ଖୋଲିଲା ହୀରାକୁଦର ୧୦ଟି ଗେଟ୍

ସମ୍ବଲପୁର : ମୋଟ୍ ୧୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି। ପ୍ରଥମ ପର୍ଯ୍ୟାୟରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଇଥିଲା। ପରେ ଖୋଲିଲାଆଉ ୬ଟି ଗେଟ୍। ହୀରାକୁଦ ନଦୀବନ୍ଧରେ ଜଳସ୍ତର ଅପ୍ରତ୍ୟାଶିତ ଭାବେ ବୃଦ୍ଧି ପାଉଥିବା ବେଳେ … Read More

ପଥର ବୋଝେଇ ଟ୍ରକ ଉପରକୁ ୫ ରାଉଣ୍ଡ ଗୁଳି ମାଡ

ସୁନ୍ଦରଗଡ଼: ସୁନ୍ଦରଗଡ଼ କୁତ୍ରାରେ ଫୁଟିଲା ଗୁଳି । ଏକ ପଥର ବୋଝେଇ ଟ୍ରକ ଉପରକୁ ୫ ରାଉଣ୍ଡ ଗୁଳି ମାଡ କରି ଦୁର୍ବୃତ୍ତ ଫେରାର । ସୌଭାଗ୍ୟବଶତଃ ଗୁଳିମାଡ଼ରୁ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସୂଚନା ଅନୁସାରେ ଖତକୁର ବାହାଲରୁ ପଥର … Read More

ଚିଲିକାରେ ଫସିଲା ଲଞ୍ଚ: ୫୦ରୁ ଅଧିକ ଯାତ୍ରୀ ଉଦ୍ଧାର

ଚିଲିକା: ମଝି ଚିଲିକାରେ ଅଟକିଲା ଯାତ୍ରୀବାହୀ ଲଞ୍ଚ । ବାଲୁଗାଁ ଠାରୁ କୃଷ୍ଣପ୍ରସାଦ ଗଡ଼ ଅଭିମୁଖେ ଆସୁଥିବା ଯାତ୍ରୀବାହୀ ଲଞ୍ଚ ଯାନ୍ତ୍ରିକ ତ୍ରୁଟି ଯୋଗୁ ଚିଲିକା ମଧ୍ୟରେ ଅଟକି ରହିଥିବା ଜଣାପଡିଛି । ସୂଚନା ଅନୁସାରେ, ବାଲୁଗାଁରୁ କୃଷ୍ଣପ୍ରସାଦଗଡ ଜେଟି ଅଭିମୁଖେ ଯାଉଥିବା … Read More

୭ ଦିନ ହେଲା ସମୁଦ୍ରରେ ନିଖୋଜ ଟ୍ରଲର, ମିଳୁନି ୧୫ ମତ୍ସ୍ୟଜୀବୀଙ୍କ ପତ୍ତା

ଜଳେଶ୍ୱର : ଇଲିସି ମାଛ ଧରିବାକୁ ଯାଇ ଗଭୀର ସମୂଦ୍ର ରେ ନିଖୋଜ ହେଲେ ୧୫ ଜଣ ମତ୍ସ୍ଯଜିବୀ । ଗତ ଜୁଲାଇ ୨ ତାରିଖରେ ଟ୍ରଲର ନେଇ ଗଭୀର ସମୁଦ୍ରକୁ ମାଛ ଧରିବା ପାଇଁ ବାହାରିଥିଲେ ମତ୍ସ୍ଯଜିବୀ । ମାଆ କାଳୀ … Read More

ବିମାନର ସୁରକ୍ଷିତ ଉଡ଼ାଣ ପାଇଁ ବିଏମସିର ବଡ଼ ପଦକ୍ଷେପ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ବିମାନର ସୁରକ୍ଷିତ ଉଡ଼ାଣ ଓ ଅବତରଣକୁ ଦିଆଯାଇଛି ସର୍ବୋଚ୍ଚ ପ୍ରାଥମିକତା। ବିମାନର ସୁରକ୍ଷିତ ଉଡ଼ାଣ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ନେଇଛି ବଡ଼ ପଦକ୍ଷେପ । ବିମାନ ଚଳାଚଳରେ ବାଧା ସୃଷ୍ଟି କରିପାରୁଥିବା … Read More

ଆସୁଛି ଆଉ ଏକ ଲଘୁଚାପ: ୧୨ ଯାଏଁ ଭିଜିବ ସାରା ରାଜ୍ୟ, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହ ସ୍ବଳ୍ପ ଧରଣର ବର୍ଷା ମଧ୍ୟ ହେଉଛି। ଆସନ୍ତା ୧୨ ତାରିଖରେ ରାଜ୍ୟରେ ପୁଣି ବର୍ଷା ବଢ଼ିପାରେ। । ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । … Read More

କଲକାତାରେ ରାଲି ବେଳେ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା, ଭାଇରାଲ ହେଲା ଭିଡିଓ

କଲକାତା:ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଟିଏମସି ରାଲିକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟରେ ଏବେ ଆଉ ଏକ ଘଟଣା ଚର୍ଚ୍ଚାରେ ରହିଛି। ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜଣେ ଦଳୀୟ କର୍ମୀଙ୍କୁ ସର୍ବସମ୍ମୁଖରେ ଚାପୁଡ଼ା ମାରୁଥିବା ଏକ ଭିଡିଓ … Read More

ବିଦ୍ୟୁତ୍ ଆଘାତ ଲାଗି ଦମ୍ପତିଙ୍କ ସହ ୨ ସନ୍ତାନଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ସତାରା ଜିଲ୍ଲାରୁ ଏକ ହୃଦୟବିଦାରକ ଦୁର୍ଘଟଣା ସାମ୍ନାକୁ ଆସିଛି । ଜିଲ୍ଲାର ଫଳଟନ ତାଲୁକାର ଖାମଗାଁରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗୋଟିଏ ପରିବାରର ୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ଦମ୍ପତି ଏବଂ ସେମାନଙ୍କର … Read More

ଭୁଶୁଡ଼ିଲା ୩ ମହଲା କୋଠା, ଅନେକ ଲୋକ ଦବିଥିବା ଆଶଙ୍କା

ପୁଣେ : ପ୍ରବଳ ବର୍ଷା ଯୋଗୁଁ ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳ କ୍ଷୟକ୍ଷତି ହୋଇଛି । ମହାରାଷ୍ଟ୍ରରେ ଅନେକ ସ୍ଥାନରେ ଗୋଟିଏ ପରେ ଗୋଟିଏ ଅଘଟଣ ଚାଲିଛି । ପୁଣେରେ ଏକ ବିଲିଡିଂ ଭୁଶୁଡ଼ିବା ଯୋଗୁଁ ଅନେକ ଲୋକ ଦବିଥିବା ଆଶଙ୍କା କରାଯାଉଛି … Read More

ଟାୟାର ପମ୍ପଚର ସଜାଡ଼ିବା ବେଳେ ଚଢ଼ିଗଲା ଟ୍ରକ, ୪ ମୃତ

ଉତ୍ତରପ୍ରଦେଶ : ଉତ୍ତର ପ୍ରଦେଶ କୌଶାମ୍ବୀ ଜିଲ୍ଲା ପ୍ରୟାଗରାଜ-କାନପୁର ହାଇଓେ୍ବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଅଜ୍ଞାତ ପିକଅପ୍ ଗାଡିର ଟାୟାର ପମ୍ପଚର ହୋଇଥିବାରୁ ଏମାନେ ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଏକ ଟ୍ରକ ପଛରୁ ଆସି ଧକ୍କା ଦେଇଥିଲା … Read More