ବଢିଲା ଅଡୁଆ ; ମମତାଙ୍କ ବିରୋଧରେ ମାମଲା ରୁଜୁ

କଲକାତା : ବଢିଲା ମମତାଙ୍କ ଅଡୁଆ। ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କ ସମସ୍ୟା ବଢି ଚାଲିଛି। ଗୋଟିଏ ପଟେ ବିଧାନସଭା ନିର୍ବାଚନରେ ଏକ ବଡ଼ ପରାଜୟ ପରେ ଦଳ ଭିତରେ ଏକ ବଡ଼ ବିଭାଜନ ହୋଇଥିଲା … Read More

ଖାଦ୍ୟରେ ପୋକ ବାହାରିବା ଅଭିଯୋଗରେ କେଏଫସି, ନେସ୍ଲି ଓ ଫ୍ଲିପକାର୍ଟକୁ ନୋଟିସ

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମ ଅଭିଯୋଗରେ ସ୍ୱଚ୍ଛତା ତ୍ରୁଟି ଏବଂ ପ୍ରଦୂଷଣକୁ ଚିହ୍ନଟ କରିବା ପରେ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ ଵା FSSAI ନେସ୍ଲି, କେଏଫସି ଏବଂ ଫ୍ଲିପକାର୍ଟକୁ କାରଣ ଦର୍ଶାଅ ନୋଟିସ ଜାରି କରିଛି। ଯାହାଦ୍ଵାରା … Read More

ପାଞ୍ଚ ମାସରେ ଖାଦ୍ୟ, ପାନୀୟ ଠାରୁ ଆରମ୍ଭ କରି ପରିବହନ ସବୁ କିଛି ହୋଇଛି ମହଙ୍ଗା

ନୂଆଦିଲ୍ଲୀ : ପାଞ୍ଚ ମାସରେ ଖାଦ୍ୟ, ପାନୀୟ ଠାରୁ ଆରମ୍ଭ କରି ପରିବହନ ପର୍ଯ୍ୟନ୍ତ ସବୁ କିଛି ମହଙ୍ଗା ହୋଇଛି। ଖୁଚୁରା ମୁଦ୍ରାସ୍ଫୀତି ପାଞ୍ଚ ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଖାଦ୍ୟ ଏବଂ ପାନୀୟ ଠାରୁ ପରିବହନ ପର୍ଯ୍ୟନ୍ତ ସବୁକିଛି … Read More

କାଳବୈଶାଖୀ ପ୍ରଭାବ ; ବାଦ ପଡ଼ିଲେନି ଭଗବାନ

ଆଠଗଡ : କାଳବୈଶାଖୀ ତାଣ୍ଡବରେ ବାଦ ପଡ଼ିଲେ ନାହିଁ ଭଗବାନ। ଗଛ ପଡ଼ି ଭାଙ୍ଗିଲା ମନ୍ଦିର ଗୃହ। କଟକ ଜିଲ୍ଲା ଆଠଗଡ ବ୍ଲକ କନ୍ଦରପୁର ଅଞ୍ଚଳରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ। ଦୁଇଦିନ ତଳେ ହଠାତ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଥିଲା। … Read More

ଏକାସଙ୍ଗେ ମିଳିବ ୩ ମାସର ଭତ୍ତା ଟଙ୍କା – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ମୋହନ ସରକାରକୁ ପୂରିଲା ୨ ବର୍ଷ। ଏଥିପାଇଁ ଲୋକସେବା ଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅନେକ ବଡ ଘୋଷଣା କରିଛନ୍ତି। ଭତ୍ତା ସମସ୍ୟା ତଥା ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ବଡ … Read More

ଜଗତସିଂହପୁର ମେଡିକାଲ କଲେଜ ପାଇଁ ବଡ଼ ପଦକ୍ଷେପ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାରେ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଆଉ ଏକ ପାଦ ଆଗକୁ ବଢ଼ିଛନ୍ତି ରାଜ୍ୟ ସରକାର। କଲେଜ ପାଇଁ ଆବଶ୍ୟକୀୟ ଜମି ଅଧିଗ୍ରହଣ ପାଇଁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୪ … Read More

ଆଖି ବୁଜିଲେ କନେଷ୍ଟବଳ ଆଶୁତୋଷ ମୃଦଙ୍ଗିଆ

ଭୁବନେଶ୍ବର/ବ୍ରହ୍ମପୁର: ଆଖିବୁଜିଲେ କନେଷ୍ଟବଳ ଆଶୁତୋଷ ମୃଦଙ୍ଗିଆ। ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁବରଣ କରିଥିବା ଜଣାଯାଇଛି। ସେ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଥିଲେ। ଦୁଇ ଦିନ ତଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡ଼ିଯିବାରୁ ତାଙ୍କୁ ଭେଣ୍ଟିଲେଟର୍ରେ ରଖାଯାଇଥିଲା। ମୃତ୍ୟୁ ପୂର୍ବରୁ ତାଙ୍କୁ … Read More

ମହୁମାଛି, ଆକ୍ରମଣରେ ମହିଳା ମୃତ, ୨୦ରୁ ଊର୍ଦ୍ଧ୍ବ ଆହତ

ଭଦ୍ରକ : ମହୁମାଛି ଆକ୍ରମଣରେ ଜଣେ ବିବାହିତ ମହିଳାଙ୍କ ମୃତ୍ୟୂ ଘଟିଛି। ଏହା ସହ ୨୦ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି। ଏପରି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ବ୍ଲକ ସାବରଙ୍ଗ ଥାନା ଏରଡ଼ା ପଞ୍ଚାୟତର ବାସୁଆପଦା ଗାଁରେ। ଗ୍ରାମର ରଜନୀକାନ୍ତ ସାହୁଙ୍କ … Read More

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ଭୁବନେଶ୍ୱର: ମହାକାଳପଡ଼ା ବ୍ଲକ୍‌ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝାଙ୍କ ସମର୍ଥନରେ ବିଜୁ ଜନତା ଦଳ (ବିଜେଡି) ଅଣ୍ଟାଭିଡ଼ିଛି। ସରପଞ୍ଚଙ୍କ ପ୍ରତି ହୋଇଥିବା ଦୁର୍ବ୍ୟବହାର, ଶାରୀରିକ ଆକ୍ରମଣ, ଧମକ ଘଟଣା ଓଡ଼ିଶାରେ ମହିଳା ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନବାଚୀ ସୃଷ୍ଟି କରିଛି … Read More

ଚାଲିଲା ଶିଶୁଶ୍ରମ ନିରାକରଣ ରଥ

ଭୁବନେଶ୍ୱର: ଶିଶୁ ଶ୍ରମିକ ନିୟୋଜନ ଏକ ଅପରାଧ ବୋଲି ଲୋକଙ୍କୁ ସଚେତନ କରାଇବା ନିମନ୍ତେ ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ଏକ ପୋଷ୍ଟର ଓ ଶିଶୁଶ୍ରମ ନିରାକରଣ ରଥର ଶୁଭାରମ୍ଭ କରାଯାଇଛି। ଏହି ରଥ ଜୁନ୍‌ … Read More