ଭୋଟର ତାଲିକାରୁ ନାଁ ଗୁଡ଼ିକୁ ଉକୁଣି ପରି ବାଛି କଢ଼ାଯାଇଛି: ମମତା
କୋଲକାତା : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଅଭିଯୋଗ କରିଛନ୍ତି ଯେ ରାଜ୍ୟରେ ଏସ୍ଆଇଆର ( ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ) ପ୍ରକ୍ରିୟାରେ ମତୁଆ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟର ଭୋଟରମାନଙ୍କୁ ଜାଣିଶୁଣି କାଟି ଦିଆଯାଇଛି। ନଦିଆ ଜିଲ୍ଲାର ଚକଦାହାରେ ଏକ … Read More
