ଚାଲିଛି ସୁଭଦ୍ରା ହିତାଧିକାରୀଙ୍କ ସ୍କିଲ ମ୍ୟାପିଂ, ୬୦ ବର୍ଷ ଟପିଲେ ଭତ୍ତା ପୋର୍ଟାଲକୁ ଆପେ ଯିବ ନାଁ

ଭୁବନେଶ୍ୱର : ସୁଭଦ୍ରା ହିତାଧିକାରୀଙ୍କ ସ୍କିଲ ମ୍ୟାପିଂ ହେଉଛି  ।  ଯାହା ପାଖରେ ଦକ୍ଷତା ଥିବ ଏଆଇ ଆଧାରରେ ଅନୁଧ୍ୟାନ କରି ଅନ୍ୟ ବିଭାଗ ସହ ମିଶି ମହିଳାଙ୍କ ଅର୍ଥନୈତିକ ପ୍ରଗତି ପାଇଁ କାମ କରାଯିବ ।   ଏହା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ … Read More

ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲା ବନ ବିଭାଗ, ୮ ଗିରଫ

ରାୟଗଡା : ବାଘ ଛାଲ ଜବତ, ୮ ଗିରଫ ।  ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲା ବନ ବିଭାଗ ।  ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବନାଞ୍ଚଳ ଅଧିନରେ ଥିବା ରିବଲକଣାରେ ବନ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ଗୋଟିଏ … Read More

ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼

ଭୁବନେଶ୍ୱର  :  ଅସହ୍ୟ ଗରମରୁ ମିଳିଲା ସାମାନ୍ୟ ଆଶ୍ବସ୍ତି ।  ଭୁବନେଶ୍ବରରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ।  କୁଆପଥର ବର୍ଷା ଯୋଗୁ ଗରମରୁ ମିଳିଲା ସାମାନ୍ୟ ଆଶ୍ବସ୍ତି।  ରାଜଧାନୀରେ ତାଣ୍ଡବ ରଚିଲା କାଳବୈଶାଖୀ ।  ପବନରେ ଭାଙ୍ଗିଲା ଗଛ, ଉଡ଼ିଲା … Read More

ସର୍ପାଘାତରେ ଚାଲିଗଲା ୨ ଜୀବନ

ଅନୁଗୋଳ: ସାପ କାମୁଡ଼ାରେ ଦୁଇ ମୃତ। ଅନୁଗୋଳ ଜିଲ୍ଲା ବନ୍ତଳା ଅଞ୍ଚଳରେ ପୃଥକ ପୃଥକ ସ୍ଥାନରେ ସାପ କାମୁଡାରେ ଦୁଇ ଜଣଙ୍କ ମୃତ୍ୟୁ । ପୋକତୁଙ୍ଗା ଷଣ୍ଢଛକ ସାହିରେ ସାପ କାମୁଡାରେ ଜଣେ ମହିଳା ମୃତ । ଶରଧାପୁର ପଞ୍ଚାୟତ ବେତର ଗାଁରେ … Read More

ବୃଦ୍ଧାକୁ ଦଳି ଦେଲା ହାତୀ

ବଣାଇ: ଶୌଚ କରିବାକୁ ଯାଉଥିବା ବେଳେ ସାମ୍ନାକୁ ଆସିଲା ହାତୀ । ନିର୍ମମ ଭାବେ ବୃଦ୍ଧାଙ୍କୁ ମାରିଲା । ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳ ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ଛଅ ଟିକିଆ ହାତୀ ଦଳ ଆସିଥିବା ବେଳେ ବନ ବିଭାଗ … Read More

ITDA ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଏକକାଳୀନ ୯ଟି ସ୍ଥାନରେ ରେଡ୍

ଭୁବନେଶ୍ବର: ITDA ଯନ୍ତ୍ରୀଙ୍କ ବିଲଡିଂ ନିଶା । ବାଲିଗୁଡା ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ କଟକ ଭିଜିଲାନ୍ସର ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲିଗୁଡ଼ା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ … Read More

ବିଦ୍ୟୁତ ଖୁଣ୍ଟରେ ଚଢ଼ି କାମ କରୁଥିବା ବେଳେ ଚାଲିଗଲା ଆଉଟ୍ ସୋର୍ସିଂ କର୍ମଚାରୀଙ୍କ ଜୀବନ

ଭଞ୍ଜନଗର: ଭଞ୍ଜନଗରରେ ଘଟିଛି ବଡ଼ ଅଘଟଣ । ବିଦ୍ୟୁତ ଖୁଣ୍ଟରେ ଚଢ଼ି କାମ କରୁଥିଲେ ହେଲେ ଜୀବନ ଚାଲିଯିବ ବୋଲି ଜାଣିନଥିଲେ । ଏକଥା ଆପଣ ବି ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ । ବିଦ୍ୟୁତ ଖୁଣ୍ଟରେ କାମ କରୁଥିବା ବେଳେ ଭଞ୍ଜନଗର … Read More

ବଜ୍ରାଘାତରେ ଦମ୍ପତିଙ୍କ ମୃତ୍ୟୁ

ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ରୁଟିଶିଳା ଗ୍ରାମରେ ବଜ୍ରାଘାତରେ ସ୍ୱାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ଦମ୍ପତି ହେଲେ ବାଣେଶ୍ୱର ନାଏକ(୫୮) ଓ ତାଙ୍କ ସ୍ତ୍ରୀ ସଞ୍ଜୁଲତା ନାଏକ(୫୦)।         ଉଭୟ ସ୍ୱାମୀ-ସ୍ତ୍ରୀ ନିଜର … Read More

ଇସ୍କନର ବେଆଇନ ରଥଯାତ୍ରା ବିରୋଧରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି ମହାରାଜ

ପୁରୀ : ଇସ୍କନର ବେଆଇନ ରଥଯାତ୍ରା ବିରୋଧରେ ବଡ଼ ପଦକ୍ଷେପ ।  ପରମ୍ପରା ରକ୍ଷା ପାଇଁ ଗଜପତିଙ୍କ ଅପିଲ୍! ।  ବିଦେଶରେ ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି ଗଜପତି ମହାରାଜା!। ଶ୍ରୀଜଗନ୍ନାଥ ସଂସ୍କୃତି ଓ ଶାସ୍ତ୍ରୀୟ … Read More

‘କମ୍ ଯୋଗ୍ୟତା ଚାକିରି ପାଇଁ ଅଯୋଗ୍ୟ ଘୋଷିତ ହେବେ ଉଚ୍ଚ ଯୋଗ୍ୟତାସମ୍ପନ୍ନ ପ୍ରାର୍ଥୀ’

ନୂଆଦିଲ୍ଲୀ : ଅଧିକ ଶିକ୍ଷିତ ପ୍ରାର୍ଥୀଙ୍କୁ କମ୍‌ ଯୋଗ୍ୟତାର ଚାକିରି ନିମନ୍ତେ ଅଯୋଗ୍ୟ ଘୋଷଣା କରାଯାଇ ପାରିବ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରି ଦେଇଛନ୍ତି। ବେଳେବେଳେ ଅଧିକ ଶିକ୍ଷିତ ହେବା କୌଣସି ଏକ ନିର୍ଦିଷ୍ଟ ଚାକିରି ପାଇଁ ଅଯୋଗ୍ୟତା ପାଲଟି ଯାଇଥାଏ। … Read More