୨୪ ମାସରେ ୧୧ଟି ହାଜତ ମୃତ୍ୟୁ, ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇ ତଦନ୍ତର ସାମ୍ନା କରନ୍ତୁ : କଂଗ୍ରେସ

ଭୁବନେଶ୍ୱର: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି)ର ଦୁଇ ବର୍ଷ ପୂର୍ଣ୍ଣ ହୋଇଛି। ରାଜ୍ୟ ସରକାର ନିଜର ସଫଳତା ବଖାଣୁଥିଲେ ମଧ୍ୟ ଏହା ନିଜର ଦୋଷଦୁର୍ବଳତାକୁ ଘୋଡ଼ାଇବାର ଏକ ବାହାନା ବୋଲି କଂଗ୍ରେସ ଆକ୍ଷେପ କରିଛି। କେବଳ ଏହାନୁହେଁ ଦୁଇ ବର୍ଷ … Read More

ଢେଙ୍କାନାଳ ଏସ୍‌ପି ଅଫିସ୍‌ ସମ୍ମୁଖରେ ବାପ-ପୁଅଙ୍କ ଆତ୍ମାହୁତି ଉଦ୍ୟମ, ଉଭୟଙ୍କୁ କାବୁ କଲା ପୋଲିସ

ଢେଙ୍କାନାଳ ୧୨।୬: ଢେଙ୍କାନାଳ ଜିଲ୍ଲା ପୋଲିସ କାର୍ଯ୍ୟାଳୟ ସମ୍ମୁଖରେ ବାପ-ପୁଅ ଆତ୍ମାହୁତି ଉଦ୍ୟମ କରିଛନ୍ତି । ପେଟ୍ରୋଲ ଢାଳି ହୋଇ ଜିଲ୍ଲା ପୋଲିସ କାର୍ଯ୍ୟାଳୟକୁ ଯିବାବେଳେ ଉଭୟଙ୍କୁ ସୁରକ୍ଷିତ ଭାବେ ପୋଲିସ କାବୁ କରି ନେଇଛି । ତାଙ୍କ ଠାରୁ ପେଟ୍ରୋଲ … Read More

ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା କରିଛନ୍ତି। କେଜିରୁ ପିଜି ଦେୟ ମୁକ୍ତ ହେବ। ସେହିପରି ଶିକ୍ଷାକୁ ସାର୍ବଜନୀନ ଓ ଦେୟମୁକ୍ତ କରାଯିବ। ଅର୍ଥାତ୍ କେଜିରୁ ପିଜି ପର୍ଯ୍ୟନ୍ତ … Read More

୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି, ରାଜଧାନୀ ଭୁବନେଶ୍ବରରେ ନୂଆ ରାସ୍ତାର କଲେ ଉଦ୍‌ଘାଟନ

ଭୁବନେଶ୍ବର ୧୨।୬: ଉଦଘାଟନ ହେଲା ଜୟଦେବ ବିହାର ନନ୍ଦନକାନନ ପାରାଲାଲ ରୋଡ୍। ଏକାମ୍ର କାନନରୁ ଚୁନକୋଇଲି ପର୍ଯ୍ୟନ୍ତ ଥିବା ରାସ୍ତାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଦୀର୍ଘ ଦିନ ଧରି ଏହି ରାସ୍ତା ନିର୍ମାଣ ହୋଇପାରୁନଥିଲା । … Read More

ଓଡ଼ିଶାରେ ପ୍ରବେଶ କଲା ମୌସୁମୀ

ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି ଓଡ଼ିଶା ମାଟିରେ ପ୍ରବେଶ କରିଛି। ପହିଲି ରଜର ଦିନକ ପୂର୍ବରୁ ଓଡ଼ିଶାରେ ମୌସୁମୀ ପ୍ରବେଶ କଲା ପରେ ତାପମାତ୍ରା ଏବଂ ଗରମ ସାମାନ୍ୟ ହ୍ରାସ ପାଇଛି। ରାଜ୍ୟର ଉତ୍ତର ଭାଗକୁ ମୌସୁମୀ … Read More

ସାଇବର ଠକେଇର ଶିକାର ହେଲେ ଏସଡିପିଓ, ବ୍ୟାଙ୍କ ଖାତାରୁ ପଳାଇଲା ୯୮ ହଜାର

ଭଦ୍ରକ : ସାଇବର ଠକେଇର ଶିକାର ହୋଇଛନ୍ତି ଭଦ୍ରକ ଜିଲ୍ଲା ଧାମନଗର ଏସଡିପିଓ ଅନିରୁଦ୍ଧ ମୁଦୁଲି। ତାଙ୍କ ବ୍ୟାଙ୍କ ଖାତାରୁ ସାଇବର ଠକମାନେ ୯୮ ହଜାର ୯୨୮ ଟଙ୍କା ଚଳୁ କରି ଦେଇଛନ୍ତି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର … Read More

ଏସ୍‌ଆଇଆର୍‌: ୧୨ ଦିନରେ ୯୪.୩୭% ଭୋଟରଙ୍କ ପାଖରେ ପହଞ୍ଚିଲା ଫର୍ମ

ଭୁବନେଶ୍ୱର: ଓଡ଼ିଶାରେ ଚାଲିଥିବା ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) କାର୍ଯ୍ୟକ୍ରମ ଦ୍ୱାଦଶ ଦିନରେ ବଡ଼ ସଫଳତା ହାସଲ କରିଛି। ରାଜ୍ୟରେ ଏପର୍ଯ୍ୟନ୍ତ ୯୪.୩୭ ପ୍ରତିଶତ ଭୋଟରଙ୍କ ନିକଟରେ ଗଣନା ଫର୍ମ ପହଞ୍ଚାଇବାରେ ବୁଥ୍‌ସ୍ତରୀୟ ଅଧିକାରୀମାନେ ସଫଳ ହୋଇଛନ୍ତି। ସରକାରୀ ସୂଚନା … Read More

‘ଚୁକ୍ତି କରିବାରେ ବିଳମ୍ୱ କରିଦେଲ, ଏବେ ମୂଲ୍ୟ ଦେବାକୁ ପଡ଼ିବ’, ଆକ୍ରମଣ ପରେ ଇରାନକୁ ଟ୍ରମ୍ପଙ୍କ କଡ଼ା ଚେତାବନୀ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଉପରେ ଜୋରଦାର ଆକ୍ରମଣ କଥା କହିଛନ୍ତି । ଟ୍ରୁଥ୍ ସୋସିଆଲର ଏକ ପୋଷ୍ଟରେ ଟ୍ରମ୍ପ ଲେଖିଛନ୍ତି, ଇରାନର ମିଲିଟ୍ରୀ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇସାରିଛି । ଏହାର ଅଧିକାଂଶ ଅଂଶ … Read More

ତାମିଲନାଡୁ ବିଜେପି ସାଧାରଣ ସମ୍ପାଦକ ଅମର ପ୍ରସାଦ ରେଡ୍ଡୀ ଛାଡିଲେ ପାର୍ଟି, ଆନ୍ନାମଲାଇଙ୍କ ସହ ସାମିଲ ହେବେ

ଚେନ୍ନାଇ: ତାମିଲନାଡୁ ବିଜେପିର ପୂର୍ବତନ ପ୍ରଦେଶ ସଭାପତି କେ. ଆନ୍ନାମଲାଇ ପାର୍ଟିର ଇସ୍ତଫା ଦେବାର ମାତ୍ର କିଛିଦିନ ପରେ ବୁଧବାର ପାର୍ଟିର ରାଜ୍ୟ ସାଧାରଣ ସମ୍ପାଦକ ଅମର ପ୍ରସାଦ ରେଡ୍ଡୀ ମଧ୍ୟ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ନିଜ ନିଷ୍ପତ୍ତି ଘୋଷଣା କରି … Read More

ଦେଶରୁ ହଟିବନି କାଗଜ ନୋଟ୍

ନୂଆଦିଲ୍ଲୀ: ଭାରତ ସରକାର ଇଣ୍ଟରନେଟ୍ ମିଡିଆରେ ପ୍ରସାର ହେଉଥିବା ସେହି ସବୁ ଖବରକୁ ଖାରଜ କରିଦେଇଛନ୍ତି ଯେଉଁଥିରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଚଳିତମାସ ଶେଷ ସୁଦ୍ଧା ସବୁ କାଗଜ ନୋଟ ହଟାଇ ଦେଶରେ ପ୍ଲାଷ୍ଟିକ ନୋଟ୍ ପ୍ରଚଳନ କରିବେ ବୋଲି ଦାବି … Read More