ସାଢ଼େ ୫ କୋଟି ଚଳୁ: ହୋଟେଲରେ ଲୁଚିଥିଲା ମୁଖ୍ୟ ଅଭିଯୁକ୍ତ,ବାନ୍ଧିଲା ଭିଜିଲାନ୍ସ
ଭୁବନେଶ୍ୱର: ୫.୫୬ କୋଟି ଟଙ୍କାର ସରକାରୀ ପାଣ୍ଠି ହେରଫେର ମାମଲା। ଆଜି ମୁଖ୍ୟ ଅଭିଯୁକ୍ତ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ମହାନ୍ତି ଏବଂ ତାଙ୍କ ପତ୍ନୀ ଗୀତାରାଣୀ ମହାନ୍ତିଙ୍କୁ ଭିଜିଲାନ୍ସ ଗିରଫ କରାଯାଇଛି। କୋରେଇ ଶିକ୍ଷା ବିଭାଗରେ ୫.୫୬ କୋଟି … Read More
