ଲାଞ୍ଚ ନେବା ବେଳେ ଏଏସଆଇଙ୍କୁ ବାନ୍ଧିଲା ଭିଜିଲାନ୍ସ
ରାଉଲକେଲା: ଭିଜିଲାନ୍ସ ଜାଲରେ ପୋଲିସ ASI । ଲାଞ୍ଚ ନେବା ବେଳେ ଧରାପଡିଲେ ରାଉରକେଲା ବଡ଼ଗାଁ ଥାନାର ଏଏସଆଇ ଅରୁପାନନ୍ଦ ଦାସ । ଗତକାଲି ଚଢ଼ାଉ କରି ଲାଞ୍ଚ ଟଙ୍କା ସହ ଏଏସଆଇଙ୍କୁ ଘଟଣାସ୍ଥଳରୁ ଧରିଥିଲେ ରାଉରକେଲା ଭିଜିଲାନ୍ସ ବିଭାଗ । ବଡ଼ଗାଁର … Read More
