ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ହସ୍ତକ୍ଷେପ କଲା PMO, ଗଣଶିକ୍ଷା ବିଭାଗକୁ ସବିଶେଷ ତଥ୍ୟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ । ଓଡ଼ିଶା ସରକାରଙ୍କୁ କୈଫତ ମାଗିଲା PMO । ବହି ତ୍ରୁଟି ମାମଲାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହସ୍ତକ୍ଷେପ କରି ଏହି ସଂପର୍କରେ ସଂପୃକ୍ତି କର୍ତ୍ତୃପକ୍ଷଙ୍କ ଠାରୁ ଜବାବ ଲୋଡିଛି । କିଛି ଦିନ … Read More

ଭିଜିଲାନ୍ସ ଜାଲରେ ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ବିଭାଗର ସହକାରୀ ନିର୍ଦ୍ଦେଶକ, ୭ ସ୍ଥାନରେ ଚଢ଼ାଉ

ସମ୍ବଲପୁର: ଭିଜିଲାନ୍ସ ଜାଲରେ ସହକାରୀ ନିର୍ଦ୍ଦେଶକ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ବିଭାଗ ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟ । ସମ୍ବଲପୁର, ଭୁବନେଶ୍ୱର, ପୁରୀ ଓ ଖୋର୍ଦ୍ଧାର ଏକାକାଳୀନ ୭ଟି ସ୍ଥାନରେ ଚାଲିଛି ରେଡ୍ । … Read More

ଖଜା ଦୋକାନରେ ଚଢ଼ାଉ, ୫ଟି ଭାଟି ସିଲ୍

ପୁରୀ : ଖଜା ଦୋକାନରେ ରେଡ୍ । ୫ଟି ଭାଟି ସିଲ୍ କଲା ପୁରୀ ପୋଲିସ ।  ଶ୍ରୀମନ୍ଦିର ନିକଟରେ ଥିବା ବିଭିନ୍ନ ଖଜା ଦୋକାନ ଓ ଗଜା ତିଆରି ଭାଟି ଉପରେ ଖାଦ୍ୟ ସୁରକ୍ଷା ବିଭାଗ ଏବଂ ମୁନିସିପାଲିଟି ପକ୍ଷରୁ … Read More

ଅନୁଗୋଳରେ ଭୂମିକମ୍ପ ଝଟକା ଅନୁଭୂତ

ଅନୁଗୋଳ: ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଭୂମିକମ୍ପ ଝଟକା । ରାତି ପ୍ରାୟ ୧୦.୪୭ ମିନିଟରେ ଏହି ଭୂମିକମ୍ପ ଝଟକା ପ୍ରାୟ ୫ ସେକେଣ୍ଡ ଧରି ଅନୁଭୂତ ହୋଇଥିଲା । ଏହାର କେନ୍ଦ୍ରସ୍ଥଳ ଛେଣ୍ଡିପଦା ବ୍ଲକ ସଦର ମହକୁମାଠାରୁ ପ୍ରାୟ ୨୫ … Read More

ଜନସେବା କେନ୍ଦ୍ର ମାଲିକଙ୍କୁ ଗୁଳି କରି ହତ୍ୟା

କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ସୋମବାର ରାତିରେ ଜଣେ ‘ଜନ ସେବା କେନ୍ଦ୍ର’ ମାଲିକଙ୍କୁ କିଛି ଦୁର୍ବୃତ୍ତମାନେ ଗୁଳି ମାଡ଼ ସହ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଛନ୍ତି। ସୂଚନା ଅନୁଯାୟୀ, ଏହି ଘଟଣା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କେନ୍ଦେଇପାଶି ଠାରେ … Read More

ଭାଲୁକୁଣୀ ଭଷାଣ ବେଳେ ଡିଜେ ସାଉଣ୍ଡ ବକ୍ସ ପଡ଼ି ୭ ଗୁରୁତର

ଯାଜପୁର : ଭାଲୁକୁଣୀ ଭଷାଣ ହେଲା କାଳ । ଡିଜେ ସାଉଣ୍ଡ ବକ୍ସ ପଡ଼ି ୭ ଗୁରୁତର । ଯାଜପୁର ବ୍ଲକ ଛତିଶଦେବିଲ ପଞ୍ଚାୟତ ମହମ୍ମଦ ଜମାପୁର ଗାଁରେ ଘଟିଛି ଅଭାବନୀୟ ଘଟଣା । ଗୁରୁତରଙ୍କୁ ଯାଜପୁର ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । … Read More

ରେଡ୍ ବେଳେ ସହକାରୀ ଯନ୍ତ୍ରୀଙ୍କ ଘରୁ ନଗଦ ୫ ଲକ୍ଷ ଜବତ କଲା ଭିଜିଲାନ୍ସ

ଯାଜପୁର: ଗିରଫ ସହକାରୀ ଯନ୍ତ୍ରୀଙ୍କ ଘରୁ ନଗଦ ୫ ଲକ୍ଷ ଜବତ । ଯାଜପୁର ବଡ଼ଚଣା ବ୍ଲକର ସହକାରୀ ଯନ୍ତ୍ରୀ ବନ୍ଦିତା ଦାଶଙ୍କ ଘରୁ ନଗଦ ୫ ଲକ୍ଷ ୧୫ ହଜାର ଜବତ କରିଛି ଭିଜିଲାନ୍ସ । ୩୫ ହଜାର ଟଙ୍କା ଲାଞ୍ଚ … Read More

୩୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ ଓ ସହଯୋଗୀ

ଯାଜପୁର : ୩୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ସହକାରୀ ଯନ୍ତ୍ରୀ ଓ ସହଯୋଗୀ ଧରାପଡ଼ିଲେ ।  ବକେୟା ବିଲ୍ ପାସ୍ କରିବା ଓ ସିକ୍ୟୁରିଟି ଡିପୋଜିଟ୍ ଫେରସ୍ତ କରିବା ପାଇଁ ୩୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ … Read More

ଶୀତଦିନେ ଫାର୍କିଂ ଫି ଡବଲ୍‌: ପ୍ରଦୂଷଣ ନିୟନ୍ତ୍ରଣ ଲାଗି ଦିଲ୍ଲୀ ସରକାରଙ୍କ ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ: ଆସନ୍ତା ଶୀତଋତୁରେ ରାଜଧାନୀ ଦିଲ୍ଲୀକୁ ପ୍ରଦୂଷଣ ଦାଉରୁ ରକ୍ଷା କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର । ୩ ମାସ ପୂର୍ବରୁ ଏ ନେଇ ମାଷ୍ଟର ପ୍ଲାନ ପ୍ରସ୍ତୁତ ହୋଇଛି । ଆସନ୍ତା ନଭେମ୍ବର ୧ ତାରିଖରୁ ଏହା କଡ଼ାକଡ଼ି … Read More

ବିଧାନସଭାରେ ପାରିତ ହେଲା ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ପ୍ରସ୍ତାବ

ନୂଆଦିଲ୍ଲୀ : ଜମ୍ମୁ-କଶ୍ମୀରକୁ ନେଇ ସୋମବାର ଆସିଛି ବଡ ଖବର। ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ପ୍ରସ୍ତାବ ବିଧାନସଭାରେ ପାରିତ ହୋଇଛି। ବିଧାନସଭାରେ ଜମ୍ମୁ-କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି କରି ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ପ୍ରସ୍ତାବ ଗୃହୀତ ହୋଇଥିଲା। ପ୍ରସ୍ତାବ ଉପରେ … Read More