ହୃଦଘାତରେ ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କ ପରଲୋକ
ଭୁବନେଶ୍ଵର: ବରିଷ୍ଠ ସାମ୍ବାଦିକଙ୍କ ପରଲୋକ। ହୃଦଘାତରେ ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ପରଲୋକ ଘଟିଛି। ଆଶୁତୋଷ ମିଶ୍ରଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରି କହିଛନ୍ତି ତାଙ୍କର ବିୟୋଗ … Read More
