଉଦଳାରୁ ଭୁବନେଶ୍ୱର ଚାଲୁଥିବା ଏକ ଯାତ୍ରୀବାହୀ ବସର କଣ୍ଡକ୍ଟର ରବୀନ୍ଦ୍ର ପରିଚ୍ଛାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା । ତେବେ ଅଭିଯୁକ୍ତମାନଙ୍କୁ ଗିରଫ କରା ଯାଉନଥିବାରୁ ଆଜି ଉଦଳା ମଟର … Read More

ଦଳିତ ଯୁବକଙ୍କୁ ବନ୍ଦ କୋଠରୀରେ ୩ ଦିନ ଧରି ଅମାନୁଷିକ ନିର୍ଯାତନା

ବ୍ରହ୍ମପୁର: ରେଶମ ସହର ବ୍ରହ୍ମପୁର ଓ ଏହାର ଆଖପାଖ ଅଞ୍ଚଳରେ ଅପରାଧୀଙ୍କ ଦାଦାଗିରି ଏବେ ସବୁ ସୀମା ପାର୍ କରିଯାଇଛି। ବ୍ରହ୍ମପୁର ସଦର ଥାନା ଅଞ୍ଚଳରୁ ଏକ ଅତି ବର୍ବର ତଥା ଛାତିଥରା ଘଟଣା ସାମ୍ନାକୁ ଆସିଛି, ଯାହାର ଏକ ଭିଡିଓ … Read More

ରଥଯାତ୍ରାରେ ମୁତୟନ ହେବେ କେନ୍ଦ୍ରୀୟ ଫୋର୍ସ: ୧୫ କମ୍ପାନୀ ଯବାନ ସମ୍ଭାଳିବେ ମହାପ୍ରଭୁଙ୍କ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପୁରୀ ଏବେ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଆସନ୍ତା ଜୁଲାଇ ୧୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଏହି ମହାପର୍ବକୁ ଶାନ୍ତିପୂର୍ଣ୍ଣ ଏବଂ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ଲାଗି ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ … Read More