ପଶ୍ଚିମ ଏସିଆ ସଙ୍କଟ ମଧ୍ୟରେ କୁଏତ ଆମୀରଙ୍କ ସହ ଫୋନ୍‌ରେ କଥା ହେଲେ ପିଏମ ମୋଦୀ

ନୂଆଦିଲ୍ଲୀ: ପଶ୍ଚିମ ଏସିଆ (West Asia)ରେ ଜାରି ସଙ୍କଟ ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର କୁଏତର ଆମୀର ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜାବେର ଅଲ ସବାହଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି। ଏହି ଆଲୋଚନା ସମୟରେ ଉଭୟ ନେତା … Read More

ଚାକିରି ଦେବା ବାହାନାରେ ଯୁବତୀ ଚାଲାଣ, ବରମୁଣ୍ଡା ବସଷ୍ଟାଣ୍ଡରୁ ଖସିଗଲେ ଦଲାଲ

ଭୁବନେଶ୍ୱର ୦୯।୦୬ : ରାଜଧାନୀରୁ ରାଜ୍ୟ ବାହାରକୁ ଯୁବତୀ ଚାଲାଣ ରାକେଟର ପର୍ଦ୍ଦାଫାଶ ହୋଇଛି। ସୋମବାର ରାତିରେ ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ଜଣେ ନାବାଳିକାଙ୍କ ସମେତ ୩ଜଣ ଯୁବତୀଙ୍କୁ ଫାଣ୍ଡି ପୋଲିସ ଉଦ୍ଧାର କରିଛି। ଖବର ଅନୁଯାୟୀ, କିଛି ଏନଜିଓ କର୍ମଚାରୀ ଯୁବତୀମାନଙ୍କୁ … Read More

୧୧ରୁ ଖସିବ ତାପମାତ୍ରା, କୋପ ଦେଖାଇବ କାଳବୈଶାଖୀ, ୮୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର: ୧୧ରୁ କମିବ ତାପମାତ୍ରା। ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ପବନ ରହିବ। ଏନେଇ ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା … Read More

ହୃଦଘାତରେ ଆଖିବୁଜିଲେ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଭୋଇ ସେବକ

ପୁରୀ ୯।୬: ରଥ ଖଳାରେ ଶୋକାକୁଳ ପରିବେଶ । ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଜଣେ ଭୋଇ ସେବକ ହୃଦଘାତରେ ମୃତ୍ୟୁ ହୋଇଛି । ମୃତ ଭୋଇ ସେବକ ହେଉଛନ୍ତି ଧୋବା ଭୋଇ। ସେ ତାଳଧ୍ବଜ ରଥ ନିର୍ମାଣ କାର୍ଯ୍ୟରେ … Read More

ଫାର୍ମାସି ରେଜିଷ୍ଟ୍ରେସନ୍ ସାର୍ଟିଫିକେଟ୍ ଦେବାକୁ ନେଉଥିଲେ ଲାଞ୍ଚ : ଦୁଇ ଗିରଫ

ଭୁବନେଶ୍ବର ୯।୬: ଫାର୍ମାସି ରେଜିଷ୍ଟ୍ରେସନ୍ ସାର୍ଟିଫିକେଟ୍ ଦେବାକୁ ନେଉଥିଲେ ଲାଞ୍ଚ । ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁଇ ଗିରଫ । ଓଡ଼ିଶା ଫାର୍ମାସି କାଉନସିଲ୍ର ବରିଷ୍ଠ ସହାୟକ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଏବଂ ତାଙ୍କ ସହଯୋଗୀ … Read More

ସୁରକ୍ଷା ବାହିନୀକୁ ବଡ଼ ସଫଳତା ; ବିପୁଳ ପରିମାଣର ମାଓ ସାମଗ୍ରୀ ଓ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ମାଓବାଦୀଙ୍କ ବିରୋଧରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା। ମିଳିତ ତଲାସୀ ଅଭିଯାନ ସମୟରେ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ଅସ୍ତ୍ରଶସ୍ତ୍ର ଜବତ କରିଛି ପୁଲିସ। ଜବତ ସାମଗ୍ରୀ ମଧ୍ୟରେ ବନ୍ଧୁକ, ବିସ୍ଫୋରକ ସାମଗ୍ରୀ ଏବଂ … Read More

ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀଙ୍କୁ ନିଲମ୍ବିତ କଲେ ରାଜ୍ୟ ସରକାର

ଭୁବନେଶ୍ଵର:ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ। ଦୁର୍ନୀତି ଅଭିଯୋଗରେ ରାଜ୍ୟ ସରକାର ନେଇଛନ୍ତି ବଡ଼ କାର୍ଯ୍ୟାନୁଷ୍ଠାନ। ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର । ବରଗଡ଼ ଜଳସେଚନ ଡିଭିଜନର ସୁପରିଣ୍ଟେଣ୍ଡଣ୍ଟ ଇଞ୍ଜିନିୟର ମଦନ ମୋହନ ସେଠୀ, ଭେଡେନ ଜଳସେଚନ ସବ … Read More

‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ ଯେ ଓଡିଶାର ହସ୍ତତନ୍ତ … Read More

ରମ୍ଭାଦେଇପୁର ନାବାଳିକାଙ୍କ ’ଦାହମୃତ୍ୟୁ’ ମାମଲା, ପୁଲିସ ଅବହେଳା ଜଳଜଳ

ଜଗତସିଂହପୁର: ଜଗତସିଂହପୁର ଥାନା ଅନ୍ତର୍ଗତ ରମ୍ଭାଦେଇପୁରରେ ନାବାଳିକା ପୋଡ଼ି ହୋଇ ମୃତ୍ୟୁ ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସିଛି। ମେଡିକାଲ ପକ୍ଷରୁ ଘଟଣା ଦିନ(ମଇ ୨୩) ସୂଚନା ଦିଆ ଯାଇଥିବା ସତ୍ତ୍ବେ ପୁଲିସ ପକ୍ଷରୁ ସେପରି କୌଣସି ତତ୍ପରତା ପ୍ରକାଶ ପାଇ … Read More

ଦୀଘା ଜଗନ୍ନାଥ ମନ୍ଦିର ନେଇ ଓଡ଼ିଶା ସରକାରଙ୍କ ପ୍ରସ୍ତାବକୁ ସ୍ବାଗତ କଲେ ଶୁଭେନ୍ଦୁ ଅଧିକାରୀ

ଭୁବନେଶ୍ବର: ପଶ୍ଚିମବଙ୍ଗର ଦୀଘାରେ ନିର୍ମିତ ଜଗନ୍ନାଥ ମନ୍ଦିରକୁ ଆଉ ‘ଧାମ’ କୁହାଯିବ ନାହିଁ। ପଶ୍ଚିମବଙ୍ଗର ପୂର୍ବତନ ସରକାର ରଖିଥିବା ଏହି ‘ଧାମ’ ଶବ୍ଦକୁ ହଟାଇବାକୁ ବର୍ତ୍ତମାନର ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଆଜି ଏହି ବଡ଼ … Read More