ରାଜ୍ୟସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ
ଭୁବନେଶ୍ଵର: ଆସନ୍ତା ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ । ଏହାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ମୁହାଁମୁହିଁ ହୋଇଛନ୍ତି। ଘୋଡ଼ା ବେପାର ନେଇ ଦୁଇ ନେତା ପରସ୍ପରକୁ ଆକ୍ଷେପ … Read More
