ମୌସୁମୀ ଓ ଏଲନିନୋ ମୁକାବିଲା ପାଇଁ ପ୍ରସ୍ତୁତ ରଣନୀତି ଉପରେ ଆଲୋଚନା
ଭୁବନେଶ୍ୱର : ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଚଳିତ ବର୍ଷ ରାଜ୍ୟରେ ସ୍ଵାଭାବିକଠାରୁ କମ୍ ବର୍ଷା ଏବଂ ଏଲନିନୋ ପ୍ରଭାବ ନେଇ କରାଯାଇଥିବା ଆକଳନକୁ ଦୃଷ୍ଟିରେ ରଖି ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଡାକିଥିଲେ। … Read More
