କଲେଜରେ ଆରମ୍ଭ ହେବ ଏଆଇ ଶିକ୍ଷା: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ଵର:ଏଆଇ ଶିକ୍ଷାକୁ ମିଳିବ ପ୍ରାଧାନ୍ୟ ।ଏନେଇ ଉଚ୍ଚ ଶିକ୍ଷା ପକ୍ଷରୁ ପ୍ରସ୍ତୁତି ଆରମ୍ଭ କରାଯାଇଛି କଲେଜରେ ଆରମ୍ଭ ହେବ ଏଆଇ ଶିକ୍ଷା। ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେବ ଏଆଇ ଫର ଅଲ ପାଠ୍ୟକ୍ରମ। ରମାଦେବୀ ବିଶ୍ୱବିଦ୍ୟାଳୟରେ ଏଆଇ ଏଣ୍ତ ରବୋଟିକ ସେଣ୍ଟର ଅଫ୍ … Read More
