ମିଆଁମାରରେ ଭୟଙ୍କର ଏୟାରଷ୍ଟ୍ରାଇକ୍: ୪୯ ମୃତ, ୫୮ ଆହତ
ମିଆଁମାର: ମିଆଁମାରରେ ଭୟଙ୍କର ଏୟାରଷ୍ଟ୍ରାଇକ୍ । ବଜାର ନିକଟରେ ମିଆଁମାର ସେନାର ହାଇଆକ୍ରମଣରେ ଚାଲିଗଲା ୪୯ ଜଣଙ୍କ ଜୀବନ । ଆଉ ୫୮ ଜଣ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ବଜାରରେ ସାମଗ୍ରୀ ବିକ୍ରି କରୁଥିବା ବ୍ୟବସାୟୀ, କ୍ରେତା ଓ ପଥଚାରୀ … Read More
