ମ୍ୟାଜିକ ନମ୍ବର ପାର କଲେ ବିଜୟ, ଖୁବ ଶୀଘ୍ର ଶପଥ ଗ୍ରହଣ କରିବେ

ତାମିଲନାଡ଼ୁ: ବିଜୟଙ୍କ ଶପଥ ଗ୍ରହଣ ପାଇଁ ରାସ୍ତା ସଫା ।  ଭିସିକେ ଦେଲା ନିସର୍ତ୍ତ ସମର୍ଥନ ।  ଯାହା ପାଇଁ ଝୁଲି ରହିଥିଲା ବିଜୟଙ୍କ ଶପଥ ଗ୍ରହଣ ।  ଏବେ ପାର ହେଲା ମ୍ୟାଜିକ ନମ୍ବର ।  ଭିସିକେ ସମର୍ଥନ ପରେ … Read More

ସୋସିଆଲ ମିଡିଆ X ରେ ବାୟୋ ବଦଳାଇଲେ, ‘ପୂର୍ବତନ ମୁଖ୍ୟମନ୍ତ୍ରୀ’ ନୁହେଁ ମୁଖ୍ୟମନ୍ତ୍ରୀ ଲେଖିଲେ ମମତା

କୋଲକାତା  : ‘ପୂର୍ବତନ ମୁଖ୍ୟମନ୍ତ୍ରୀ’ ନୁହେଁ, ମୁଖ୍ୟମନ୍ତ୍ରୀ ।  ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ମମତା ସୋସିଆଲ ମିଡିଆ Xରେ ବାୟୋ ବଦଳାଇଛନ୍ତି ।  କିନ୍ତୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଲେଖି ନାହାନ୍ତି । ମୁଖ୍ୟମନ୍ତ୍ରୀ ପଶ୍ଚିମବଙ୍ଗ ଲେଖାଯାଇଛି … Read More

କାରିବିଆନ୍ ପ୍ରିନ୍ସେସ୍ କ୍ରୁଜ୍ ଜାହାଜରେ ବ୍ୟାପୁଛି ନୋରୋଭାଇରସ୍, ୧୦୨ ଯାତ୍ରୀ ଓ ୧୩ କ୍ରୁ ସଦସ୍ୟ ଆକ୍ରାନ୍ତ

ନୂଆଦିଲ୍ଲୀ : କାରିବିଆନ୍ ପ୍ରିନ୍ସେସ୍ କ୍ରୁଜ୍ ଜାହାଜରେ ନୋରୋଭାଇରସ୍ ବ୍ୟାପିଛି। ଏଥିରେ ଥିବା ୩୧୧୬ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୦୨ ଜଣ ଯାତ୍ରୀ ଏବଂ ୧୩ ଜଣ କ୍ରୁ ସଦସ୍ୟ ଏହି ସଂକ୍ରମଣରେ ଆକ୍ରାନ୍ତ ହୋଇପଡ଼ିଛନ୍ତି ।  ଯାହାର ମୁଖ୍ୟ ଲକ୍ଷଣ ଝାଡା … Read More

ବେଙ୍ଗଲର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

ପଶ୍ଚିମବଙ୍ଗ : ହଜାର ହଜାର ଲୋକଙ୍କ ଉପସ୍ଥିତିରେ କଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ । ବେଙ୍ଗଲର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଶୁଭେନ୍ଦୁ ଅଧିକାରୀ । ପଦ ଏବଂ ଗୋପନୀୟତାର ଶପଥ … Read More

ନୂଆ CDS ଭାବେ ନିଯୁକ୍ତ ହେଲେ ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ ରାଜା ସୁବ୍ରମଣି

ନୂଆଦିଲ୍ଲୀ: ନୂଆ CDS ନିଯୁକ୍ତ । ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ ରାଜା ସୁବ୍ରମଣି CDS ଭାବେ ନିଯୁକ୍ତ ହୋଇଛନ୍ତି । ନୂଆ ଚିଫ୍ ଡିଫେନ୍ସ ଷ୍ଟାଫ ନିଯୁକ୍ତ କଲେ ଭାରତ ସରକାର । ସାମରିକ ବ୍ୟାପାର ବିଭାଗ ସଚିବ ଭାବେ ମଧ୍ୟ କାର୍ଯ୍ୟ … Read More

ଘାଇରୁ ଗଳିତ ମୃତଦେହ ଉଦ୍ଧାର

ମୋହନା : ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଶଗଡ଼ା ଘାଇରୁ ଏକ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର କରା ଯାଇଛି। ବର୍ତ୍ତମାନ ସୁଦ୍ଧା ସେହି ବ୍ୟକ୍ତିଙ୍କ ପରିଚୟ ଜଣା ପଡିନାହିଁ। ଚନ୍ଦ୍ରଗିରି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ … Read More

ବାଲିଅନ୍ତା ହତ୍ୟା ଘଟଣା: କର୍ମର ଫଳ ପାଇବେ ଅପରାଧୀ

ଭୁବନେଶ୍ୱର : ଜିଆରପି କନଷ୍ଟେବଲ୍ ସୌମ୍ୟ ହତ୍ୟା ଘଟଣାରେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏହାରି ଭିତରେ ପ୍ରତିକ୍ରିୟା ରଖିଛନ୍ତି ଆଇନ୍ ମନ୍ତ୍ରୀ। ସେ କହିଛନ୍ତି ଘଟଣାରେ ଯିଏ ଦୋଷୀ , ତାକୁ କଠୋର ଦଣ୍ଡ ଦିଆଯିବ। ଅପରାଧୀଙ୍କ … Read More

ଥାନା ଆଗରେ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ

ଗୋପ:ପୁଣି ସାମ୍ନାକୁ ଆସିଛି ପୁଲିସ୍‌ର ନିଷ୍କ୍ରିୟତା । ନ୍ୟାୟ ନମିଳିବାରୁ ଶେଷରେ ଥାନା ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କଲେ ଜଣେ ଦୋକାନୀ। ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ଗୋପ ଥାନା … Read More

ସମୁଦ୍ରରେ ତେଲ ମାଫିଆଙ୍କ ରାଜୁତି, ମାଛଧରା ବୋଟ୍ ସାହାଯ୍ୟରେ ହେଉଛି ଚୋରା କାରବାର

ପାରାଦ୍ଵୀପ : ଗଭୀର ସମୁଦ୍ରରେ ଚାଲିଛି ଚୋରା ତେଲ ମାଫିଆଙ୍କ ରାଜୁତି ।  ଚୋରା ତେଲ ବ୍ୟବସାୟ ର ମୁଖ୍ୟ ମାଧ୍ୟମ ସାଜିଛି ମାଛଧରା ବୋଟ୍ ।  ଏକ ସ୍ବତନ୍ତ୍ର ସିଣ୍ଡିକେଟ କାମ କରୁଥିବା ସଂଦେହ କରାଯାଉଛି। ପାରାଦ୍ଵୀପ ବନ୍ଦରକୁ ଆସୁଥିବା ଜାହାଜରୁ … Read More

ରାଜ୍ୟରେ ସ୍ଥାପନ ହେବ ୫ଟି ସ୍ୱତନ୍ତ୍ର ସାଇବର କୋର୍ଟ : ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାରେ ହେବ ୫ଟି ସ୍ୱତନ୍ତ୍ର ସାଇବର କୋର୍ଟ  ।  ରାଜ୍ୟରେ ଏସବୁ କୋର୍ଟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ଯୋଜନା ରହିଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।   ଦିନକୁ ଦିନ ବଢ଼ୁଥିବା ସାଇବର ଠକେଇ ଏବଂ … Read More