ମାଓମୁକ୍ତ ଦେଶ ଘୋଷଣାକୁ ଆଉ ଦୁଇ ଦିନ ବାକି, ଆତ୍ମସମର୍ପଣ କରିବାକୁ ଡିଜିପିଙ୍କ ଆହ୍ବାନ

କନ୍ଧମାଳ : ମାଓ ମୁକ୍ତ ଦେଶ ଘୋଷଣାକୁ ଆଉ ଦୁଇ ଦିନ ବାକି। କନ୍ଧମାଳରେ ମାଓ ଗତିବିଧିର ସମୀକ୍ଷା କଲେ ପୋଲିସ ଡିଜି ୱାଇବି ଖୁରାନିଆ। ଡିଜିପିଙ୍କ ସହିତ ଏଡିଜିପି ସଂଜୀବ ପଣ୍ଡା, ଡିଆଇଜି ଅଖିଳେଶ୍ୱର ସିଂ ପ୍ରମୁଖ ଉପସ୍ଥିତ ଥିଲେ। ଏସଓଜି, … Read More

ନକଲି ସାର୍ଟିଫିକେଟ୍ ଦେଇ ଶିକ୍ଷକତା କରିବା ମହଙ୍ଗା ପଡ଼ିଲା, ଥାନାରେ ଏତଲା ଦେଲେ ବିଇଓ

ଉମରକୋଟ: ନକଲି ସାର୍ଟିଫିକେଟ୍ ଦେଇ ଶିକ୍ଷକତା କରିବା ପଡ଼ିଲା ମହଙ୍ଗା ।  ଶିକ୍ଷକଙ୍କ ନାଁରେ ଥାନାରେ ଏତଲା ଦେଲେ ବିଇଓ ।  ଏଭଳି ସଙ୍ଗୀନ ଅଭିଯୋଗ ଆସିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ କୁର୍ସି ସ୍ଥିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ।  ଏଠାରେ … Read More

ଓଡ଼ିଆ ପୁଅ ଡକ୍ଟର ଅଶୋକ ପଣ୍ଡା ହେବେ SAILର ନୂଆ CMD

ଭୁବନେଶ୍ୱର : SAILର ନୂଆ CMD ହେବେ ଓଡ଼ିଆ ପୁଅ ଡକ୍ଟର ଅଶୋକ ପଣ୍ଡା ।  ଦେଶର ସବୁଠାରୁ ବଡ଼ ସରକାରୀ ଷ୍ଟିଲ୍ ଉତ୍ପାଦନକାରୀ ସଂସ୍ଥା ‘ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ ଲିମିଟେଡ୍’ (SAIL) ର ପରବର୍ତ୍ତୀ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ … Read More

ଓଏଏସ୍ କ୍ୟାଡରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କୁ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ, ରବିବାର ଓଡ଼ିଶା ପ୍ରଶାସନିକ ସେବା (OAS) ଅଧିକାରୀ କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ ଘୋଷଣା କରିଛି । ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଜାରି … Read More

ମନ୍ କି ବାତର ୧୩୨ ତମ ସଂସ୍କରଣରେ ସମ୍ବଲପୁର ମତ୍ସ୍ୟ ଚାଷୀ ସୁଜାତା ଭୂୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ସମ୍ବଲପୁର: ସମ୍ବଲପୁରର ମହିଳା ମତ୍ସ୍ୟ ଚାଷୀ ସୁଜାତା ଭୂୟାଁଙ୍କୁ ଆଜି ମନ କି ବାତ ରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଶଂସା କରିଛନ୍ତି । ହୀରାକୁଦ ଜଲଭଣ୍ଡାରରେ ୨୦୨୨ରୁ ମତ୍ସ୍ୟ ଚାଷ କରୁଛନ୍ତି ସୁଜାତା । ପ୍ରଥମେ ସରକାରଙ୍କ ନିକଟରୁ ୩୨ ଲକ୍ଷ ଟଙ୍କା … Read More

ନେତାନ୍ୟାହୁଙ୍କୁ ସମାଲୋଚନା କଲେ ଭାନ୍ସ

ୱାସିଂଟନ: ଇରାନ ଯୁଦ୍ଧକୁ ମାସେ ହୋଇଥିବାବେଳେ ଏହାର ଫଳାଫଳ ନେଇ କୌଣସି ସ୍ପଷ୍ଟତା ଦେଖାଯାଉନି। ଯୁଦ୍ଧ ଆରମ୍ଭରେ ଆମେରିକା ଓ ଇସ୍ରାଏଲ ଏହାକୁ ଯେତେ ସହଜ ମନେ କରୁଥିଲେ ବାସ୍ତବତା କିନ୍ତୁ ଭିନ୍ନ ରହିଛି। ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ ଓ ଇସ୍ରାଏଲ … Read More

ଉତ୍ତରପ୍ରଦେଶରେ ଜେୱାର ବିମାନବନ୍ଦରର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଉତ୍ତରପ୍ରଦେଶର ଗୌତମ ବୁଦ୍ଧ ନଗରର ଜେୱାରରେ ଥିବା ନୋଏଡା  ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦଘାଟନ କରିଛନ୍ତି ।  ପ୍ରଧାନମନ୍ତ୍ରୀ ମୋଦି ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର କର୍ଗେୋ ଟର୍ମିନାଲ ମଧ୍ୟ ଉଦଘାଟନ କରିଛନ୍ତି । … Read More

ଇଣ୍ଡିଗୋ ବିମାନ ଇଞ୍ଜିନରେ ତ୍ରୁଟି: ଦିଲ୍ଲୀରେ କଲା ଜରୁରୀ ଅବତରଣ, ୧୬୧ ଯାତ୍ରୀ ସୁରକ୍ଷିତ

ନୂଆଦିଲ୍ଲୀ : ମଝି ଆକାଶରେ ଇଞ୍ଜିନ ତ୍ରୁଟି  । ଇଣ୍ଡିଗୋ ବିମାନର ଏମରଜେନ୍ସି ଲ୍ୟାଣ୍ଡିଂ ହୋଇଛି । ଦିଲ୍ଲୀର ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ବିମାନ ବନ୍ଦରରେ ଇଣ୍ଡିଗୋ 6E 579ର ଜରୁରୀ ଅବତରଣ କରିଛି  । ୧୬୧ ଜଣ ଯାତ୍ରୀଙ୍କୁ ନେଇ ବିମାନଟି … Read More

ଲଦାଖରେ ହିମସ୍ଖଳନ: ୭ ମୃତ, ୫ ଗୁରୁତର

ଲଦାଖ: ଲଦାଖରେ ବଡ ଧରଣର ହିମସ୍ଖଳନ। ଶ୍ରୀନଗର -ଲେହ ଜାତୀୟ ରାଜପଥରେ ଏକ ଭୟଙ୍କର ହିମସ୍ଖଳନ ହୋଇଛି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଏବେ ବି ବରଫ ଭିତରେ … Read More

୨୩ଟି ଦେଶକୁ ମାଡ଼ିଲାଣି କରୋନା ଭୂତାଣୁର ନୂଆ ଭାରିଆଣ୍ଟ ‘ସିକାଡ଼ା’

ନୂଆଦିଲ୍ଲୀ: ପୁଣି ଫେରିଲା କରୋନା ଡର। ନୂଆ ଭାରିଆଣ୍ଟର ନାଁ ‘ସିକାଡ଼ା’। ପ୍ରଥମେ ଦକ୍ଷିଣ ଆଫ୍ରିକାରେ ଠାବ ହୋଇଥିଲା । ବର୍ତ୍ତମାନ ୨୩ଟି ଦେଶକୁ ମାଡ଼ିଗଲାଣି । ବୈଜ୍ଞାନିକ ଏହାର ନାଁ BA.3.2 ବା ‘ସିକାଡ଼ା ରଖିଛନ୍ତି । ଏହା ଓମିକ୍ରନ୍ ପରିବାରର … Read More