ଦୁବାଇ ଏୟାରପୋର୍ଟକୁ ପୁଣି ଟାର୍ଗେଟ କଲା ଇରାନ: ବିମାନବନ୍ଦର ନିକଟରେ ଖସିଲା ଡ୍ରୋନ

ନୂଆଦିଲ୍ଲୀ: ପୁଣି ଟାର୍ଗଟରେ ଦୁବାଇ ଏୟାରପୋର୍ଟ । ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଖସିଲା ଡ୍ରୋନ । ଜଣେ ଭାରତୀୟଙ୍କ ସମେତ ୪ ଜଣ ଆହତ । ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ଆକାଶମାର୍ଗରେ ଦୁଇଟି ସନ୍ଦିଗ୍ଧ ଡ୍ରୋନକୁ ପ୍ରତିରକ୍ଷା ବାହିନୀ ଦ୍ୱାରା ଗୁଳିକରି … Read More

ପଶ୍ଚିମ ଏସିଆ ପାଇଁ ଉଡ଼ାଣ ଭରିଲା ଏୟାର ଇଣ୍ଡିଆର ୫୮ ବିମାନ

ନୂଆଦିଲ୍ଲୀ : ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ୧୨ ଦିନରେ ପହଞ୍ଚିଲାଣି । ଏହି ଯୁଦ୍ଧ ଯୋଗୁଁ ପଶ୍ଚିମ ଏସିଆରେ ସ୍ଥିତି ବହୁତ ଉତ୍ତେଜନାପୂର୍ଣ୍ଣ ରହିଛି । ଏମିତିରେ ହଜାର ହଜାର ଭାରତୀୟ ପଶ୍ଚିମ ଏସିଆରେ ଫସିଛନ୍ତି । ଏହାରି ଭିତରେ … Read More

ପ୍ରଥମ ‘ଇଚ୍ଛାମୃତ୍ୟୁ’ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ : ପ୍ରଥମ ‘ଇଚ୍ଛାମୃତ୍ୟୁ’ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି । ଭାରତରେ ପ୍ରଥମ ‘ଇଚ୍ଛାମୃତ୍ୟୁ’ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ଦେଇଛନ୍ତି । ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି ପାଇବେ ହରିଶ ରାଣା । ଭାରତର ସୁପ୍ରିମକୋର୍ଟ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ଶୁଣାଇଛନ୍ତି । … Read More

କ୍ୟାବିନେଟରେ CAPF General Administration Bill କୁ ଅନୁମୋଦନ

ନୂଆଦିଲ୍ଲୀ : ସୁରକ୍ଷା ବଳରେ IPS ରାଜ। କେନ୍ଦ୍ର ସରକାର ଆଣିଲେ ନୂଆ ଆଇନ । କେନ୍ଦ୍ର କ୍ୟାବିନେଟ୍ ଏକ ଗୁରୁତ୍ୱପୂର୍ଣ୍ଣ ବିଲ୍ CAPF General Administration Bill କୁ ଅନୁମୋଦନ କରିଛନ୍ତି । ଏହି ନିଷ୍ପତ୍ତି ଦ୍ୱାରା CRPF, BSF, ITBP … Read More

ବିମାନ ଭଡା ବୃଦ୍ଧି ନେଇ ବିଜ୍ଞପ୍ତି ଜାରି କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ମହଙ୍ଗା ହେବାରେ ଲାଗିଛି ବିମାନ ଇନ୍ଧନ । ପ୍ରଭାବରେ ବିଶ୍ବର ବିଭିନ୍ନ ପ୍ରାନ୍ତର ଏୟାରଲାଇନ୍ସ ଟିକଟ ମୂଲ୍ୟ ବଢ଼ାଇବା ଆରମ୍ଭ କରିଛନ୍ତି । ଭଡା ବୃଦ୍ଧି ନେଇ ଏୟାର ଇଣ୍ଡିଆ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । … Read More

ATM କାଉଣ୍ଟରରେ ପଶିଲା ବାରହା, ଗ୍ରାହକ ନାକେଦମ

ଆଠଗଡ : ATM ଭିତରେ ବାରହା । ଘଉଡ଼ାଇବା ପାଇଁ ବନ ବିଭାଗ ସହ ସ୍ଥାନୀୟ ଲୋକେ ନାକେଦମ । ଆଠଗଡ଼ ରେଞ୍ଜ ଅନ୍ତର୍ଗତ ମାଧପୁର ନିକଟରେ ଥିବା ATM ଭିତରେ ଏକ ବାରହା ପଶିଯିବା ପରେ ଏଭଳି ଦୁଶ୍ୟ ଦୃଶ୍ୟ ଦେଖିବାକୁ … Read More

ପଦ୍ମ ଶିବିରରେ ରବିନ୍ଦ୍ର ଜେନା

ଭୁବନେଶ୍ଵର: ବିଜେପି ଶିବିରରେ ସାମିଲ  ହେଲେ ବାଲେଶ୍ଵର ପୂର୍ବତନ ସାଂସଦ ରବିନ୍ଦ୍ର ଜେନା । ବିଜେପିର ରାଜ୍ୟ କାର୍ଯ୍ୟାଳୟରେ  ମିଶ୍ରଣ ପର୍ବରେ ଯୋଗ ଦେଲେ ବାଲେଶ୍ଵର ପୂର୍ବତନ। ଶତାଧିକ ସମର୍ଥକଙ୍କ ବିରାଟ ପଟୁଆରରେ ଆସି ପଦ୍ମ ଧରିଲେ ରବିନ୍ଦ୍ର। ରାଜ୍ୟ ସଭାପତି … Read More

୭ ଲକ୍ଷ ଭୂତ ହିତାଧିକାରୀଙ୍କ ନାଁରେ ରାସନ୍ ଲୁଟ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର:ରାଜ୍ୟରେ ରାସକାର୍ଡ​‌ର ଏକ ବଡ କେଳେଙ୍କାରୀ ଦେଖିବାକୁ ମିଳିଛି ।  ରାଜ୍ୟରେ ୭ ଲକ୍ଷ ଭୂତ ରାସନକାର୍ଡ ହିତାଧିକାରୀ ନାଁରେ ଲୁଟ ହେଉଥିଲା ରାସନ। ଲକ୍ଷାଧିକ ଅଯୋଗ୍ୟ ହିତାଧିକାରୀ ବି ହାତେଇ ଥି​‌ଲେ ରାସନକାର୍ଡ । ନୂଆ ସରକାର ଇ-କେଓ୍ବାସି ପ୍ରକିୟା … Read More

ଆତ୍ମମର୍ପଣ କଲେ କେକେବିଏନ ଡିଭିଜନର ୧୦ ମାଓବାଦୀ

କନ୍ଧମାଳ : ମାଓବାଦୀଙ୍କ ଆତ୍ମସମର୍ପଣ । କନ୍ଧମାଳ ପୋଲିସ୍ ନିକଟରେ ଆତ୍ମମର୍ପଣ କଲେ ୧୦ ମାଓବାଦୀ । ଫୁଲବାଣୀ ସ୍ଥିତ ପୋଲିସ୍ ରିଜର୍ଭ ପଡିଆ ଠାରେ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆଇନଶୃଙ୍ଖଳା ADG ସଂଜୀବ ପଣ୍ଡା, ସ୍ପେଶାଲ ଇଣ୍ଟେଲିଜେନ୍ସ ୱିଙ୍ଗ୍ DIG … Read More

ନନ୍ଦନକାନନକୁ ଆସିଲେ ୫ ପ୍ରଜାତିର ୧୧ ନୂଆ ଅତିଥି

ବାରଙ୍ଗ : ନନ୍ଦନକାନନ ଆସିଲେ ନୂଆ ଅତିଥି । ପ୍ରଥମଥର ପାଇଁ ପର୍ଯ୍ୟଟକ ଦେଖିବାକୁ ପାଇବେ ‘ରିଙ୍ଗ ଟେଲଡ୍ ଲେମୁର୍’। ଚଳିତ ବର୍ଷର ପ୍ରଥମ ଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ଏହି ଜନ୍ତୁ ନନ୍ଦନକାନନ ଆସିଛନ୍ତି । ପ୍ରାଣୀଉଦ୍ୟାନ ନନ୍ଦନକାନନ ଓ ବିଶାଖାପାଟଣାର ଇନ୍ଦିରା … Read More