କେରଳରେ ଭୂସ୍ଖଳନ; ୩ ମୃତ, ୧୦ରୁ ଉର୍ଦ୍ଧ୍ୱ ଗୁରୁତର

ୱାୟନାଡ଼: କେରଳମରେ ପୁଣି ରଚିଲା ପ୍ରକୃତିର ତାଣ୍ଡବ। ମଙ୍ଗଳବାର ଦିନ କେରଳର ୱାୟନାଡ ଜିଲ୍ଲାର ମେପାଡି ନିକଟ କଲାଡି ମୀନାକ୍ଷୀ ବ୍ରିଜ୍‌ ନିକଟରେ ବଡ଼ ଧରଣର ଭୂସ୍ଖଳନ ହୋଇଛି। ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏପର୍ଯ୍ୟନ୍ତ ୭ ଜଣ ଗୁରୁତର … Read More

ଅଲାରନାଥଙ୍କୁ ଦର୍ଶନ କଲେ ରାଜ୍ୟପାଳ

ବ୍ରହ୍ମଗିରି :  ଅଲାରନାଥଙ୍କୁ ଦର୍ଶନ କଲେ ରାଜ୍ୟପାଳ । ଅଲାରନାଥଙ୍କୁ ଦର୍ଶନ କଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି। ବ୍ରହ୍ମଗିରି ଅଲାରନାଥ ମନ୍ଦିରରେ ପହଞ୍ଚିବା ପରେ ଜିଲ୍ଲାପ୍ରଶାସନ ତରଫରୁ ଫୁଲତୋଡ଼ା ଦେଇ ସ୍ୱାଗତ କରାଯାଇଥିଲା ।  ସିଂହଦ୍ୱାର ସମ୍ମୁଖରେ ସେବାୟତ ନିଯୋଗ ତରଫରୁ ଖଣ୍ଡୁଆ, … Read More

ରଥଯାତ୍ରା ପାଇଁ NSG କମାଣ୍ଡୋର ମକଡ୍ରିଲ୍, ଆତଙ୍କୀ କାର୍ଯ୍ୟକଳାପକୁ ପ୍ରତିହତ କରିବାକୁ ଅଭ୍ୟାସ

ପୁରୀ : ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ NSG କମାଣ୍ଡୋର ମକଡ୍ରିଲ୍ । ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ NSG କମାଣ୍ଡୋ ଓ NDRF ଟିମ ପକ୍ଷରୁ ମକଡ୍ରିଲ କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷା ସହ ସମ୍ଭାବ୍ୟ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରତିହତ କରିବାକୁ … Read More

ସ୍ଥଗିତ ରହିଲା ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ପ୍ରସ୍ତୁତ ଆନିମେସନ୍ ଫିଲ୍ମ ’ମହାପ୍ରଭୁ ଜଗନ୍ନାଥ’

ପୁରୀ : ମହାପ୍ରଭୁଙ୍କୁ ନେଇ ପ୍ରସ୍ତୁତ ହୋଇଛି କପୋଳକଳ୍ପିତ ଆନିମେସନ କାହାଣୀ । କଠୋର ହେଲା ଶ୍ରୀମନ୍ଦିର ପ୍ରଚାର ପ୍ରସାର ଉପସମିତି। ସ୍ଥଗିତ ରହିଲା ଶ୍ରୀଜଗନ୍ନାଥଙ୍କୁ ନେଇ ଫୁଲ ଫିଚର୍ ଆନିମେସନ୍ ଫିଲ୍ମ ମହାପ୍ରଭୁ ଜଗନ୍ନାଥ । ୧୦ତାରିଖରେ ରିଲିଜ୍ ହେବାକୁ ଥିବା … Read More

କାଣୀ ନଦୀରେ ୩୦ ଫୁଟର ଘାଇ, ଜମିରେ ପଶିଲା ବନ୍ୟା ଜଳ

ଯାଜପୁର ଟାଉନ : ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀରେ ପ୍ରବେଶ କରିଛି ପ୍ରଥମ ବନ୍ୟାଜଳ । ଫଳରେ ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ବୈତରଣୀ ନଦୀ ଶାଖା କାଣୀ ନଦୀର କଣ୍ଟପଡା ଠାରେ ୩୦ ଫୁଟର ଘାଇ ସୃଷ୍ଟି ହୋଇଛି । … Read More

ଟିଟିଲାଗଡ଼ରେ ଆଦିବାସୀ ସଂଘର ମହାମେଳି; ସହରରେ ପୁଲିସ ଛାଉଣୀ

ଟିଟିଲାଗଡ଼: କେନ୍ଦ୍ର ଏବଂ ରାଜ୍ୟ ସରକାର ଆଦିବାସୀଙ୍କୁ କ୍ରମାଗତ ଭାବରେ ଅବହେଳା କରୁଥିବା ଅଭିଯୋଗ କରି ଆଜି ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଏକ ବିଶାଲ ମେଳି ଓ ରାଲି ପୁଲିସ ପ୍ରଶାସନର ନିଦ ହଜେଇ ଦେଇଥିବା ଦେଖାଯାଇଥିଲା। … Read More

ଗଛରୁ ଝୁଲନ୍ତା ଅବସ୍ଥାରେ କଲରାପତରିଆ ବାଘର ମୃତଦେହ ଉଦ୍ଧାର

ଆସ୍କା: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ କଲରା ପତରିଆ ମୃତଦେହ ଉଦ୍ଧାର ହୋଇଛି । ଶିକାରୀ ଫାସ ବସାଇଥିବା ବେଳେ ଫାସରେ ଲାଗି ବାଘଟିର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ … Read More

ଭୁବନେଶ୍ୱର ଏୟାରପୋର୍ଟରୁ ୫ କୋଟିର ମାରିଜୁଆନା ଜବତ କଲା ଡିଆରଆଇ ଓ କଷ୍ଟମ ବିଭାଗ

ଭୁବନେଶ୍ୱର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ପୁଣି ମାରିଜୁଆନା ଜବତ ହୋଇଛି । ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ବିପୁଳ ପରିମାଣର ମାରିଜୁଆନ ଜବତ କରିଛି ଡିଆରଆଇ ଓ କଷ୍ଟମ ବିଭାଗ । ବ୍ୟାଙ୍କକ୍‌ ରୁ ଆସୁଥିବା ଜଣେ … Read More

ସହରାଞ୍ଚଳରେ ବଡ଼ ଡ୍ରେନ୍‌ କଡ଼ରେ ହେବ ବ୍ୟାରିକେଡ୍: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ଏବେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଏହି ସମୟରେ ସହରାଞ୍ଚଳରେ ଥିବା ବିଭିନ୍ନ ନାଳର ମରାମତି କାମ ସହ ପଙ୍କ ଉଦ୍ଧାର ଏବଂ ସଫେଇ କାର୍ଯ୍ୟ ପ୍ରାୟ ଶେଷ ହୋଇଛି । ସହରାଞ୍ଚଳରେ ଜଳବନ୍ଦୀ ସ୍ଥିତିକୁ ଦୃଷ୍ଟିରେ … Read More

ଶିଶୁ ବାଟିକା ପାଇଁ ରାଜ୍ୟରେ ନିଯୁକ୍ତ ହେବେ ୭୨୩୪ ଶିକ୍ଷକ

ଭୁବନେଶ୍ୱର: ଗତ ଶିକ୍ଷା ବର୍ଷରୁ ରାଜ୍ୟରେ ଲାଗୁ ହୋଇଥିଲା ଶିଶୁ ବାଟିକା। ରାଜ୍ୟର ୪୫ ହଜାର ସ୍କୁଲରେ ଆରମ୍ଭ ହୋଇଛି ଶିଶୁ ବାଟିକା ଶ୍ରେଣୀ । ଅଙ୍ଗନବାଡ଼ିରୁ ସିଧା ପ୍ରଥମ ଶ୍ରେଣୀ ନୁହେଁ ଶିଶୁବାଟିକାରେ ନାମ ଲେଖାଇଥିଲେ ଛାତ୍ରଛାତ୍ରୀ । ପ୍ରାଥମିକ … Read More