ପଶ୍ଚିମବଙ୍ଗର ସମସ୍ତ ମଦ୍ରାସାରେ ବନ୍ଦେ ମାତରମ୍ ଗାଇବା ବାଧ୍ୟତାମୂଳକ

କୋଲକତା : ପଶ୍ଚିମବଙ୍ଗର ବିଜେପି ସରକାର ଏକ ବଡ଼ ଏବଂ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ରାଜ୍ୟର ସମସ୍ତ ମଦ୍ରାସାରେ ପ୍ରତିଦିନ ପ୍ରାର୍ଥନା ସଭା ସମୟରେ ଜାତୀୟ ଗୀତ ବନ୍ଦେ ମାତରମ୍ ଗାନ କରିବାକୁ ବାଧ୍ୟତାମୂଳକ … Read More

ଭଡା ବୃଦ୍ଧି ନେଇ ଟ୍ୟାକ୍ସି ଚାଳକ ସଂଘର ୩ ଦିନିଆ ଧର୍ମଘଟ ଡାକରା

ନୂଆଦିଲ୍ଲୀ : ଦିଲ୍ଲୀରେ ଇରାନ ଯୁଦ୍ଧର ପ୍ରଭାବ । ଆଜିଠୁ ଦିଲ୍ଲୀରେ ବାଧାପ୍ରାପ୍ତ ହେବ ପରିବହନ । ଦିଲ୍ଲୀ-ଏନସିଆରରେ ଟ୍ୟାକ୍ସି ଏବଂ ଅଟୋ ଧର୍ମଘଟ ହୋଇଛି । ତୈଳ ଦର ବୃଦ୍ଧି ଯୋଗୁଁ ଖର୍ଚ୍ଚ ବଢ଼ିଛି । ଫଳରେ ଭଡ଼ା ବୃଦ୍ଧି ଦାବି … Read More

ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ପ୍ରସ୍ତୁତି ବୈଠକ: ସମୀକ୍ଷା କଲେ ଡିଜିପି

ଭୁବନେଶ୍ଵର:ଆସନ୍ତା ଜୁଲାଇ ୧୬ ତାରିଖରେ ପୁରୀରେ ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ଐତିହାସିକ ମହାପର୍ବକୁ ଶୃଙ୍ଖଳିତ, ସୁରକ୍ଷିତ ଏବଂ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ରାଜ୍ୟ ଆରକ୍ଷୀ … Read More

ପ୍ରସୂତୀଙ୍କ ମୁତ୍ୟୁ ଘଟଣାରେ ଡାକ୍ତରଙ୍କ ଗିରଫ ଦାବିରେ ମେଡିକାଲ ଆଗରେ ଧାରଣା

ବାଣପୁର:ଗତକାଲି ବାଣପୁର ଡାକ୍ତରଖାନା ରେ ଜଣେ ଗର୍ଭବତୀ ମହିଳାଙ୍କ ପ୍ରସୂତୀ ପାଇଁ ଚିକିତ୍ସା ଚାଲିଥିଲା।ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ ଡାକ୍ତର ରମାକାନ୍ତ ନାୟକଙ୍କ ଭୁଲ ଚିକିତ୍ସା ପାଇଁ ମହିଳାଙ୍କ ମୃତ୍ୟୁ ହୋଇଛି|ଏନେଇ ବାଣପୁର ଥାନାରେ ପରିବାର ପକ୍ଷରୁ ଅଭିଯୋଗ ମଧ୍ୟ ହୋଇଛି|ଗତକାଲି … Read More

ଛାତରୁ ପଡ଼ି ଛାତ୍ର ଗୁରୁତର

ନୀଳଗିରି: ନୀଳଗିରି ବ୍ଲକ ଜାମୁଡିହାସ୍ଥିତ ଆଦର୍ଶ ବିଦ୍ୟାଳୟର ଜଣେ ଅଷ୍ଟମଶ୍ରେଣୀ ଛାତ୍ର ଛାତରୁ ଖସିପଡ଼ି ଗୁରୁତର ହୋଇଛନ୍ତି। ଗରଡ଼ିହି ପଞ୍ଚାୟତ ଅଧୀନ ବାଙ୍କିସାହି ଅଞ୍ଚଳର ନିଳାଦ୍ରୀ ଜେନାଙ୍କ ପୁଅ ତନ୍ମୟ(୧୩) ଆଦର୍ଶ ବିଦ୍ୟାଳୟରେ ପାଠ ପଢ଼ୁଥିବା ବେଳେ ସେ ନିକଟସ୍ଥ ଏକ … Read More

ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ: ବଢ଼ିଲା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦର

ଭୁବନେଶ୍ବର : ମଧ୍ୟପ୍ରାଚ୍ୟ ଯୁଦ୍ଧ, ଡଲାର ମୂଲ୍ୟ ବୃଦ୍ଧି ଏବଂ ବର୍ଦ୍ଧିତ ପେଟ୍ରୋଲ ଓ ଡିଜେଲ ଦର ପ୍ରଭାବ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଉପରେ ପଡ଼ିଛି। ପରିବହନ ମୂଲ୍ୟ ବଢ଼ିବା ଦ୍ବାରା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦରଦାମ ବୃଦ୍ଧି ପାଇଛି। ଖାଇବା … Read More

ତିନି ରଥର ଅଖ ନିର୍ମାଣ ଓ ବିନ୍ଧ ଅନୁକୂଳ କାର୍ଯ୍ୟ ଆରମ୍ଭ

ପୁରୀ : ତିନିରଥର ୪୨ଟି ଚକ ନିର୍ମାଣ ଶେଷ ପରେ ଅଖ କାର୍ଯ୍ୟ ଆରମ୍ଭ ହୋଇଛି। ଏଥିସହ ରଥର ବିଭିନ୍ନ ଅଂଶର ନିର୍ମାଣ କାର୍ଯ୍ୟ, ସମସ୍ତ ଅଖ ନିର୍ମାଣ ପରେ ପାଞ୍ଚ ଦଣ୍ଡା ଚଉପଟ ହୋଇ ସେଥିରେ ଉଭୟ ପଟରେ ମୁହଁାଟି … Read More

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ: ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର :  କାଳବୈଶାଖୀ ନେଲା ୩ ଜୀବନ ।  କେନ୍ଦୁଝର ଟାଉନ ଥାନା ନରଣପୁର ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ।  ପ୍ରବଳ ଝଡ଼ପବନରେ ଭାଙ୍ଗିଲା ଟେଣ୍ଟ, ଚାପି ହୋଇ ୩ ମୃତ ।  ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ସୂଚନା … Read More

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ରାୟଗଡ଼ା: ଭିଜିଲାନ୍ସ ଜାଲରେ ରାୟଗଡ଼ାର ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ । ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ କୋଲନରା ବ୍ଲକରେ କାର୍ଯ୍ଯରତ ଅଛନ୍ତି । ରାୟଗଡା ସହରର ରାଉତ କଲୋନୀ ସ୍ଥିତ ବାସଭବନ, କୋଳନରା … Read More

ପାଇଖାନାରୁ ବେକ ମୁହଁ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ: ମର୍ଣ୍ଣିଙ୍ଗ ୱାକରେ ଯାଇଥିବା ଛାତ୍ରଙ୍କୁ ହତ୍ୟା । ପାଇଖାନା ଭିତରୁ ବେକ ମୁହଁ ବନ୍ଧା ଅବସ୍ଥାରେ ମିଳିଲା ମୃତଦେହ । ହତ୍ୟା ଅଭିଯୋଗ ଆଣିଲେ ପରିବାର । ଭଦ୍ରକ ଜିଲ୍ଲା ଚରମ୍ପା ହାଇସ୍କୁଲ ରୋଡ଼ ଅଞ୍ଚଳରେ ଘଟିଛି ଘଟଣା । ମୃତକ … Read More