ରାମନବମୀ ପାଇଁ ଦୁଇ ଦିନ ସରକାରୀ କାର୍ଯ୍ୟାଳୟ ବନ୍ଦ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ସରକାର

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶରେ ରାମନବମୀ ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଇ ଦିନିଆ ଛୁଟି ଘୋଷଣା କରିଛନ୍ତି । ଶ୍ରଦ୍ଧାଳୁଙ୍କ ସଂଖ୍ୟା ବଢୁଥିବାରୁ ଏବଂ ଧାର୍ମିକ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି … Read More

୩୫ ଦିନ ମଧ୍ୟରେ ବୁକିଂ ହେବ LPG ସିଲିଣ୍ଡର, ନିୟମ ପରିବର୍ତ୍ତନ ନେଇ ବିବୃତ୍ତି ଜାରି କଲେ ସରକାର

ନୂଆଦିଲ୍ଲୀ : LPG ସିଲିଣ୍ଡର ବୁକିଂ ସମ୍ପର୍କରେ ଏକ ନୂଆ ଖବର ପ୍ରକାଶ ପାଉଛି । ଯାହାକୁ ଗୁଜବ ବୋଲି ସ୍ପଷ୍ଟ କରିଛନ୍ତି ସରକାର । ବିଭିନ୍ନ ଲୋକଙ୍କୁ ଗ୍ୟାସ ବୁକିଂ ପାଇଁ ବିଭିନ୍ନ ସମୟ ଅପେକ୍ଷା କରିବାକୁ ପଡିବ । ଯାହାର … Read More

ଆମେ ଯୁଦ୍ଧ ଜିତି ସାରିଛୁ, ବୁଝାମଣା ପାଇଁ ଇରାନ ବ୍ୟାକୁଳ: ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ଇରାନ ଯୁଦ୍ଧ ନେଇ ଟ୍ରମ୍ପଙ୍କ ବଡ଼ ବୟାନ । କହିଛନ୍ତି, ଆମେ ଜିତି ସାରିଛୁ, ଇରାନ ଏବେ ବୁଝାମଣା ପାଇଁ ବ୍ୟାକୁଳ । ଇରାନରେ ଆମକୁ ବଡ଼ ସଫଳତା ମିଳିଛି । ସେମାନଙ୍କ ପାଖରେ ଏବେ ନା ଅଛି ନୌସେନା, ନା … Read More

ସୀମା ଟପିଲା ପ୍ରଦୂଷଣ, ଦିଲ୍ଲୀ ନମ୍ବର-୧ ପ୍ରଦୂଷିତ ରାଜଧାନୀ

ନୂଆଦିଲ୍ଲୀ :  ଦିଲ୍ଲୀ ନମ୍ବର-୧ ପ୍ରଦୂଷିତ ରାଜଧାନୀ । ବିଶ୍ୱର ସବୁଠାରୁ ପ୍ରଦୂଷିତ ରାଜଧାନୀ ହେଉଛି ଦିଲ୍ଲୀ । ୨୦୨୫ର ବିଶ୍ୱ ବାୟୁ ଗୁଣବତ୍ତା ରିପୋର୍ଟ ଅନୁସାରେ, ଦିଲ୍ଲୀ କ୍ରମାଗତ ଷଷ୍ଠ ଥର ପାଇଁ ବିଶ୍ୱର ସବୁଠାରୁ ପ୍ରଦୂଷିତ ରାଜଧାନୀ ହୋଇଛି … Read More

କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ । ମଙ୍ଗଳବାର ବିଳମ୍ବିତ ରାତିରେ ତାଙ୍କୁ ନୂଆଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅସୁସ୍ଥ ଅନୁଭବ କରିବା ସହ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା ।  ଡାକ୍ତର … Read More

ଲୋକସଭାରେ ଟ୍ରାନ୍ସଜେଣ୍ଡର ବିଲ୍‌ ଗୃହୀତ

ନୂଆଦିଲ୍ଲୀ: ଲୋକସଭାରେ ଟ୍ରାନ୍ସଜେଣ୍ଡର ବିଲ୍ ୨୦୨୬ ବାଚନିକ ଭୋଟରେ ଗୃହୀତ ହୋଇଛି।ଏହି ବିଲ୍ ଅନୁଯାୟୀ, ଟ୍ରାନ୍ସଜେଣ୍ଡର ଚିହ୍ନଟ ପାଇଁ ମେଡିକାଲ୍ ବୋର୍ଡର ଯାଞ୍ଚକୁ ଗୁରୁତ୍ୱ ଦିଆଯାଇଛି। ବିରୋଧୀ ଦଳଗୁଡ଼ିକ ଏହାକୁ ମୌଳିକ ଅଧିକାରର ଉଲ୍ଲଙ୍ଘନ କହି ବିରୋଧ କରିଥିଲେ, କିନ୍ତୁ ଶେଷରେ … Read More

ଜାମ୍ମୁ-କାଶ୍ମୀରର ବିଚ୍ଛିନ୍ନତାବାଦୀ ନେତ୍ରୀ ଆସିୟା ଆନ୍ଦ୍ରାବିଙ୍କୁ ଆଜୀବନ କାରାଦଣ୍ଡାଦେଶ

ନୂଆଦିଲ୍ଲୀ: ଆତଙ୍କବାଦୀ ସଂଗଠନ ସହ ସମ୍ପର୍କ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଅଭିଯୋଗରେ ଦିଲ୍ଲୀର ଏକ ଅଦାଲତ ମଙ୍ଗଳବାର ଜାମ୍ମୁ-କାଶ୍ମୀରର ବିଚ୍ଛିନ୍ନତାବାଦୀ ନେତ୍ରୀ ତଥା ‘ଦୁଖ୍‌ତରାନ-ଇ-ମିଲାତ୍‌’ ସଂଗଠନର ମୁଖ୍ୟ ଆସିୟା ଆନ୍ଦ୍ରାବିଙ୍କୁ ଦୋଷୀସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। … Read More

ସ୍କୁଲ ପାଖ ଗଛରେ ବଜ୍ରପାତ, ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ

ପାତ୍ରପୁର : କାଳବୈଶାଖୀର ପ୍ରଭାବରେ ବିଦ୍ୟାଳୟ ପାଖ ଗଛରେ ପଡିଲା ବଜ୍ରପାତ। ଅଳ୍ପକେ ବର୍ତ୍ତୀଲେ ୪୫ଜଣ ଛାତ୍ରଛାତ୍ରୀ। ଆଜି ଅପରାହ୍ନରେ କାଳବୈଶାଖୀ ସହ ଭୟଙ୍କର ବଜ୍ରପାତ ଘଟିଥିଲା। ଗଂଜାମ ଜିଲ୍ଲା ପାତ୍ରପୁର ବ୍ଲକ ନାରାୟଣପୁର ପ୍ରାଥମିକ ବିଦ୍ୟାଳୟରେ ଥିବା ୪୫ଜଣ ଛାତ୍ରଛାତ୍ରୀ … Read More

ପ୍ରାତଃ ଭ୍ରମଣ ଯାଇଥିବା ବେଳେ ବ୍ୟବସାୟୀଙ୍କ ଘରୁ ୧କେଜି ସୁନା ଲୁଟ୍

ବ୍ରହ୍ମପୁର: ପ୍ରେମନଗର ଅଞ୍ଚଳରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ ଧରଣର ଚୋରି ହୋଇଛି। ବ୍ୟବସାୟୀ ଜଣଙ୍କ ମର୍ଣ୍ଣି॰ୱାକରେ ଯାଇଥିବା ବେଳେ ଚୋରମାନେ ତାଙ୍କ ଘରେ ପଶି ପ୍ରାୟ ୧କେଜି ଓଜନର ସୁନା ଅଳଙ୍କାର ଏବଂ ନଗଦ ଲକ୍ଷାଧିକ ଟଙ୍କା ଚୋରି … Read More

ପାଣି ଟାଙ୍କିରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଗୁଡଭେଲା: ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ଡୁଙ୍ଗିବାହାଲ ଅଞ୍ଚଳରେ ଅଘଟଣ। କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ପାଣି ଟାଙ୍କି ଭିତରୁ ଏକ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯାହା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।  ସୂଚନା ଅନୁସାରେ ତୁଷୁରା–ଗୁଡଭେଲା ମୁଖ୍ୟ … Read More