ହରିଣକୁ ପିଟି ପିଟି ମାରିଦେଲେ ଶିକାରୀ, ତଦନ୍ତ କରୁଛନ୍ତି ରେଞ୍ଜର
ସୋରଡ଼ା : ସୋରଡ଼ାରେ ଘଟିଯାଇଛି ଏକ ଅଭାବନୀୟ ଘଟଣା ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡ ସେଣ୍ଟ୍ରାଲ ରେଞ୍ଜ ଅଧୀନ ଖପରାଗଣ୍ଡା ଶିବାନୀ ରାଇସ ମିଲ ନିକଟରେ ଗୋଟିଏ ହରିଣକୁ ଅସାଧୁ ବ୍ୟକ୍ତି ମାରିଦେଇଥିବା ଅଭିଯୋଗ ହୋଇଛି । ଗାଁ ନିକଟ ଜଙ୍ଗଲରେ … Read More
