ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ହତ୍ୟା ଧମକ
ଭୁବନେଶ୍ବର: ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ହତ୍ୟା ଧମକ । ଭୁବନେଶ୍ୱର ଆସିଲେ ଜୀବନରୁ ମାରିଦେବାକୁ ଧମକ ଦେଲେ ଦୁର୍ବୃତ୍ତ । ମାର୍ଚ୍ଚ ୯ ତାରିଖରୁ ଆସିଥିଲା ହତ୍ୟା ଧମକ । ଏନେଇ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କେନ୍ଦୁଝର … Read More
