ଆଗେଇ ଚାଲିଛି ରଥ କାମ, ୩ ରଥ ପାଇଁ ୪୨ଟି ତୁମ୍ଭ ପ୍ରସ୍ତୁତ
ପୁରୀ : ଜୋରସୋରରେ ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ନିର୍ମାଣ ପ୍ରକ୍ରିୟାରେ ନନ୍ଦିଘୋଷ ପାଇଁ ୧୬ଟି, ତାଳଧ୍ୱଜ ପାଇଁ ୧୪ଟି ଓ ଦେବୀଦଳନ ପାଇଁ ୧୨ଟି, ସମୁଦାୟ ୪୨ଟି ତୁମ୍ଭ ପ୍ରସ୍ତୁତ ହୋଇଛି। ଅକ୍ଷୟ ତୃତୀୟାରେ ଆଜ୍ଞାମାଳ ବିଜେ ପରେ … Read More
