ସରକାରଙ୍କୁ ଘେରିଲେ ବିରୋଧୀ, ପଞ୍ଚାୟତ ନିର୍ବାଚନକୁ ନେଇ ସରକାରଙ୍କ ଅଧିକ ଚାଉଳ ନୀତି, ମନ୍ତ୍ରୀ କହିଲେ ଲୋକଙ୍କ ହିତ ପାଇଁ ନିଷ୍ପତ୍ତି
ଭୁବନେଶ୍ୱର ୦୫।୦୪ : କ୍ଷୁଧାମୁକ୍ତ ଓଡ଼ିଶା ସ୍ବପ୍ନ ସାକାର କରିବାକୁ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା । ଏବେ ମାସକୁ ମୁଣ୍ଡ ପିଛା ୫କେଜି ବଦଳରେ ମିଳିବ ୧୦ କେଜି ଚାଉଳ। ଏଥର ମୋଦି ସରକାର ଦେବେ ୫କେଜି ଓ ମୋହନ ସରକାର … Read More
