ଗ୍ୟାସ ସଙ୍କଟ: ବିକଳ୍ପ ବ୍ୟବସ୍ଥା କରିବାକୁ ରାଜ୍ୟ ସରକାରଙ୍କ ପରାମର୍ଶ

ଭୁବନେଶ୍ୱର: ଗ୍ୟାସ ଅଭାବ ଦୂର ପାଇଁ ବିକଳ୍ପ ବ୍ୟବସ୍ଥା ବ୍ୟବହାର କରିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି। ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟମାନଙ୍କୁ ପିଏନଜି, ବିଦ୍ୟୁତ ଓଭେନ୍, ଇଣ୍ଡକ୍ସନ୍, ବାଷ୍ପ ରନ୍ଧନ ପ୍ରଣାଳୀ ଇତ୍ୟାଦି ବିକଳ୍ପ ଇନ୍ଧନ ବ୍ୟବହାର କରିବାକୁ ପରାମର୍ଶ … Read More

ଧର୍ମ ଆପଣାଇଲେ ମିଳିବନି ଅନୁସୂଚିତ ଜାତିର ମାନ୍ୟତା

ନୂଆଦିଲ୍ଲୀ : ଆଜି ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶ ହାଇକୋର୍ଟର ଏକ ଆଦେଶକୁ ସମର୍ଥନ କରିଛନ୍ତି । ଯେଉଁଥିରେ ଜଣେ ବ୍ୟକ୍ତି ଖ୍ରୀଷ୍ଟିଆନ୍ ଧର୍ମ ଗ୍ରହଣ କରନ୍ତି ଏବଂ ଏହାକୁ ପାଳନ କରନ୍ତି ତେବେ ସେ ଅନୁସୂଚିତ ଜାତି ସମ୍ପ୍ରଦାୟର ସଦସ୍ୟ ରହିପାରିବେ ନାହିଁ ବୋଲି … Read More

ଗ୍ୟାସ୍ ସିଲିଣ୍ଡର ବଣ୍ଟନ ପାଇଁ କୋଟା, ମଧ୍ୟପ୍ରଦେଶ ସରକାରଙ୍କ ନୂଆ ଗାଇଡ୍ ଲାଇନ୍

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ସରକାର ଗ୍ୟାସ୍ ସିଲିଣ୍ଡର ବଣ୍ଟନ ପାଇଁ ଏକ କୋଟା ସ୍ଥିର କରିଛନ୍ତି । ଘରୋଇ ଉପଭୋକ୍ତାଙ୍କୁ ପୂର୍ବ ଭଳି ୧୦୦ ପ୍ରତିଶତ ଯୋଗାଣ ପାଇପାରିବେ । ସେହିପରି ଶିକ୍ଷା ଏବଂ ଚିକିତ୍ସା କ୍ଷେତ୍ରରେ ସମ୍ବନ୍ଧିତ ଜିଲ୍ଲାରେ ଉପଲବ୍ଧ ହେଉଥିବା … Read More

ସେନାରେ ମହିଳା ଅଧିକାରୀଙ୍କୁ ମିଳିବ ସ୍ଥାୟୀ ନିଯୁକ୍ତି

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ସେନାରେ ମହିଳା ଅଧିକାରୀମାନଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଦେଇଛନ୍ତି। ଭାରତୀୟ ସେନାରେ ଲିଙ୍ଗଗତ ସମାନତାକୁ ସୁଦୃଢ଼ କରି ସୁପ୍ରିମକୋର୍ଟ ଏକ ବଡ଼ ପଦକ୍ଷେପ ସ୍ୱରୂପ, ଆଜି ମହିଳା ଅଧିକାରୀଙ୍କୁ ସ୍ଥାୟୀ ନିଯୁକ୍ତି ମିଳିବା ନେଇ ଘୋଷଣା କରିଛନ୍ତି । ମୁଖ୍ୟ … Read More

ଟୋଙ୍ଗାରେ ଶକ୍ତିଶାଳୀ ଭୂକମ୍ପ : ତୀବ୍ରତା ୭.୬, ସୁନାମୀ ଆଲର୍ଟ

ଟୋଙ୍ଗା : ଆଜି ଓସେନିଆର ମହାଦେଶର ଟୋଙ୍ଗା ଅଞ୍ଚଳ ନିକଟସ୍ଥ ନେଇଫୁରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୭.୬ ଥିବା ଜଣାପଡିଛି । ଭୂକମ୍ପ କେନ୍ଦ୍ରସ୍ଥଳ ୨୩୫ କିଲୋମିଟର ଗଭୀରତାରେ ଥିବା USGS ପକ୍ଷରୁ ସୂଚନା ମିଳିଛି । … Read More

ଦିଲ୍ଲୀ ବିଧାନସଭାକୁ ବୋମା ଧମକ, ଟାର୍ଗେଟରେ ମୋଦି ଓ ଅମିତ ଶାହ !

ନୂଆଦିଲ୍ଲୀ : ଦିଲ୍ଲୀ ସରକାର ଆଜି ବଜେଟ୍ ଉପସ୍ଥାପନ କରିବାକୁ ଯାଉଛନ୍ତି । କିନ୍ତୁ ଏହା ପୂର୍ବରୁ ବୋମା ଧମକ ମିଳିଛି । ଯାହା ହଇଚଇ ସୃଷ୍ଟି କରିଛି । ଦିଲ୍ଲୀ ବିଧାନସଭା ବାଚସ୍ପତି ବିଜେନ୍ଦ୍ର ଗୁପ୍ତା ଏବଂ ବିଧାନସଭା ମେଟ୍ରୋ ଷ୍ଟେସନକୁ … Read More

ଇସ୍ରାଏଲ ଏୟାର ଷ୍ଟ୍ରାଇକରେ ଇରାନର ୨ ବୈଜ୍ଞାନିକ ମୃତ

ନୂଆଦିଲ୍ଲୀ: ଇସ୍ରାଏଲ ଏୟାର ଷ୍ଟ୍ରାଇକରେ ଇରାନର ଦୁଇ ବୈଜ୍ଞାନିକଙ୍କ ମୃତ୍ୟୁ । ଆକ୍ରମଣରେ ମିସାଇଲ୍ କିଙ୍ଗ୍ ନିହତ! । ତେହେରାନରେ ଇସ୍ରାଏଲର ଏୟାରଷ୍ଟ୍ରାଇକରେ ଇରାନର ମିସାଇଲ୍ ବିଶେଷଜ୍ଞ ଓ ତାଙ୍କ ପରିବାର ନିହତ । ଏକ ଆବାସିକ ଅଞ୍ଚଳରେ ଇସ୍ରାଏଲ୍ ପକ୍ଷରୁ ଶକ୍ତିଶାଳୀ … Read More

କଲମ୍ବିଆ ମିଲିଟାରୀ ପ୍ଲେନ କ୍ରାସ: ଚାଲିଗଲା ୬୬ ଜୀମନ, ୬୦ରୁ ଉର୍ଦ୍ଧ୍ବ ଆହତ

ନୂଆଦିଲ୍ଲୀ: କଲମ୍ବିଆ ମିଲିଟାରୀ ପ୍ଲେନ କ୍ରାସ । ୬୬ ମୃତ । ଦକ୍ଷିଣ କଲମ୍ବିଆ ସୀମା ପେରୁ ନିକଟରେ ବିମାନ କ୍ରାସ । ୧୨୫ ଜଣଙ୍କୁ ନେଇ କଲମ୍ବିଆର ପୁଏର୍ଟୋ ଲେଗୁଇଜାମୋ ବିମାନ ବନ୍ଦରରୁ ଉଡ଼ାଣ ଭରିବାର କିଛି ସମୟ ପରେ ଘଟିଛି … Read More

ଦେଶରେ ପ୍ରଥମ ଇଚ୍ଛାମୃତ୍ୟୁ, ଦିଲ୍ଲୀ ଏମ୍ସରେ ଶେଷ ନିଶ୍ବାସ ତ୍ୟାଗ କଲେ ହରିଶ ରାଣା

ଗାଜିଆବାଦ: ଦିଲ୍ଲୀ ଏମ୍ସରେ ଶେଷ ନିଶ୍ବାସ ତ୍ୟାଗ କଲେ ହରିଶ ରାଣା । ସୁପ୍ରିମକୋର୍ଟରୁ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମିଳିବା ପରେ, ତାଙ୍କର ଶେଷ ଯାତ୍ରା ଲାଗି ଦିଲ୍ଲୀ ଏମ୍ସରେ ଚାଲିଥିଲା ପ୍ରସ୍ତୁତି । ଆଉ ଆଜି ସବୁଦିନ ପାଇଁ ଦୁନିଆ … Read More

ଆସନ୍ତାକାଲି ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି, ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ

ପୁରୀ  : ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ହେବ ।  ଏଥିପାଇଁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ହୋଇଛି ।  ଗଣତିମଣତି ବେଳେ ଫଟୋଗ୍ରାଫି, ଭିଡିଓଗ୍ରାଫି ସହ ଥ୍ରୀ-ଡି ମ୍ୟାପିଂ କରାଯିବ ।  ଫଳରେ ଏଥିରେ ରହିବ ସ୍ୱଚ୍ଛତା ।  ମହାପ୍ରଭୁଙ୍କ ରତ୍ନଭଣ୍ଡାର … Read More